ଦ୍ଵିତୀୟ ଦିନରେ ମାଆ ବିରଜାଙ୍କ ରଥଯାତ୍ରା
ଯାଜପୁର: ୨ୟ ଦିନ ରେ ଗଡ଼ିଲା ଯାଜପୁର ର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ରଥ। ପରମ୍ପରା ମୁତାବକ ରଥ ପ୍ରତିଷ୍ଠା ପରେ ମା ବିରଜା ଙ୍କ ରଥ ମନ୍ଦିର ଚାରିପଟେ ପରିକ୍ରମା କରିଥିଲା। ରଥଯାତ୍ରା ସମୟରେ ଘଣ୍ଟା ଘଣ୍ଟା,କାହାଳି ଓ ହରିବୋଲ ଧ୍ୱନୀରେ ସମଗ୍ର ଅଂଚଳ ପ୍ରକମ୍ପିତ ହୋଇଥିଲା। ସମଗ୍ର…