ଧାୱନ ଧମାକା: ଶିଖରରେ ଦିଲ୍ଲୀ କ୍ୟାପିଟାଲ୍ସ, ପଞ୍ଜାବ ଆଗରେ ୧୬୫ ରନର ବିଜୟ ଲକ୍ଷ୍ୟ
ଦୁବାଇ: ଶିଖର ଧାୱନଙ୍କ ଧମାକା ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ମଙ୍ଗଳବାର ଅନୁଷ୍ଠିତ ଆଇପିଏଲ ମୁକାବିଲାରେ କିଙ୍ଗ୍ସ ଏକାଦଶ ପଞ୍ଜାବ ସମ୍ମୁଖରେ ୧୬୫ ରନର ବିଜୟ ଲକ୍ଷ୍ୟ ରଖିଛି । ଟସ୍ ଜିଣି ଦିଲ୍ଲୀ ଅଧିନାୟକ ଶ୍ରେୟାଶ ଆୟାର ପ୍ରଥମେ ବ୍ୟାଟିଂ ନିଷ୍ପତି ନେଇଥିଲେ । ତାଙ୍କ ଯୋଜନାକୁ ଫଳପ୍ରଦ…