ନନ୍ଦନକାନନରେ ନୂଆ ଅତିଥି: ଜନ୍ମ ନେଲେ ୧୧ଟି ହଳଦିଆ ଆନାକୋଣ୍ଡା
ଭୁବନେଶ୍ବର: ନନ୍ଦନକାନନରେ ଖୁସିଖବର। ଏଠାରେ ଜନ୍ମ ନେଲେ ଆଉ ୧୧ ହଳଦିଆ ଆନାକୋଣ୍ଡା। ଗତ ୨୯ରେ ଜନ୍ମ ନେଇଥିଲେ ୭ ହଳଦିଆ ଆନାକୋଣ୍ଡା ଶାବକ। ଏହାକୁ ମିଶାଇ ନନ୍ଦନକାନନରେ ହେଲେ ୨୫ ହଳଦିଆ ଆନାକୋଣ୍ଡା।
ଏମାନଙ୍କ ମଧ୍ୟରେ ୨ଟି ଅଣ୍ଡିରା, ୨ଟି ମାଈ ଓ ୩ଟି ମଧ୍ୟମ ବୟସ୍କ ଥିବାବେଳେ ଲିଙ୍ଗ…