ଭାରତୀୟ ସଂସ୍କୃତିରେ ଓଡ଼ିଶାର ସ୍ଥାନ ଅଦ୍ୱିତୀୟ: ସ୍କନ୍ଦ ପୁରାଣ
ଭୁବନେଶ୍ୱର: ଅଢେଇ ହଜାର ବର୍ଷ ପୁରୁଣା ଉତ୍କଳ ସଂସ୍କୃତି ଓ ପୁରୁଷୋତ୍ତମ ତଥା ଶ୍ରୀଜଗନ୍ନାଥ ମହିମାର ଗାଥାକୁ ବର୍ଣ୍ଣନା କରିଥାଏ ସ୍କନ୍ଦପୁରାଣ ।
ମହର୍ଷି ବ୍ୟାସଦେବଙ୍କ ରଚିତ ଏହି ମହାନ ଗ୍ରନ୍ଥ ଭାରତର ଅନ୍ୟ ଜୀବନ୍ତ ଐତିହ୍ୟ ଗୁଡ଼ିକ ସହ ଓଡ଼ିଶାର ବିଭିନ୍ନ କ୍ଷେତ୍ରକୁ ମହିମା ମଣ୍ଡିତ…