Latest Odisha News

BREAKING NEWS

କମ୍ ସଂକ୍ରମଣ ଥିବା ଜିଲ୍ଲାରେ ହୋଇପାରେ ଅନଲକ୍

ଭୁବନେଶ୍ବର : ରାଜ୍ୟର କୋଭିଡ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ କୋଭିଡ ସଂକ୍ରମଣରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ହାର ହ୍ରାସ ପାଇଥିବାରୁ ଆଶ୍ବସ୍ତି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଆଗାମୀ କିଛି ସପ୍ତାହ ମଧ୍ୟରେ…

ବୈଷ୍ଣୋ ଦେବୀ ମନ୍ଦିର ପରିସରରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ରେସି ଜିଲ୍ଲାର କାଟ୍ରାସ୍ଥିତ ମାତା ବୈଷ୍ଣୋ ଦେବୀ ମନ୍ଦିର କମ୍ପ୍ଲେକ୍ସ ଭିତରେ ଥିବା ଏକ ବିଲ୍ଡିଂରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ସୂଚନା ଅନୁଯାୟୀ ସର୍ଟ ସର୍କିଟ୍ ଯୋଗୁଁ ଏଭଳି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ମନ୍ଦିର ନିକଟସ୍ଥ କଲିକା ଭବନରେ ଥିବା…

ଦୁନିଆରେ ଠପ୍ ହେଲା ଇଣ୍ଟରନେଟ୍ ସେବା; ବଡ଼ବଡ଼ ଓ୍ବେବସାଇଟ୍ ବନ୍ଦ

ନୂଆଦିଲ୍ଲୀ: ଦୁନିଆର ସବୁଠୁ ବଡ ବଡ ୱେବସାଇଟ୍ କିଛି ସମୟ ପାଇଁ ଠପ୍ ହୋଇଯାଇଥିବା ସୂଚନା ମିଳିଛି। ଆମାଜନ ସବ ୟୁକେ ସରକାରଙ୍କ ବିଭିନ୍ନ ୱେବସାଇଟ୍ ମଧ୍ୟ ଡାଉନ୍ ହୋଇ ପଡ଼ିଛି । ଏହି ତାଲିକାରେ ରହିଛି- ରେଡ୍ଡିଟ୍, ସ୍ପୋଟିଫାଇ, ଟ୍ୱିଚ୍, ଷ୍ଟାକ ଓଭରଫ୍ଲୋ, ଗିଟ୍ ହବ୍, ଗୋଭ.ୟକ୍ ଏବଂ…

କ୍ଷୟକ୍ଷତି ଆକଳନ କରିବାକୁ ଗାଁରେ କେନ୍ଦ୍ରୀୟ ଟିମ୍

ବାରିପଦା: ବାତ୍ୟା ‘ୟାସ’ର କ୍ଷୟକ୍ଷତି ଆକଳନ କରିବାକୁ ମୟୂରଭଞ୍ଜ ଜିଲ୍ଲାରେ କେନ୍ଦ୍ରୀୟ ଟିମ୍ | ବାତ୍ୟା ‘ୟାସ’‌ର କ୍ଷୟକ୍ଷତି ଆକଳନ କରୁଛନ୍ତି କେନ୍ଦ୍ରୀୟ ଟିମ୍ | ଆଜି କେନ୍ଦ୍ରୀୟ ଟିମ ବାଲେଶ୍ୱରରୁ ଆସି ମୟୁରଭଞ୍ଜ ଜିଲ୍ଲା ବାରିପଦା ସର୍କିଟ ହାଉସ ପହଁଚି ଥିଲେ । ଏହି ଟିମ୍ କପ୍ତିପଦା…

ଦିଲ୍ଲୀ ଫେରିବା ପୂର୍ବରୁ କେନ୍ଦ୍ରୀୟ ଟିମକୁ ଭେଟିଲା ବିଜେପି ପ୍ରତିନିଧି ଦଳ

ଭୁବନେଶ୍ବର : ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପରେ ଦିଲ୍ଲୀ ଫେରିଲେ ଅନୁଧ୍ୟାନ କରିବାକୁ ଆସିଥିବା ଆନ୍ତଃ ମନ୍ତ୍ରୀସ୍ତରୀୟ କେନ୍ଦ୍ରୀୟ ଟିମ୍ । କେନ୍ଦ୍ର ଗୃହ ବିଭାଗ ଯୁଗ୍ମ ସଚିବ ସୁନୀଲ ବର୍ଣ୍ଣୱାଲ ପ୍ରଥମେ ଦିଲ୍ଲୀ ଫେରିଛନ୍ତି । ଅନ୍ୟ ସଦସ୍ୟମାନେ ଆଜି ଫେରିଯିବେ । ଦୁଇଦିନିଆ ଗସ୍ତରେ ଏହି…

କରୋନାରୁ ସୁସ୍ଥ ହେଲେ ଆଉ ୮୮୩୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । କ୍ରମାଗତ ଭାବେ ଆକ୍ରାନ୍ତ ସଂଖ୍ୟା କମୁଥିବାରୁ ରାଜ୍ୟବାସୀ ଆଶ୍ବସ୍ତି ଲାଭ କରିଛନ୍ତି । ଏହାସହ ରା୍ୟରେ ବଢ଼ିବାରେ ଲାଗିଛି ସୁସ୍ଥତା ସଂଖ୍ୟା । ଏହି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୮୮୯୬ କରୋନା…

ବିଚ୍ ରାସ୍ତାରେ ନିର୍ମମ ହତ୍ୟା

ଭୁବନେଶ୍ୱର: ବିଚ୍ ରାସ୍ତାରେ ନିର୍ମମ ହତ୍ୟା । ଫିଲ୍ମ ଷ୍ଟାଇଲରେ ବାପା ଆଗରେ ପୁଅକ ହତ୍ୟା କରି ଫେରାର ହୋଇଗଲେ ଦୁର୍ବୃତ୍ତ । ଘଟଣା ଘଟିଛି ରାଜଧାନୀ ଲକ୍ଷ୍ମୀସାଗର ଥାନା ବୁଦ୍ଧନଗର ବସ୍ତିରେ । ଖୋଦ୍ ରବୀନ୍ଦ୍ର ସାହୁଙ୍କ ଘର ସାମନାରେ ଘଟିଛି ଏହି ଘଟଣା । ବାପାଙ୍କ ଉପସ୍ଥିତିରେ ପୁଅକୁ ଘରୁ…

ଆନ୍ତର୍ଜାତୀୟ ଗୋଲ ସ୍କୋରରେ ମେସିଙ୍କୁ ପଛରେ ପକାଇଲେ ସୁନୀଲ ଛେତ୍ରୀ

ନୂଆଦିଲ୍ଲୀ: ଭାରତୀୟ ଫୁଟବଲର ମହାନ ଖେଳାଳି ସୁନୀଲ ଛେତ୍ରୀ ଆନ୍ତର୍ଜାତୀୟ ଗୋଲ ସ୍କୋରରେ ଆର୍ଜେଂଟିନାର ଲିଓନେଲ ମେସିଙ୍କୁ ପଛରେ ପକାଇଛନ୍ତି । ଫିଫା ବିଶ୍ୱକପ ଓ ଏସିଆକପ ଯୋଗ୍ୟତା ପର୍ଯ୍ୟାୟ ମୁକାବିଲାରେ ସେ ବାଂଲାଦେଶ ବିପକ୍ଷରେ ୨ଟି ଗୋଲ ସ୍କୋର କରିଥିଲେ । ମେସି ୧୪୩ ମ୍ୟାଚରେ ୭୨ ଗୋଲ…

ଓଡ଼ିଶାର ୧୮ ଜିଲ୍ଲାରେ ବର୍ଷା ସମ୍ଭାବନା, ଜାଣନ୍ତୁ କେଉଁସବୁ ଜିଲ୍ଲା

ଭୁବନେଶ୍ୱର: ଓଡିଶାର ୧୮ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ମଙ୍ଗଳବାର ଦିନ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି- କନ୍ଧମାଳ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି,…

କରୋନାରେ ଚାଲିଗଲେ ଭାରତୀୟ ବନ ସେବା ଅଧିକାରୀ ସନ୍ତୋଷ କୁମାର ବନଛୋର

ଭୁବନେଶ୍ବର : ମହାମାରୀ କରୋନାରେ ଚାଲିଗଲେ ଭାରତୀୟ ବନ ସେବା ଅଧିକାରୀ ସନ୍ତୋଷ କୁମାର ବନଛୋର । ବନ୍ୟପ୍ରାଣୀ ପିସିସିଏଫ୍‌ଙ୍କ କାର୍ଯ୍ୟାଳୟରେ ଉପ ବନ ସଂରକ୍ଷକ ବା ଡିସିଏଫ୍ ଭାବେ କାର୍ଯ୍ୟରତ ଥିଲେ ସନ୍ତୋଷ କୁମାର ବନଛୋର । ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ଗତ ମାସ ୯ ତାରିଖରେ…