ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ କାର୍ଯ୍ୟସୂଚୀ ଘୋଷିତ
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ବି ଟିମ୍ ଶ୍ରୀଲଙ୍କା ଗସ୍ତରେ ଯିବେ । ସୋମବାର ଏହାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି । ୧୩ରୁ ୨୫ ଜୁଲାଇ ମଧ୍ୟରେ ୩ଟି ଏକଦିବସୀୟ ମ୍ୟାଚ ଏବଂ ୩ଟି ଟି୨୦ ମୁକାବିଲା ହେବ । ଏହାର ପ୍ରସାର ଦାୟିତ୍ୱ ନେଇଥିବା ସୋନୀ ପକ୍ଷରୁ ଏହି କାର୍ଯ୍ୟସୂଚୀ ଘୋଷଣା…