ଧାର୍ଯ୍ୟ ସୀମାଠାରୁ ଅଧିକ ଭଡ଼ା ଆଦାୟ ବିରୋଧରେ ନିୟମିତ ଯାଞ୍ଚ ପାଇଁ ଆରଟିଓଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର: ଧାର୍ଯ୍ୟ ସୀମାଠାରୁ କୌଣସି ବସ୍ ଅଧିକ ଭଡ଼ା ଆଦାୟ କରିପାରିବେ ନାହିଁ । ଯାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିୟମ ଉଲ୍ଲଙ୍ଘନ କରୁଥିବା ବସ୍ ବିରୋଧରେ ମୋଟର ଯାନ ଆଇନ ଅନୁଯାୟୀ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି…