Latest Odisha News

BREAKING NEWS

ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା ସ୍ଥଗିତ କଲେ ରାଜ୍ୟ ସରକାର

ଭୁବନେଶ୍ୱର: କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅନୁଯାୟୀ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ୧୮.୫.୨୧ ରିଖ ଠାରୁ ଆରମ୍ଭ ହେବାକୁ ଥିବା…

୨୦ ଟି ଦେଶର ଦର୍ଶକ ଦେଖିବେ ଶାଶ୍ୱତ ଯୋଶୀଙ୍କ ‘ନାଚବାଲି’

ଭୁବନେଶ୍ୱର : ଓଡ଼ିଶାର ଲୋକପ୍ରିୟ 'ସଖୀନାଚ'କୁ ଆଧାର କରି ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଓଡ଼ିଶୀ ନୃତ୍ୟଶିଳ୍ପୀ ଶାଶ୍ୱତ ଯୋଶୀଙ୍କ ଏସଜେ ପ୍ରଡକସନ ହାଉସ ଓ ଲାସ୍ୟକଳା ପକ୍ଷରୁ ଓଡ଼ିଆ ଚଳଚ୍ଚିତ୍ର 'ନାଚବାଲି' ଆସନ୍ତା ୨୯ ନୃତ୍ୟ ଦିବସରେ ରିଲିଜ ହେବାକୁ ଯାଉଛି। ପରେ ଆସନ୍ତା ମେ ୧ ତାରିଖରେ…

ଦଶମ ଓ ଦ୍ୱାଦଶ ପରୀକ୍ଷାକୁ ନେଇ ବଡ଼ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସିବିଏସଇର ଦଶମ ପରୀକ୍ଷା ବାତିଲ୍ ଓ ଦ୍ୱାଦଶ ପରୀକ୍ଷା ସ୍ଥଗିତ ପରେ କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି ରାଜ୍ୟ ସରକାର । ଓଡ଼ିଶାରେ କୋରନା ସଂକ୍ରମଣ ବଢ଼ୁଥିବା ବେଳେ ଦଶମ ସହ ଦ୍ୱାଦଶ ପରୀକ୍ଷା ନେଇ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛି ବଡ଼ ଘୋଷଣା କରିପାରନ୍ତି…

ଶ୍ରୀମନ୍ଦିର ସହ ସମ୍ପୃକ୍ତ ଆଉ ୭ ଜଣ କରୋନା ପଜିଟିଭ ଚିହ୍ନଟ

ପୁରୀ: ଚିନ୍ତା ବଢ଼ାଉଛି ସଂକ୍ରମଣ । ପୁରୀ ଶ୍ରୀମନ୍ଦିର ସହ ବିଭିନ୍ନ ସେବାରେ ଜଡ଼ିତ ଆଉ ୭ ଜଣ କୋଭିଡ୍ ସଂକ୍ରମିତ ହୋଇଛନ୍ତି । ସେବାୟତ, ସେବାୟତ ପରିବାର, କର୍ମଚାରୀଙ୍କୁ ମିଶାଇ ୭ ପଜିଟିବ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ଶ୍ରୀମନ୍ଦିର ସହ ଜଡ଼ିତ କୋଭିଡ୍ ପଜିଟିଭ ସଂଖ୍ୟା…

ପିପିଲି ଉପନିର୍ବାଚନ ପାଇଁ ଜାରି ହେବ ସାନି ବିଜ୍ଞପ୍ତି, ପ୍ରାର୍ଥୀ ଦେବ କଂଗ୍ରେସ

ଭୁବନେଶ୍ୱର: ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ପରେ ପୁଣି ଥରେ ପ୍ରାର୍ଥୀ ଦେବ କଂଗ୍ରେସ । ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ । କଂଗ୍ରେସ ପ୍ରାର୍ଥୀଙ୍କ ମୃତ୍ୟୁ ପରେ ପିପିଲିରେ…

ଦେଢ଼ ଦିନ ଯିବ ଗଚ୍ଛିତ ଭ୍ୟାକ୍ସିନ୍, ବୁଧବାର ୧୦ ଜିଲ୍ଲାରେ ବନ୍ଦ ଥିଲା ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ ଟିକାକରଣ ଓ ଭ୍ୟାକ୍ସିନ୍ ଷ୍ଟକ ନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ । ଗତକାଲି ବୁଧବାର ରାଜ୍ୟର ୫୫୬ଟି ଟିକାକରଣ କେନ୍ଦ୍ରରେ ୭୧ ହଜାର ୪୭୧ ଜଣଙ୍କୁ ଟିକା ଦିଆଯାଇଛି । ଏଯାଏଁ ରାଜ୍ୟରେ ୪୬ ଲକ୍ଷ ୫୬ ହଜାର ୪୫୦ ଡୋଜ୍ ଟିକା…

ରୁଦ୍ରରୂପା ବ୍ରହ୍ମାଙ୍କ ‘ପାହାଡ଼ ରାଣୀ’ ଓ ଚନ୍ଦ୍ରମଣି ସ୍ବାଇଁଙ୍କ ‘ଉକ୍ତିର…

ବ୍ରହ୍ମପୁର : ଓଡ଼ିଶାର ସର୍ବ ପୁରାତନ ପତ୍ରିକା ନବୀନ ପକ୍ଷରୁ ତ୍ରୟୋବିଂଶ ବିଷୁବ ମିଳନ ତଥା ରାଜ୍ୟସ୍ତରୀୟ ସାରସ୍ୱତ ସମାବେଶ ସ୍ଥାନୀୟ ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କୁନି ଲେଖିକା ରୁଦ୍ରରୂପା ବ୍ରହ୍ମାଙ୍କ ଶିଶୁ କବିତା ସଙ୍କଳନ 'ପାହାଡ଼ ରାଣୀ' ଓ ଦିବଂଗତ…

ଭୁବନେଶ୍ୱର-ହାୱଡା ଜନ ଶତାବ୍ଦୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ

ବାଲେଶ୍ବର: ସିମୁଳିଆ ରେଳ ଷ୍ଟେସନ ନିକଟରେ ଗୁରୁବାର ସକାଳେ ଭୁବନେଶ୍ୱର-ହାୱଡା ଜନ ଶତାବ୍ଦୀ ଏକ୍ସପ୍ରେସର ଏକ କୋଚରେ ନିଆଁ ଲାଗିଥିବା ନଜରକୁ ଆସିଥିଲା। ସୂଚନାନୁସାରେ, କୋଚ୍ ନଂ ଡି-୬ ନିକଟରେ ଥିବା ଏକ ଡଷ୍ଟବିନରୁ ଧୂଆଁ ବାହାରୁଥିବା ଯାତ୍ରୀମାନେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ…

ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀଙ୍କ ଆନ୍ଦୋଳନ, ରାସ୍ତାରୋକ

ପୁରୀ: କୋର୍ସ ସରିନି ପରୀକ୍ଷା ହେବ A। ଏହାକୁ ବିରୋଧ କରି ପୁରୀ ସରକାରୀ ମହିଳା ମହାବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି । ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି । କଲେଜର ମୁଖ୍ୟ ଫାଟକରେ ଭଙ୍ଗାରୁଜା ହୋଇଛି । ପୋଲିସ ଓ ଆନ୍ଦୋଳନରତ ଛାତ୍ରୀଙ୍କ…

ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତଙ୍କୁ କରୋନା, ୧୭ ଯାଏ ମନ୍ଦିର ବନ୍ଦ

ଭଦ୍ରକ: ରାଜ୍ୟ ଭଳି ଭଦ୍ରକ ଜିଲ୍ଲାରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ଆଖଣ୍ଡଳମଣି ମନ୍ଦିରରେ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । ଆଜି ଦିନ ୧୨ଟାରୁ କେହି ମନ୍ଦିର…