Latest Odisha News

BREAKING NEWS

ରାଜଧାନୀ ପ୍ରତିଷ୍ଠା ଦିବସରେ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ୭୩ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର । ଭୁବନେଶ୍ୱରର ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି- ମନ୍ଦିରମାଳିନୀ ସହରରୁ ବିଶ୍ୱସ୍ତରୀୟ ସ୍ମାର୍ଟସିଟିରେ ପରିଣତ ହୋଇଛି ଭୁବନେଶ୍ୱର । ଏବେ…

ବାଲୁକା କଳାରେ କରୋନା ସଚେତନତା ବାର୍ତ୍ତା ଦେଲେ ସୁଦର୍ଶନ

ପୁରୀ: ପୁରୀ ଜିଲ୍ଲାରେ ଦିନକୁ ଦିନ କାୟାବିସ୍ତାର କରି ଚାଲିଛି କରୋନା ସଂକ୍ରମଣ। ଯାହାକୁ ନେଇ ପ୍ରଶାସନ ପକ୍ଷରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକା କଳା…

ଛତିଶଗଡ଼ରେ କରୋନା ବ୍ରେକ ଫେଲ୍: ଓଡ଼ିଶାର ସୀମାନ୍ତ ଜିଲ୍ଲାରେ ବଢୁଛି

ଭୁବନେଶ୍ୱର: ଛତିଶଗଡ଼ରେ କରୋନା ସ୍ଥିତି ସାଂଘାତିକ । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ବଢୁଛି । ସେପଟେ ବ୍ୟାପୁଛି, ଏପଟେ ଓଡ଼ିଶାରେ ବଢୁଛି । ଗତ ୨୪ ଘଣ୍ଟାରେ ଛତିଶଗଡ଼ରୁ ଚିହ୍ନଟ ହୋଇଛନ୍ତି ୧୩ହଜାର ୫୭୬ ନୂଆ ଆକ୍ରାନ୍ତ । ଏହି ସମୟରେ ଓଡ଼ିଶାରୁ ବାହାରିଛି ୧୭୮୪ ପଜିଟିଭ୍ । ଏଥିରୁ…

ଦେଶରେ ଲକ୍ଷେ ୭୧ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ବେଳେ ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ୧ ଲକ୍ଷ ୬୧ ହଜାର ୭୩୬ ଜଣ । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୬ ଲକ୍ଷ ୮୯ ହଜାର ୪୫୩କୁ ବୃଦ୍ଧି ପାଇଛି ।…

୭୩ବର୍ଷରେ ପାଦ ଥାପିଲା ଭୁବନେଶ୍ୱର, କରୋନା ପାଇଁ ଉତ୍ସବ ନାହିଁ

ଭୁବନେଶ୍ୱର: ଆଜି ଭୁବନେଶ୍ୱରର ୭୩ତମ ପ୍ରତିଷ୍ଠା ଦିବସ । ଆଜିର ଦିନରେ ଭୁବନେଶ୍ୱରକୁ ମିଳିଥିଲା ରାଜଧାନୀର ମାନ୍ୟତା । କରୋନା ଯୋଗୁ ଏବର୍ଷ ପ୍ରତିଷ୍ଠା ଦିବସ ନିରାଡମ୍ବର ଭାବରେ ପାଳନ ହୋଇଛି । ଏହି ଅବସରରେ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ବିଧାନସଭା ସମ୍ମୁଖରେ ଥିବା ରାଜଧାନୀ ପ୍ରତିଷ୍ଠା…

ଓୟୁଏଟି ର ୫ ଛାତ୍ରଛାତ୍ରୀ କରୋନା ପଜିଟିଭ

ଭୁବନେଶ୍ୱର: ଭୁବନେଶ୍ବର OUAT ର ପାଞ୍ଚ ଜଣ ଛାତ୍ର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହାପୂର୍ବରୁ ଗତକାଲି ଉତ୍କଳ ବିଶ୍ୱବିଦ୍ୟାଳୟର ଚାରିଜଣ ହଷ୍ଟେଲ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ବିଏମ୍ମ‌ସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ କହିଛନ୍ତି ଯେ ସଂକ୍ରମିତ…

ଭାରତକୁ ମିଳିଲା ତୃତୀୟ ଟିକା: ସ୍ପୁଟନିକ୍-Vର ଜରୁରୀ ବ୍ୟବହାର ପାଇଁ ଅନୁମତି ଦେଲା DCGI

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଭିତରେ ଖୁସି ଖବର । ମହାମାରୀ ସହ ଲଢ଼େଇରେ ଭାରତକୁ ମିଳିଲା ଆଉ ଗୋଟିଏ କରୋନା ଟିକା । ଋଷର ସ୍ପୁଟନିକ-V ଟିକାକୁ ଜରୁରିକାଳୀନ ବ୍ୟବହାର ପାଇଁ ଗ୍ରୀନ୍ ସିଗନାଲ୍ ମିଳିଛି । ଗତକାଲି ସବଜେକ୍ଟ ଏକ୍ସପର୍ଟ କମିଟି ପରେ ଆଜି ଅନୁମତି ପ୍ରଦାନ କରିଛି ଡ୍ରଗ୍…

ଜାଲିଆନୱାଲା ବାଗ ହତ୍ୟାକାଣ୍ଡକୁ ପୂରିଲା ୧୦୨ ବର୍ଷ

ନୂଆଦିଲ୍ଲୀ: ଲୋମହର୍ଷଣକାରୀ ଜାଲିଆନୱାଲା ବାଗ ହତ୍ୟାକାଣ୍ଡକୁ ଆଜି ୧୦୨ ପୂରିଛି। ଉକ୍ତ ସ୍ଥାନରେ ୧୯୧୯ ମସିହାରେ ଔପନିବେଶିକ ବାହିନୀର ଅନୈତିକ ଗୁଳି ବିନିମୟରେ ଶହ ଶହ ଲୋକଙ୍କର ମୃତ୍ୟୁ ଘଟିଥିଲା। ବ୍ରିଟିଶ ଦ୍ବାରା ପ୍ରକାଶିତ ସରକାରୀ ଆକଳନ ଅନୁଯାୟୀ ଏହି ହତ୍ୟାକାଣ୍ଡରେ ୩୫୦ ରୁ ଅଧିକ…

ମା’ ବୁଢ଼ୀ ଠାକୁରାଣୀ ଅସ୍ଥାୟୀ ମଣ୍ଡପର ଦୁଇ ପୂଜକ କରୋନା ପଜିଟିଭ୍, ସାଧାରଣ ଦର୍ଶନ ବାରଣ

ବ୍ରହ୍ମପୁର: ମା’ ବୁଢ଼ୀ ଠାକୁରାଣୀ ଯାତ୍ରାରେ ଦୁଇ ଜଣ ପୂଜକ କରୋନା ସଂକ୍ରମିତ ହୋଇଛନ୍ତି । ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଅସ୍ଥାୟୀ ମଣ୍ଡପର ଦୁଇ ଜଣ ପୂଜକ । ଏହାପରେ ଯାତ୍ରାସ୍ଥଳ ଦେଶୀ ବେହେରା ସାହିକୁ ଜିଲ୍ଲା ପ୍ରଶାସନ ସିଲ କରିଛି । ସମ୍ପୃକ୍ତ ଅଞ୍ଚଳରେ ଜାରି ହୋଇଛି ୧୪୪ ଧାରା । ବୁଢ଼ୀ…

କୁମ୍ଭ ମେଳା; ଶାହୀ ସ୍ନାନରେ ଯୋଗ ଦେଇଥିବା ୧୦୨ ଶ୍ରଦ୍ଧାଳୁ କରୋନା ପଜିଟିଭ

ନୂଆଦିଲ୍ଲୀ: ସାରା ଦେଶରେ କୋଭିଡ୍ ମାମଲା ବୃଦ୍ଧି ହେଉଥିବା ବେଳେ ଏପ୍ରିଲ ୧ରୁ ଆରମ୍ଭ ହୋଇଥିବା କୁମ୍ଭ ମେଳାରେ ସୋମବାର ସନ୍ଧ୍ୟା ସୁଦ୍ଧା ୨୮ ଲକ୍ଷରୁ ଅଧିକ ଭକ୍ତ ଗଙ୍ଗାରେ ଦ୍ୱିତୀୟ ଶାହୀ ସ୍ନାନ (ରାଜ ସ୍ନାନ) ପାଇଁ ଯୋଗ ଦେଇଥିଲେ। ଚିକିତ୍ସା ବିଭାଗର ଅଧିକାରୀଙ୍କ ଅନୁଯାୟୀ, ରବିବାର…