ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁରେ ବାଜିଲା ମୋହର
ଭୁବନେଶ୍ୱର: ପୁଣି ଥରେ ରାଜ୍ୟ ବିଜେପି ସଭାପତି ପଦରେ ବସିଲେ ମନମୋହନ ସାମଲ। ଏନେଇ ଆଜି ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି। ବିଧିବଦ୍ଧ ଭାବେ ଘୋଷଣା କଲେ ନିର୍ବାଚନ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ବାଲ।
ସୂଚନା ଅନୁଯାୟୀ, ଲଗାତର ଦ୍ବିତୀୟ ଏବଂ ମୋଟ୍ ଚତୁର୍ଥ ଥର ପାଇଁ ନିର୍ଦ୍ବନ୍ଦ୍ବରେ ରାଜ୍ୟ…