ପନ୍ତଙ୍କ ଅର୍ଦ୍ଧଶତକ, ରାଜସ୍ଥାନ ସମ୍ମୁଖରେ ୧୪୮ ରନର ଟାର୍ଗେଟ
ମୁମ୍ବାଇ: ଏଠାରେ ଚାଲିଥିବା ଆଇପିଏଲ ମ୍ୟାଚରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ୧୪୮ ରନର ବିଜୟ ଲକ୍ଷ୍ୟ ରାଜସ୍ଥାନ ରୟାଲ୍ସ ସମ୍ମୁଖରେ ରଖିଛି । ରାଜସ୍ଥାନ ଅଧିନାୟକ ସଞ୍ଜୁ ସାମସନ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଥିଲେ । ଦିଲ୍ଲୀ ୩୭ ରନରେ ୪ଟି ଉଇକେଟ ହରାଇ ବିପଦରେ…