Latest Odisha News

BREAKING NEWS

ଶବ ସତ୍କାର ଅନୁମତି ପରେ ସ୍ୱର୍ଗଦ୍ୱାରକୁ କରାଗଲା ସାନିଟାଇଜ୍

ପୁରୀ: ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲା ଲୋକଙ୍କ ଶବଦା ସତ୍କାର ଉପରୁ କଟକଣା ହଟିଛି । ଏହାପରେ ଆଜି ଅଗ୍ନିଶମ ବିଭାଗ ପକ୍ଷରୁ ସ୍ୱର୍ଗଦ୍ୱାରକୁ ସାନିଟାଇଜ କରାଯାଇଛି । ସ୍ୱର୍ଗଦ୍ୱାର ପରିସର, ଚାରିପାଖ ଓ ଅଫିସକୁ ବିଶୋଧନୀକରଣ କରାଯାଇଛି । ଗତକାଲି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବାହାର…

୬୭ ବର୍ଷ ପରେ ମହିଳାଙ୍କୁ ମିଳିଲା ମୃତ୍ୟୁ ଦଣ୍ଡ; ଆମେରିକା

ନୂଆଦିଲ୍ଲୀ: ଆମେରିକାରେ ୬୭ ବର୍ଷ ପରେ ଜଣେ ମହିଳାଙ୍କୁ ମୃତ୍ୟୁଦଣ୍ଡ ଦିଆଯିବ। ସୂଚନା ମୁତାବକ ମୃତ୍ୟୁଦଣ୍ଡରେ ଦଣ୍ଡିତ ହୋଇଥିବା ମହିଳା ଜଣେ ଗର୍ଭବତୀଙ୍କୁ ହତ୍ୟା କରିବା ଏବଂ ପେଟକୁ କାଟି ଶିଶୁକୁ ଅପହରଣ କରିବା ଆରୋପରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଆସନ୍ତା ଡିସେମ୍ବର ୮ରେ, ଆମେରିକା…

ମଇଁଷି ପିଠିରେ ବସି ନାମାଙ୍କନ ଭରିବାକୁ ଆସିଲେ ପ୍ରାର୍ଥୀ

ପାଟନା: ପାଖରେ ଚାରି ଚକିଆ ଗାଡ଼ି ନାହିଁ । ମଇଁଷି ଉପରେ ବସି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବାକୁ ଆସିଲେ ପ୍ରାର୍ଥୀ । ବିହାରରୁ ଏମିତି ଘଟଣା ସାମନାକୁ ଆସିଛି । ବାହାଦୂରପୁର ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ନଚାରୀ ମଣ୍ଡଳ ସମର୍ଥକଙ୍କ ଗହଣରେ ମଇଁଷି ଉପରେ ବସି ପ୍ରାର୍ଥିପତ୍ର…

ଫେବୃଆରୀ ସୁଦ୍ଧା ଅଧା ଭାରତୀୟଙ୍କୁ ହେବ କରୋନା!

ନୂଆଦିଲ୍ଲୀ: ଆସନ୍ତା ଫେବୃଆରୀ ସୁଦ୍ଧା ୫୦ ପ୍ରତିଶତ ଭାରତୀୟ କରୋନାରେ ଆକ୍ରାନ୍ତ ହେବେ ବୋଲି ଆକଳନ କରାଯାଇଛି । କରୋନା ନେଇ କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ବିଶେଷଜ୍ଞ କମିଟିର ଜଣେ ସଦସ୍ୟ ଏହି ମନ୍ତବ୍ୟ ଦେଇଛନ୍ତି । ଅର୍ଥାତ ଫେବୃଆରୀ ବେଳକୁ ଦେଶର ୫୦% ଲୋକ କରୋନାରେ ଆକ୍ରାନ୍ତ ହୋଇ…

କରୋନା ଆକ୍ରାନ୍ତ ହେଲେ ସୁକିନ୍ଦା ବିଧାୟକ ପ୍ରିତିରଞ୍ଜନ ଘଡାଇ

ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦା ବିଧାୟକ ପ୍ରିତିରଞ୍ଜନ ଘଡାଇ କରୋନା ଆକ୍ରାନ୍ତ ହୋଇଛନ୍ତି । ଏନେଇ ପ୍ରିତିରଞ୍ଜନ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ବିଧାୟକ ଟ୍ୱିଟ କରି ଲେଖିଛନ୍ତି ଯେ, "ମୁଁ ସଙ୍ଗରୋଧରେ ଅଛି। ଯଦିଓ କରୋନା ର କୌଣସି ଲକ୍ଷଣ ନାହିଁ, କିନ୍ତୁ ମୋର ସ୍ୱାବ ଟେଷ୍ଟ…

ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ, ଲୋକେ ଛାନିଆ

ଯାଜପୁର: ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ । ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଜୋକଡିଆ ବ୍ୟାରେଜ ନିକଟରେ ସୋମବାର ଅପରାହ୍ନରେ ଏକ କୁମ୍ଭୀର ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ସୋମବାର ଖରସ୍ରୋତା ନଦୀ ପଠାରେ ଖେଳୁଥିବା ସମୟରେ କିଛି ପିଲା ପ୍ରଥମେ ଏହି କୁମ୍ଭୀରଟିକୁ…

୮ ଜିଲ୍ଲାରୁ କରୋନାରେ ଆଖି ବୁଜିଲେ ୧୬ ଆକ୍ରାନ୍ତ

ଭୁବନେଶ୍ୱର: କରୋନା କାୟା ଭିତରେ ରାଜ୍ୟରେ ଜୀବନ ଯାଉଛି । ଗତ ୨୪ ଘଣ୍ଟାରେ ଆଉ ୧୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୮ଟି ଜିଲ୍ଲାର ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମହାମାରୀ ୧୧ଶହ ୬୮ ଜୀବନ ନେଲାଣି । 2.A 60-year old male of…

ବିଡେନ୍‌ ଭାରତ ପାଇଁ ଖରାପ; ଜୁନିୟର୍‌ ଟ୍ରମ୍ପ

ନ୍ୟୁୟର୍କ: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଯେତ‌େ ପାଖେଇ ଆସୁଛି ଏହାକୁ ନେଇ ଚର୍ଚ୍ଚା ମଧ୍ୟ ସେତିକି ବଢ଼ିବାରେ ଲାଗିଛି।  ତେବେ ଏହି ପରିପ୍ରେକ୍ଷୀରେ ରିପବ୍ଲିକ୍ ଦଳର ପ୍ରାର୍ଥୀ ତଥା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ ଡୋନାଲ୍ଡ ଟ୍ରମ୍ପ ଜୁନିୟର ଡେମୋକ୍ରାଟିକ ଦଳର ରାଷ୍ଟ୍ରପତି…

ଦୁଇ ହଜାର ତଳକୁ ଖସିଲା ରାଜ୍ୟରେ ଦୈନିକ କରୋନା କେସ୍

ଭୁବନେଶ୍ୱର: କରୋନା ସହ ଲଢ଼େଇ ଭିତରେ ସାମନାକୁ ଆସିଲା ଭଲ ଖବର । ରାଜ୍ୟରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାର ତଳକୁ ଖସିଲା । ଗତ ୨୪ ଘଣ୍ଟାରେ ରାଜ୍ୟରେ ସଂକ୍ରମିତ ହୋଇଛନ୍ତି ୧ ହଜାର ୯୦୪ ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୧ ଶହ ୧୫ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

କରୋନା ମୁକାବିଲା କରିବାରେ ଭାରତର ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିବ; ବିଲ୍‌ ଗେଟ୍‌ସ

ନୂଆଦିଲ୍ଲୀ: ପରୋପକାରୀ କାର୍ଯ୍ୟ ସହ ଜଡିତ ବିଶିଷ୍ଟ ଶିଳ୍ପପତି ତଥା ବିଲିୟନେୟାର ବିଲ୍ ଗେଟ୍‌ସ କହିଛନ୍ତି ଯେ କୋଭିଡ -୧୯ ସହିତ ମୁକାବିଲା କରିବାରେ ବିଶେଷ କରି ବ୍ୟାପକ ସ୍ତରରେ ଟିକା ପ୍ରସ୍ତୁତ ଏବଂ ଅନୁସନ୍ଧାନ କରିବାରେ ଭାରତ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଗେଟ୍‌ସ ,…