Latest Odisha News

BREAKING NEWS

ସୋସିଆଲ୍ ମିଡିଆର ଦୂରୁପଯୋଗ ରୋକିବା ଲାଗି କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦିନକୁ ଦିନ ସୋସଆଲ୍ ମିଡିଆର ଦୂରୁପଯୋଗ ବଢୁଥିବାରୁ ଚିନ୍ତା ପ୍ରକଟ କରିଛନ୍ତି ସୁପ୍ରିମକୋର୍ଟ । ଏହା ଉପରେ ରୋକ ଲଗାଇବା ତଥା ସନ୍ତୁଳନ ବଜାୟ ରଖିବା ପାଇଁ ମଙ୍ଗଳବାର ଦିନ ସ୍ୱତନ୍ତ୍ର ଗାଇଡ ଲାଇନ୍ ପ୍ରସ୍ତୁତ କରିବା ଲାଗି କେନ୍ଦ୍ରକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏପରିକି…

ଉଚ୍ଚଶିକ୍ଷା ବିଭାଗ କର୍ମଚାରୀ ଦେବେ ବାୟୋମେଟ୍ରିକ୍ ଆଟେଣ୍ଡାନ୍ସ

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗର କର୍ମଚାରୀଙ୍କ ଅନିୟମିତ ଉପସ୍ଥାପନା ଉପରେ ନଜର ରଖିବା ଲାଗି ଓଡିଶା ସରକାରଙ୍କ ପକ୍ଷରୁ ବାୟୋମେଟ୍ରିକ୍ ଆଟେଣ୍ଡାନ୍ସ ବ୍ୟବସ୍ଥା କରାଯିବ। ଗତ ସୋମବାର ଠାରୁ ଲାଗୁ ହୋଇଥିବା ବାୟୋମେଟ୍ରିକ୍ ଆଟେଣ୍ଡାନ୍ସ ରେକର୍ଡିଂ ସିଷ୍ଟମ ଦ୍ୱାରା କାର୍ଯ୍ୟକ୍ଷେତ୍ରରେ…

ନିୟମିତ ପିଅନ୍ତୁ ପଇଡ଼ ପାଣି, ଦୂରେଇ ରହିବ ଏହିସବୁ ରୋଗ !

ଭୁବନେଶ୍ୱର: ପଇଡ଼ ପାଣି ପାଟିକୁ ଯେତିକି ମିଠା, ଦେହ ପାଇଁ ମଧ୍ୟ ସେତିକି ଉପକାରୀ । ଏଥିରେ ଭାରି ରହିଥାଏ ବିଭିନ୍ନ ପ୍ରକାର ଔଷଧିୟ ଗୁଣ ରହିଥାଏ । ପଇଡ଼ ପାଣିର ନିୟମିତ ପିଇଲେ ଶରୀରରେ ଥିବା ଅନେକ ରୋଗ ସମସ୍ୟାରୁ ମୁକ୍ତି ମିଳିଥାଏ । ଅନ୍ୟ ପାନୀୟ ତୁଳନାରେ ପଇଡ଼ ପାଣିରେ ଏଥିରେ…

ଦେବଗଡ଼ରୁ ଜବତ ହେଲା କଲରାପତରିଆ ବାଘଛାଲ, ୬ ଗିରଫ

ଦେବଗଡ: କଲରାପତରିଆ ବାଘଛାଲ ଚାଲାଣ ଅଭିଯୋଗରେ ବନବିଭାଗ ଦେବଗଡ଼ ଛତାବାର ଘାଟ ନିକଟରୁ ୬ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଚିହ୍ନଟ କରାଯାଇଛି । ଚିହ୍ନଟ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ତିଳେଇ ବଣି ଅଞ୍ଚଳର ଦେବେନ୍ଦ୍ର ରାଣାଛୁରିଆ (୩୬) ହୋଇଥିବାବେଳେ…

ଅଜ୍ଞାତବାସ

ଅଜ୍ଞାତବାସ ଦିପୁନ୍ ପୁହାଣ ଥାଉ କିଛି, ନିଜଠୁ ବି ଗୋପନୀୟ ହୋଇ । କିଛି ଅସହାୟତା ଏପରି ଯେ ତାକୁ ନିଜଠି ଖୋଲିଦେବାକୁ ଡର ଆଉ ତୁମେ ତ ମୋ ନିଜ ଦେହ ନୁହେଁ ଦେହଠାରୁ ବହୁ ଦୂର । ବଡ଼ ବିଚିତ୍ର ଏ ଦେହ କାରସାଦି, ଏ ଦେହରେ ଇ ବୃହନ୍ନଳା, ଏ ଦେହରେ ଅର୍ଜୁନ , ଏ ଦେହ କେବେ…

ସର୍ପାଘାତରେ ଆଉ ୩ ଜଣଙ୍କ ମୃତ୍ୟୁ

କନ୍ଧମାଳ: ରାଜ୍ୟର ଭିନ୍ନଭିନ୍ନ ସ୍ଥାନରେ ମଙ୍ଗଳବାର ଦିନ ସର୍ପାଘାତରେ ପ୍ରାୟ ୩ ଜଣଙ୍କର ଅକାଳ ବିୟୋଗ ଘଟିଛି । ମିଳିଥିବା ସୂଚନାନୁଯାୟୀ କନ୍ଧମାଳ ଜିଲ୍ଲାର ଏକ ଗ୍ରାମରେ ସାପ କାମୁଡାରେ ଜଣେ ମା’ ଓ ପୁଅଙ୍କର ମୃତ୍ୟୁ ଘଟିଛି । ମୃତକମାନେ ହେଲେ ରାଜଲକ୍ଷ୍ମୀ ଓ ତାଙ୍କ ପୁଅ ଆଦିତ୍ୟ ।…

ଚାଷୀଙ୍କୁ ଗରମ, କଂପାନୀଙ୍କୁ ନରମ

ଚାଷୀଙ୍କୁ ଗରମ, କଂପାନୀଙ୍କୁ ନରମ ବିଚିତ୍ର ବିଶ୍ୱାଳ ଗତ କିଛି ଦିନ ତଳେ ଅର୍ଥନୈତିକ ମାନ୍ଦାବସ୍ଥା ଉପରେ ଫେସବୁକରେ ଗୋଟେ ପୋଷ୍ଟ ବହୁତ ଲୋକଙ୍କର ପସନ୍ଦ ଆସିଥିଲା । କିଏ ଜଣେ ଫେସବୁକରେ ଲେଖିଥିଲେ ଯେ ଚାଷରେ ମାନ୍ଦାବସ୍ଥା ବେଳେ ଚାଷୀ ଯେମିତି ତା ତିରିଶ ଟଙ୍କା କିଲୋ ପିଆଜକୁ ମାତ୍ର ପାଂଚ…

ପାଠ୍ୟକ୍ରମରେ ଅନ୍ତର୍ଭୃକ୍ତ ହୋଇପାରେ ଧାରା ୩୭୦: ବିଜେପି ମୁଖ୍ୟ

ପୁଣେ: ବିଦ୍ୟାଳୟ ପାଠ୍ୟକ୍ରମରେ ଜମ୍ମୁ ଓ କାଶ୍ମୀରରେ ଉଚ୍ଛେଦ ହୋଇଥିବା ବହୁ ଚର୍ଚ୍ଚିତ ଧାରା ୩୭୦ ଅନ୍ତର୍ଭୃକ୍ତ ହେବାନେଇ ଭାରତୀୟ ଜନତା ପାର୍ଟି (ବିଜେପି) କାର୍ଯ୍ୟକାରୀ ସଭାପତି ଜେ ପି ନଡ୍ଡା ଇଙ୍ଗିତ ପ୍ରଦାନ କରିଛନ୍ତି । ଏକ ସଭାକୁ ସମ୍ବୋଧିତ କରିବା ଅବସରରେ ସୋମବାର ସନ୍ଧ୍ୟାରେ…

ମନୋଜ ଦାସଙ୍କ ସାହିତ୍ୟରେ ଆଧ୍ୟାତ୍ମିକତାକୁ ନେଇ ଜାତୀୟ ସଂପାନ

ବାଲେଶ୍ଵର: ମନୋଜ ଦାସଙ୍କ ଭିତରେ ଆଧ୍ୟାତ୍ମିକତାର ଅନ୍ଵେଷଣ ବାଲ୍ୟକାଳରୁ ଆସିଥିଲା। ପରବର୍ତ୍ତୀ ସମୟରେ ଏହା ତାଙ୍କ ସାହିତ୍ୟର ପ୍ରତିଫଳିତ ହେଇଥିଲା। ସେ ହେଉଛନ୍ତି ଭାରତୀୟ ସଂସ୍କୃତି ଓ ସଂସ୍କାରର ଜଣେ ବିଶ୍ଵସ୍ତ ପ୍ରତିନିଧି। ତାଙ୍କ ଆଧ୍ୟାତ୍ମର ଅନ୍ଵେଷଣ ତାଙ୍କ ଜୀବନର ନିର୍ମାଣରେ ମଧ୍ୟ…