Latest Odisha News

BREAKING NEWS

ପରିବହନ ବେଳେ ୨୦ରୁ ଅଧିକ କଣ୍ଟେନରରୁ ଅକ୍ସିଜେନ୍ ଲିକ୍

କଳାହାଣ୍ଡି: ପରିବହନ ସମୟରେ କଣ୍ଟେନରରୁ ଅକ୍ସିଜେନ୍ ନିର୍ଗତ ହୋଇଛି । ରେଳ ଯୋଗେ ଅକ୍ସିଜେନ୍ ପରିବହନ କରାଯାଉଥିଲା । ତେବେ କେସିଙ୍ଗା ରେଳଷ୍ଟେସନ ନିକଟରେ ହଠାତ୍ ଅକ୍ସିଜେନ୍ କଣ୍ଟେନରରୁ ବାହାରିବାକୁ ଲାଗିଥିଲା । ଲିକ୍ ଯୋଗୁ ଦୀର୍ଘ ସମୟ ଯାଏଁ ଏହି ଅମ୍ଳଜାନ ନିର୍ଗତ ହେଉଥିଲା । ପ୍ରାୟ…

ବିରଜା ମନ୍ଦିରରେ୧୪୪ ଧାରା ଜାରି

ଯାଜପୁର : କରୋନା ଯୋଗୁ କଟକଣା । ବାହାରକୁ ବାହାରିବାରେ ମଧ୍ୟ ନିୟମ । ଆଗକୁ ରଜ ସାବିତ୍ରୀ ଥିବା ବେଳେ ଭିଡ ନକରିବାକୁ ଦିଆଯାଇଛି ପରାମର୍ଶ । ଗୁରୁବାର ସାବିତ୍ରୀ ପୂଜା ଥିବାରୁ ବଜାର ଗୁଡିକରେ କିଛି ସ୍ଥାନରେ ଭିଡ଼ ଲାଗିଛି । ସେହିଭଳି ମନ୍ଦିର ଗୁଡିକରେ ଭିଡ ଆଶଙ୍କା କରି ଏବେଠୁ କରାଯାଉଛି…

ଏହି ରାଜ୍ୟରେ ଜୁନ୍‌ ୧୪ ଯାଏ ବଢିଲା ଲକ୍‌ଡାଉନ

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଝାଡଖଣ୍ଡ ସରକାର ଲକ୍‌ଡାଉନ୍‌କୁ ପୁଣି ଥରେ ବଢାଇଦେଇଛନ୍ତି। ଏହି ଅବଧିକୁ ଜୁନ୍‌ ୧୪ ଯାଏ ବୃଦ୍ଧି କରାଯାଇଛି। ଜୁନ୍‌ ୧୪ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ରହିବ ରାଜ୍ୟ। ଶନିବାର ଅପରାହ୍ନ ୫ ଟାରୁ ସୋମବାର ସକାଳ ୬ ଟା ଯାଏ ଏହି…

ପୋଲିସକୁ ବଡ଼ ସଫଳତା, ୬୫୩ କେଜି ଗଞ୍ଜେଇ ଜବତ

ରାୟଗଡା : ପୋଲିସକୁ ମିଳିଲା ବଡ଼ ସଫଳତା । ରାୟଗଡା ଜିଲ୍ଲା ମୁନିଗୁଡା ପୋଲିସ ହାତରେ ଧରାପଡ଼ିଲା ଗଞ୍ଜେଇ । ରାୟଗଡା ଜିଲ୍ଲା ପାଲଟିଛି ଚୋରା ଗଞ୍ଜେଇର ପେଣ୍ଠସ୍ଥଳୀ । ଦୁର୍ଗମ ଚନ୍ଦ୍ରପୁର ବ୍ଲକର କୁଟୁଡୁକୁପା ଏବଂ ମୁଚୁକିଗୁଡା ଛକରେ ଥିବା ଏକ ଘରୁ ପ୍ରାୟ ୬୫୩ କେଜି ଗଞ୍ଜେଇ ବିକ୍ରି ହେବାକୁ…

ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥାକୁ ବିରୋଧ

ସୁବର୍ଣ୍ଣପୁର : ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥାକୁ ବିରୋଧ । ଖୁବ୍ ଶୀଘ୍ର ସମାଧାନ ଦାବି କରି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଳା କଂଗ୍ରେସ ପକ୍ଷରୁ ଚାଷୀ ମାନଙ୍କ ସମସ୍ୟା ସୁଧାରିବା ପାଇଁ ଜିଲ୍ଲାପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି । ସେଥିରେ ଚାଷୀଙ୍କ…

କୋଭାକ୍ସିନ, ଡେଲ୍‌ଟା ଏବଂ ବିଟା ଭାରିଆଣ୍ଟ ପାଇଁ ରକ୍ଷାକାରୀ; ରିପୋର୍ଟ

ନୂଆଦିଲ୍ଲୀ: ସ୍ବଦେଶୀ ଟିକା କୋଭାକ୍ସିନ କରୋନାର ନୂଆ ଷ୍ଟ୍ରେନ୍‌ ଡେଲ୍‌ଟା ଏବଂ ବିଟା ପାଇଁ ରକ୍ଷାକାରୀ। ଭରତ ବାୟୋଟେକ୍ ଦ୍ବାରା ପ୍ରସ୍ତୁତ କରୋନା ଟିକା କୋଭାକ୍ସିନ୍ କରୋନାର ଏହି ମାରାତ୍ମକ ଭୂତାଣୁରୁ ସୁରକ୍ଷା ପ୍ରଦାନ କରିଥାଏ। ଏ ନେଇ ପୁଣେ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍…

ଡାକ୍ତରଖାନାରେ ଭର୍ତ୍ତି ହେଲେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ଅସୁସ୍ଥ ଅଛନ୍ତି। ସ୍ବାସ୍ଥ୍ୟାବସ୍ଥା ଖରାପ ଯୋଗୁ ବୁଧବାର ସକାଳେ ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜ୍ୱର ଏବଂ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା…

ବ୍ୟଙ୍ଗ : ୱାଇଫ ହାପି ତ ଲାଇଫ ହାପି

ଓଁ ଅଭିଜ୍ଞାନ ସାହୁ  ଯିଏ ଯାହା କହୁ, ମୋର ଢୋ' । ମୁଁ ଜାଣିଛି ସ୍ତ୍ରୀ ଖୁସି ହେଲେ ଦୁନିଆ ଖୁସି। ସେଇ ସରସ୍ୱତୀ, ସେଇ ଲକ୍ଷ୍ମୀ, ସେଇ ସାକ୍ଷାତ ମହିଷାମର୍ଦ୍ଦିନୀ , ସେଇ ହାସ୍ୟମୟୀ ସେଇ ଭାଷ୍ୟମୟୀ । ସେଇ ପୁଣି ତ୍ରିକାଳଦର୍ଶୀ । ତାରି ପାଦରେ ଧନ, ହାତରେ ଆୟୁଷ , ଚାହାଣୀରେ ଯୌବନ, ସବୁ…

ଦୁନିଆର ସବୁଠାରୁ ବଡ଼ ଧନୀ ବି ଦେଇନାହାନ୍ତି ଇନ୍‌କମ ଟ୍ୟାକ୍ସ

ନୂଆଦିଲ୍ଲୀ: ଦୁନିଆର ସବୁଠାରୁ ବଡ଼ ଧନୀ ବ୍ୟକ୍ତିମାନେ ବି ଦେଇନାହାନ୍ତି ଆୟକର। ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିବ ନିଶ୍ଚିତ। ଆମାଜନ ମୁଖ୍ୟ ଜେଫ୍‌ ବେଜୋସ୍‌ଙ୍କଠାରୁ ଆରମ୍ଭ କରି ଟେସଲା ପ୍ରତିଷ୍ଠାତା ଏଲନ୍‌ ମସ୍କଙ୍କ ଭଳି ଅନେକ ବିଲିୟନେୟାର ଏହି ତାଲିକାରେ ଅନ୍ତର୍ଭୁକ୍ତ। ସୂଚନା ଅନୁଯାୟୀ…

ବିଦେଶରୁ ଓଡ଼ିଶା ଆସିବ ECMO ମେସିନ୍, ଟେଣ୍ଡର ସରିଛି

ଭୁବନେଶ୍ୱର: କରୋନା ସଂକ୍ରମିତ ଗୁରୁତର ରୋଗୀଙ୍କୁ ଚିକିତ୍ସା ପାଇଁ ଆବଶ୍ୟକ ପଡୁଛି ECMO ମେସିନ୍ । ଏବେ ରାଜ୍ୟରେ ଏହି ମେସିନର ଅଭାବ ରହିଥିବାରୁ ଗୁରୁତର ରୋଗୀ ବାହାର ରାଜ୍ୟକୁ ଅଧିକ ଚିକିତ୍ସା ପାଇଁ ଯାଉଛନ୍ତି । ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି, ଭାରତରେ ECMO ଉତ୍ପାଦନ ହେଉ…