Latest Odisha News

BREAKING NEWS

ଚିଲିକା ଜଳରାଶି ଉପରେ ଘୂର୍ଣ୍ଣିବାୟୁ, ଲୋକେ ଭୟଭୀତ

ଚିଲିକା: ଚିଲିକା ଜଳରାଶି ଉପରେ ରବିବାର ଅପରାହ୍ନରେ ଏକ ବିଶାଳ ଘୂର୍ଣ୍ଣିବାୟୁ ଦେଖିବାକୁ ମିଳିଥିଲା । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଲୋକମାନେ ଭୟଭୀତ ହୋଇପଡିଛନ୍ତି । ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ କାଳିଜାଈ ଓ ଜଟିଆନାଶୀ ମଝିରେ ପାଖଶପାଖି ୧୫ ମିନିଟ୍ ଧରି ବାୟୁମଣ୍ଡଳରେ ଏହି…

ଘଡଘଡି ସହ ବର୍ଷା ଆଶଙ୍କା: ୧୨ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦ୍ୱିପ୍ରହର ୨ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।…

ସର୍ବୋଦୟ ନେତ୍ରୀ ସୁମିତ୍ରା ଚୌଧୁରୀଙ୍କ ଦେହାନ୍ତ

ଭୁବନେଶ୍ୱର : ବିଶିଷ୍ଟ ଗାନ୍ଧୀବାଦୀ ତଥା ସର୍ବୋଦୟ ନେତ୍ରୀ ସୁମିତ୍ରା ଚୌଧୁରୀଙ୍କର ରବିବାର ଦିନ କଟକସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା ବେଳେ ତାଙ୍କର ଶେଷକୃତ୍ୟ ଖାନନଗରସ୍ଥିତ ଶ୍ମଶାନରେ କରାଯିବ । ଜଣେ ବିଶିଷ୍ଟ ସମାଜସେବୀ ତଥା…

ଛୁରୀ ଦେଖାଇ ଯୁବତୀଙ୍କୁ ଗଣଦୁଷ୍କର୍ମ, ଭାଇରାଲ ହେଲା ଭିଡିଓ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର ଜାରିଙ୍ଗ ଜଙ୍ଗଲ ନିକଟରେ କିଛି ଦୁବୃର୍ତ୍ତ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରିବା ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ପୋଲିସ ଖୋଳତାଡ ଆରମ୍ଭ କରିଛି । ଜୁନାଗଡ ଥାନାରେ ପିଡିତା ଜଣକ ଅଭିଯୋଗ କରିବା ପରେ ଘଟଣାଟି ଲୋକଲୋଚନକୁ ଆସିଥିଲା ।…

ତିହାର ଜେଲରେ ଚିଦାମ୍ବରମଙ୍କୁ ଭେଟିଲେ ସୋନିଆ ଓ ମନମୋହନ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ସୋମବାର ଦିନ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କୁ ତିହାର ଜେଲରେ ସାକ୍ଷାତ କରିଛନ୍ତି । ଆଇଏନଏକ୍ସ ଦୁର୍ନୀତି ମାମଲାରେ ପି.ଚିଦାମ୍ବରମଙ୍କୁ ପୂର୍ବରୁ ଗିରଫ କରାଯାଇଥିବା ବେଳେ ସେ…

ବିଜେପୁରରେ ବିଜେଡ଼ି ସହିତ ବନ୍ଧୁତ୍ୱପୂର୍ଣ୍ଣ ଲଢେଇ ହେବନାହିଁ: ବିଜେପି

ଭୁବନେଶ୍ୱର: ଭାରତୀୟ ନିର୍ବାଚନ କମିଶନ ଆସନ୍ତା ଅକ୍ଟୋବର ୨୧ତାରିଖରେ ବିଜେପୁର ଉପ-ନିର୍ବାଚନ ଅନୁଷ୍ଠିତ ହେବାନେଇ ଘୋଷଣା କରିବା ପରେ ଏବେ ବିଜେପୁର ରାଜନୀତି ଚଳଚଞ୍ଚଳ ହୋଇଉଠିଛି । ତେବେ ରବିବାର ଦିନ ବିଜେପି ସୂଚନାଦେଇ କହିଛି ଯେ, ଶାସକ ବିଜେଡ଼ି ସହିତ ବିଜେପୁରରେ ବନ୍ଧୁତ୍ୱପୂର୍ଣ୍ଣ ଲଢେଇ…

ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦: ସିରିଜ୍ ୧-୧ରେ ବରାବର

ବେଙ୍ଗାଲୁରୁ: ବେଙ୍ଗାଲୁରୁଠାରେ ଅନୁଷ୍ଠିତ ହୋଇଥିବା ଚୂଡ଼ାନ୍ତ ଟି-୨୦ ମ୍ୟାଚରେ ଭାରତକୁ ୯ ୱିକେଟରେ ପରାସ୍ତ କରି ତିନିଟିକିଆ ମ୍ୟାଚ ବିଶିଷ୍ଟ ଶୃଙ୍ଖଳାକୁ ୧-୧ରେ ବରାବର ରଖିବାକୁ ଦକ୍ଷିଣ ଆଫ୍ରିକା ସକ୍ଷମ ହୋଇଛି । ଭାରତର ୧୩୪/୯ ରନର ଜବାବରେ ଦକ୍ଷିଣ ଆଫ୍ରିକା ୧୬.୫ ଓଭରରେ ୧୪୦ ରନ…

ପୂର୍ବତନ ମନ୍ତ୍ରୀ ତଥା ଖଣ୍ଡପଡ଼ା ଗଡ଼ଜାତର ରାଜାସାହେବ ହରିହର ସିଂହ ମର୍ଦ୍ଦରାଜ ଭ୍ରମରବର ରାୟଙ୍କ ପ୍ରତିମୂର୍ତ୍ତି…

ଖୋର୍ଦ୍ଧା: ଖଣ୍ଡପଡ଼ା ଗଡ଼ଜାତର ରାଜାସାହେବ, ପୂର୍ବତନ ମନ୍ତ୍ରୀ ତଥା ଖଣ୍ଡପଡ଼ାର ପୂର୍ବତନ ବିଧାୟକ ସ୍ୱର୍ଗତଃ ହରିହର ସିଂହ ମର୍ଦ୍ଦରାଜ ଭ୍ରମରବର ରାୟଙ୍କର ରବିବାର ଦିନ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି । ସ୍ୱର୍ଗତଃ ରାଜାସାହେବଙ୍କ ଏହି ପୂର୍ଣ୍ଣାଅବୟବ ପ୍ରତିମୂର୍ତ୍ତିଟି ଖଣ୍ଡପଡ଼ା…

ନୂଆ ୟୁନିଫର୍ମରେ ନଜର ଆସିବେ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର: ଅଗ୍ନିଶମ କର୍ମଚାରୀଙ୍କ ପାଇଁ ନୂଆ ୟୁନିଫର୍ମ ବ୍ୟବସ୍ଥା ଆରମ୍ଭ କରିବା ଲାଗି ନିଷ୍ପତ୍ତି ଗ୍ରହଣ କରିଛନ୍ତି ଓଡିଶା ସରକାର । ଗୃହ ବିଭାଗ ପକ୍ଷରୁ ଜାରି ଅଧିସୂଚନାନୁଯାୟୀ ଅଗ୍ନିଶମ ବିଭାଗର ସମସ୍ତ ୱିଙ୍ଗର ପୁରୁଷ ଓ ଅଧିକାରୀ ରାଙ୍କର ସହାୟକ ଅଗ୍ନିଶମ ଅଧିକାରୀ (ଏଏଫଓ) ତଥା…

ଖୁବଶୀଘ୍ର ୧୧ ଅଙ୍କ ବିଶିଷ୍ଟ ହେବ ମୋବାଇଲ ନମ୍ବର !

ନୂଆଦିଲ୍ଲୀ: ବର୍ତ୍ତମାନ ଆମେ ବ୍ୟବହାର କରୁଥିବା ମୋବାଇଲ ନମ୍ବର ୧୦ ଅଙ୍କ ବିଶିଷ୍ଟ ଅଟେ । ଆଗାମୀ ଦିନରେ ଏହା ୧୧ ଅଙ୍କ ବିଶିଷ୍ଟ ହୋଇପାରେ ବୋଲି ସୂଚନା ମିଳିଛି । ଆଗକୁ ଦେଶରେ ମୋବାଇଲ ଟେଲିଫୋନ୍ ଗ୍ରାହକଙ୍କ ସଂଖ୍ୟା ବୃଦ୍ଧି ପାଇବାକୁ ଥିବାରୁ ଏହାକୁ ଦୃଷ୍ଟିରେ ରଖି ଭାରତୀୟ ଟେଲି…