Latest Odisha News

BREAKING NEWS

ବ୍ଲୁମ ବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ, ବିଶ୍ବର ଶ୍ରେଷ୍ଠ ୫୦ ସହର ଭିତରେ ସ୍ଥାନ ପାଇଲା ରାଉରକେଲା

ରାଉରକେଲା : ବ୍ଲୁମ ବର୍ଗ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ ୨୦୨୧ର ଶ୍ରେଷ୍ଠ ୫୦ ସହର ମଧ୍ୟରେ ସ୍ଥାନ ପାଇଲା ରାଉରକେଲା । ୯୯ଟି ଦେଶର ୬୩୪ ସହର ମଧ୍ୟରୁ ଭାରତର ଦୁଇଟି ସହର ପୁଣେ ଓ ରାଉରକେଲା ସାମିଲ ହୋଇଥିଲେ । ଆଉ ଶ୍ରେଷ୍ଠ ୫୦ ସହର ମଧ୍ୟରେ ରାଉରକେଲା ସ୍ଥାନ ପାଇଛି । ଏନେଇ ସୂଚନା ଦେଇଛନ୍ତି…

୨୦୨୨ ଦୀପାବଳୀରେ ରିଲିଜ ହେବ ସଲମାନଙ୍କ ଭାଇଜାନ

ମୁମ୍ବାଇ: ସଲମାନ ଖାଁ ପ୍ରଶଂସକଙ୍କ ପାଇଁ ଖୁସି ଖବର । ଆଗାମୀ ୨୦୨୨ ଦୀପାବଳୀରେ ତାଙ୍କର ବହୁ ପ୍ରତୀକ୍ଷିତ ଭାଇଜାନ ଫିଲ୍ମ ରିଲିଜ ହେବ । ପ୍ରଥମେ ଏହି ଫିଲ୍ମର ନାମ କଭି ଇଦ କଭି ଦିୱାଲୀ ରଖା ଯାଇଥିଲା । ତେବେ ସଲମାନଙ୍କ ନିକଟରେ କେତେ ଗୁଡିଏ ଫିଲ୍ମ ବକ୍ସ ଅଫିସରେ ଅର୍ଥ ରୋଜଗାର କରିଥିଲେ…

ଜିଓ ପକ୍ଷରୁ ଜିଓ ଫାଇବର୍ ପୋଷ୍ଟପେଡ୍ ପ୍ଲାନର ଶୁଭାରମ୍ଭ, ଇଣ୍ଟରନେଟ୍ ବକ୍ସ ସହିତ ମାଗଣା ଇନଷ୍ଟାଲେସନ୍

ଭୁବନେଶ୍ବର : ରିଲାଏନ୍ସ ଜିଓ ପକ୍ଷରୁ ଆଉ ଏକ ଆକର୍ଷଣୀୟ ଅଫର । ଜିଓ ଫାଇବର୍ ଉପଭୋକ୍ତାଙ୍କ ପାଇଁ ବିଭିନ୍ନ ପ୍ରକାରର ଆକର୍ଷଣୀୟ ପୋଷ୍ଟ୍‌ପେଡ୍ ପ୍ଲାନ ଘୋଷଣା କରିଛି ଜିସ । ଏହି ପ୍ଲାନ୍‌ର ମାସିକ ମୂଲ୍ୟ ୩୯୯ ଟଙ୍କାରୁ ଆରମ୍ଭ ହେବ । ଆସନ୍ତାକାଲିଠୁ ଏହି ନୂଆ ପୋଷ୍ଟପେଡ୍ ପ୍ଲାନକର ଶୁଭାରମ୍ଭ…

ଗଜପତି ରାଶିବାଡ ଘାଟିରେ ଓଲଟିଲା ଡାଲା ଅଟୋ, ଜଣେ ମୃତ, ୧୨ ଗୁରୁତର

ଗଜପତି : ଗଜପତି ଜିଲ୍ଲା ରାୟଗଡ଼ ଥାନା ରାଶିବାଡ଼ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । ଡାଲା ଅଟୋ ଓଲଟି ଜଣେ ଶ୍ରମିକ ମୃତ୍ୟୁ ହୋଇଛି । ଏହାସହ ୧୨ ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତକ ହେଲେ ସୁନ୍ଦରଗଡ଼ ରାଣୀଦେଲନା ଗାଁର ସୁରସେନ । ସୂଚନା ଅନୁସାରେ, ବଲାଙ୍ଗୀର, ସୁନ୍ଦରଗଡ଼ ଓ…

ରାଜ୍ୟରେ ଆଂଶିକ କୋହଳ ହେଲା କଟକଣା, କେଉଁଠି ଖୋଲିବ, କେଉଁଠି ପଡ଼ିବ ତାଲା, ଜାଣନ୍ତୁ

ଭୁବନେଶ୍ବର : ରାଜ୍ୟରେ ସାମାନ୍ୟ କୋହଳ ହେଲା ଲକଡାଉନ୍‌ କଟକଣା । ଜୁଲାଇ ପହିଲା ଯାଏଁ ରାଜ୍ୟରେ ଲାଗୁ ହେବ ଆଂଶିକ ଲକ୍‌ଡାଉନ୍ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ତେବେ ନୂଆ ଗାଇଡଲାଇନ୍ ଅନୁସାରେ ରାଜ୍ୟର ସମସ୍ତ ଜିଲ୍ଲାକୁ ଦୁଇଟି କାଟେଗୋରୀରେ…

ଶରୀରରେ ପୋଷକ ତତ୍ତ୍ୱର ଅଭାବ ଆଣିପାରେ କି ଆଚରଣଗତ ପରିବର୍ତ୍ତନ?

ନୂଆଦିଲ୍ଲୀ: ଏକ ସୁସ୍ଥ ଶରୀର ପାଇଁ ଏକ ଉତ୍ତମ ଖାଦ୍ୟ ଅତ୍ୟନ୍ତ ଜରୁରୀ। ପୁଷ୍ଟିକର ଖାଦ୍ୟ ଅଭାବରୁ ବିଭିନ୍ନ ରୋଗ ହୋଇପାରେ। ସମଗ୍ର ଖାଦ୍ୟପେୟ ଶୈଳୀରେ ନିୟନ୍ତ୍ରଣ ବଜାୟ ରଖିବା ଅତ୍ୟନ୍ତ ଜରୁରୀ ହୋଇଥାଏ। ବିଶେଷଜ୍ଞଙ୍କ କହିବା ଅନୁଯାୟୀ କୌଣସି ପୋଷକ ତତ୍ତ୍ୱର ଅଭାବ ଶାରୀରିକ, ମାନସିକ…

କରୋନାରେ ୧୨ ବର୍ଷୀୟ ସିଂହର ମୃତ୍ୟୁ

ଚେନ୍ନାଇ: ଚେନ୍ନାଇ ଆରିଗନାର ଆନ୍ନା ପ୍ରାଣୀ ଉଦ୍ୟାନରେ ଆଉ ଏକ ଦୁଃଖଦ ଘଟଣା ଘଟିଛି। ୧୨ ବର୍ଷ ବୟସ୍କ ସିଂହ କରୋନାରେ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ଚିଡିଆଖାନା କର୍ତ୍ତୃପକ୍ଷ କହିଛନ୍ତି ଯେ ସିଂହ ଜୁନ୍ ୩ ରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲା। ଏହାପରେ ତାର ଚିକିତ୍ସା ମଧ୍ୟ…

ସେପ୍ଟେମ୍ବର ସୁଦ୍ଧା ଭାରତରେ ଲଞ୍ଚ୍‌ ହୋଇପାରେ ‘କୋଭୋଭାକ୍ସ’ ଟିକା

ନୂଆଦିଲ୍ଲୀ: ଖୁବ୍‌ ଶୀଘ୍ର କରୋନା ବିରୋଧରେ ଆଉ ଏକ ଟିକା ଆଣିବ ସେରମ୍‌। କରୋନା ବିରୋଧରେ 'କୋଭୋଭାକ୍ସ' ଟିକା ଅତ୍ୟନ୍ତ ପ୍ରଭାବଶାଳୀ ବୋଲି ଘୋଷଣା ହେବାର ଦୁଇ ଦିନ ପରେ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି। ସେପ୍ଟେମ୍ବର ସୁଦ୍ଧା ଭାରତରେ ଏହାକୁ ଲଞ୍ଚ୍‌…

ପରଲୋକରେ ବଲିଉଡ୍‌ ଅଭିନେତା ଚନ୍ଦ୍ରଶେଖର

ମୁମ୍ବାଇ: ବଲିଉଡ୍‌ ଅଭିନେତା ଚନ୍ଦ୍ରଶେଖରଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳେକୁ ତାଙ୍କୁ ୯୮ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି। "ଚା ଚା ଚା", "ସୁରଙ୍ଗ" ଭଳି ଚଳଚ୍ଚିତ୍ରରେ ଅଭିନୟ ପ୍ରଦର୍ଶନ କରି ଅନେକ ପ୍ରଶଂସା ସାଉଁଟିଥିଲେ…

ମନୋଜ ମ୍ୟାଜିକ୍ …

ଭୁବନେଶ୍ୱର : ମୋଷ୍ଟ ପପୁଲାର ବଲିଉଡ଼ ଆକ୍ଟର ମନୋଜ ବାଜପାୟୀ । ୱେବ୍ ସିରିଜ୍ ଅଭିନୟ ସାଙ୍ଗକୁ କରୋନା ସଚେତନତା ନେଇ ପାଲଟିଛନ୍ତି ରୋଲ୍ ମଡେଲ୍ । ୱେବ୍ ସିରିଜ୍ ‘ଦ ଫ୍ୟାମିଲି ମ୍ୟାନ୍ -୨’ରେ ଦମଦାର ଆକ୍ଟିଂରେ ସମସ୍ତଙ୍କ ଫେଭରେଟ ପାଲଟିଯାଇଛନ୍ତି । ତା ସହିତ ଏଥିରେ ସରକାର ମଧ୍ୟ ପ୍ରଭାବିତ…