ଟ୍ଵିନ ସିଟି ସମେତ ଏହିସବୁ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଆଶଙ୍କା
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ,ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,…