Latest Odisha News

BREAKING NEWS

ବାଲେଶ୍ୱରରେ ମୁଖ୍ୟ ସଚିବ ଓ 5T ସଚିବ, ଉନ୍ନୟନମୂଳକ କାମର କଲେ ସମୀକ୍ଷା

ବାଲେଶ୍ୱର: ଦିନିକିଆ ବାଲେଶ୍ୱର ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର । ତାଙ୍କ ସହ 5T ସଚିବ ଭି. କେ. ପାଣ୍ଡିଆନ୍ ଓ ପୂର୍ତ୍ତ ସଚିବ କ୍ରିଷନ କୁମାର ମଧ୍ୟ ଅଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସେମାନେ ବାଲେଶ୍ୱରରେ ବିଭିନ୍ନ ଉନ୍ନୟନମୂଳକ କାମ ସମୀକ୍ଷା…

ଓଡ଼ିଶାରୁ ୧,୭୮୪ କରୋନା ପଜିଟିଭ୍, ନୂଆପଡ଼ାରେ ସଂଖ୍ୟା ଟପିଲା ୩୦୦

ଭୁବନେଶ୍ୱର: ଛତିଶଗଡ଼ ସୀମାନ୍ତ ଜିଲ୍ଲାରେ ସଂକ୍ରମଣରେ ବ୍ରେକ ଲାଗୁନି । ରାଜ୍ୟରେ ବଢୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୭ଶହ ୮୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧ହଜାର ୩୫ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍…

ଶାନ୍ତନୁ କୁମାର ଆଚାର୍ଯ୍ୟଙ୍କ ‘ଶ୍ରେଷ୍ଠ କଥା ଦଶକ’ ଉନ୍ମୋଚିତ

ଭୁବନେଶ୍ୱର : ବିଶିଷ୍ଟ କଥାକାର ଶାନ୍ତନୁ କୁମାର ଆଚାର୍ଯ୍ୟଙ୍କ 'ଶ୍ରେଷ୍ଠ କଥା ଦଶକ' ଫୁଲ ଓ ଭଗବାନ ଫାଉଣ୍ଡେସନ ଆନୁକୂଲ୍ୟରେ ଉନ୍ମୋଚିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଲେଖକ ଶ୍ରୀ ଆଚାର୍ଯ୍ୟ ତାଙ୍କର ଏହି ସ୍ୱତନ୍ତ୍ର କୃତି ପଛର କାହାଣୀ ବର୍ଣ୍ଣନା କରିଥିଲେ। ତାଙ୍କ ସାହିତ୍ୟ ସୃଷ୍ଟିର…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା୧୩-୪-୨୦୨୧ ମଙ୍ଗଳବାର ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ଅପ୍ରେଲ ୧୩ ତାରିଖ ମଙ୍ଗଳବାର ମୀନ ୩୧ ଦିନ ଚୈତ୍ର ମାସ ଶୁକ୍ଳ ପକ୍ଷ ପ୍ରତିପଦା ଭୁକ୍ତ ଦ୍ବିତୀୟା ତିଥି ଅଶ୍ଵିନୀ ନକ୍ଷତ୍ର ମେଷ ଚନ୍ଦ୍ର ଆଜିର ଘାତ ବାରମକର ରାଶିର…

ଓଏସ୍‍ଏଲ ପକ୍ଷରୁ ଏକ ଲକ୍ଷ ମାସ୍କ ମାଗଣା ବଣ୍ଟନ ନିଷ୍ପତ୍ତି

କଟକ: ଓଡିଶା ଷ୍ଟିଭେଡର୍ସ ଲିମିଟେଡ୍ (ଓଏସ୍‌ଏଲ୍‌) ଲୋକମାନଙ୍କ ମଧ୍ୟରେ ଏକ ଲକ୍ଷ ମାସ୍କ ମାଗଣାରେ ବଣ୍ଟନ କରିବାକୁ ନିଷ୍ପତ୍ତି ନେଇଛି । କୋଭିଡ ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୧୪ ଦିନିଆ ମାସ୍କ ଅଭିଯାନ ଆହ୍ୱାନକୁ ପାଳନ କରିବାକୁ ଯାଇ ଓଏସ୍‍ଏଲ୍‍ ପୁରୁଷ ଓ…

ଶତକ ହାସଲରୁ ରାହୁଲ ବଂଚିତ: ରାଜସ୍ଥାନ ସମ୍ମୁଖରେ ୨୨୨ ରନର ବିଶାଳ ଲକ୍ଷ୍ୟ

ମୁମ୍ବାଇ: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗରେ ସୋମବାର ଲୋକେଶ ରାହୁଲ ଏବଂ ଦୀପକ ହୁଡାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ପଞ୍ଜାବ କିଙ୍ଗସ ୨୨୨ ରନର ବିଜୟ ଲକ୍ଷ୍ୟ ରାଜସ୍ଥାନ ରୟାଲ୍ସ ସମ୍ମୁଖରେ ରଖିଛି । ଟସ୍ ଜିତି ରାଜସ୍ଥାନ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଥିଲା । ପଞ୍ଜାବ ୨୦…

ଦାବି ପୂରଣ ନହେବାରୁ ନିଆରା ପ୍ରତିବାଦ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଂକୀର୍ତ୍ତନ କଲେ ଅନଶନରେ ବସିଥିବା ଲୋକ

କେନ୍ଦ୍ରପଡ଼ା: କେନ୍ଦ୍ରାପଡା ବ୍ଲକ ବାରୋ ପଞ୍ଚାୟତବାସୀଙ୍କ ନିଆରା ପ୍ରତିବାଦ । ଦାବି ପୂରଣ ନହେବାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଂକୀର୍ତ୍ତନ କରିଛନ୍ତି ଅନଶନରେ ବସିଥିବା ଲୋକେ । ହାତରେ ମୃଦଙ୍ଗ, ଝୁମୁକା ଓ ଝାଞ୍ଜ ଆଦି ଧରି ନାମ ସଂକୀର୍ତ୍ତନ  କରି ଅଭିବନ ଉପାୟରେ ପ୍ରତିବାଦ…

ସୁପ୍ରିମକୋର୍ଟର ଅର୍ଦ୍ଧେକ କର୍ମଚାରୀ କରୋନା ଆକ୍ରାନ୍ତ !

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ କରୋନା ତାର କାୟା ବିସ୍ତାର କରିଛି । ରିପୋର୍ଟ ମୁତାବକ ସୁପ୍ରିମକୋର୍ଟର ୫୦ ପ୍ରତିଶତରୁ ଅଧିକ କର୍ମଚାରୀ କରୋନା ପଜିଟିଭ ଅଛନ୍ତି । କୋର୍ଟର ନ୍ୟାୟିକ ପ୍ରକ୍ରିୟାରେ ଯେପରି ବାଧା ସୃଷ୍ଟି ନ ହେବ ସେଥିନେଇ ପଦକ୍ଷେପ ଗ୍ରହଣ କରାଯାଇଛି । ଅଧିକାଂଶ କାର୍ଯ୍ୟ ଭିଡିଓ…

ବାଗ୍‌ଚି ଦମ୍ପତ୍ତିଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା, ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଏବଂ କେୟାର ସେଣ୍ଟର ପାଇଁ…

ଭୁବନେଶ୍ବର: ସୁବ୍ରତ ବାଗଚି ଓ ସୁସ୍ମିତା ବାଗଚିଙ୍କ ସହ କଥା ହୋଇ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବାଗଚି ଦମ୍ପତ୍ତିଙ୍କର ମହତ କାମ ପାଇଁ ସେ ଉଭୟଙ୍କୁ ପ୍ରଶଂସା କରିଛନ୍ତି । ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଓ ଏକ କେୟାର ସେଟର ପ୍ରତିଷ୍ଠା ପାଇଁ ୩୪୦ କୋଟି…

ମମତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ଇସି, ୨୪ ଘଂଟା ପ୍ରଚାର କରି ପାରିବେନି

କୋଲକତା: ନିର୍ବାଚନ କମିଶନ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ମମତା ଏପ୍ରିଲ ୭ ଏବଂ ୮ ନିର୍ବାଚନ ରାଲୀରେ ମୁସଲିମ ଭୋଟକୁ ନେଇ ଜନତାଙ୍କୁ ଉସୁକାଉଥିବା ଅଭିଯୋଗ ହୋଇଥିଲା । ଏ ନେଇ ଇସିଙ୍କ ମମତାଙ୍କଠାରୁ ଉତର ଚାହିଁଥିଲା । ମାତ୍ର…