Latest Odisha News

ଘଡଘଡି ସହ ବର୍ଷା ଆଶଙ୍କା, ୭ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ଆକଳନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, ନୟାଗଡ, କଟକ ଓ ଖୋର୍ଦ୍ଧା…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ଆକଳନ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର୍ ଅଜୟ କୁମାର ନାୟକ କହିଛନ୍ତି, ପୂର୍ବ…

ଟ୍ୱିନ୍ ସିଟି ପୋଲିସ କମିଶନର୍ ଭାବେ ଦାୟିତ୍ୱ ନେଲେ ସୁଧାଂଶୁ ଷଡଙ୍ଗୀ

ଭୁବନେଶ୍ୱର: ବରିଷ୍ଠ ଆଇପିଏସ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀ କଟକ-ଭୁବନେଶ୍ୱରର ନୂଆ ପୋଲିସ କମିଶନର୍ ଭାବେ ବୁଧବାର ଦିନ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୯୦ ବ୍ୟାଚର ଆଇପିଏସ ଅଧିକାରୀ ଶ୍ରୀ ଷଡ଼ଙ୍ଗୀ ୧୯୮୮ ବ୍ୟାଚର ଆଇପିଏସ ଅଧିକାରୀ ସତ୍ୟଜିତ ମହାନ୍ତିଙ୍କ ସ୍ଥାନରେ ଏହି ପଦବୀରେ ନିଯୁକ୍ତ…

ବଜରଙ୍ଗ ପୁନିଆ ଓ ଦୀପା ମଲିକଙ୍କୁ ରାଜୀବ ଗାନ୍ଧୀ ଖେଳ ରତ୍ନ ପୁରସ୍କାର

ନୂଆଦିଲ୍ଲୀ: କ୍ରୀଡ଼ା କ୍ଷେତ୍ରରେ ଉକ୍ରର୍ଷତାକୁ ମାନ୍ୟତା ପ୍ରଦାନ କରିବା ଏବଂ କ୍ରୀଡ଼ାବିତଙ୍କୁ ପୁରସ୍କୃତ କରିବା ଲାଗି ଜାତୀୟ କ୍ରୀଡ଼ା ପୁରସ୍କାର- ୨୦୧୯ ଘୋଷଣା କରିଛନ୍ତି । ଚଳିତ ଥର ଜାତୀୟ କ୍ରୀଡ଼ା ପୁରସ୍କାର-୨୦୧୯ରେ ଚୟନ କମିଟି ବଜରଙ୍ଗ ପୁନିଆ ଓ ଦୀପା ମଲିକଙ୍କ ସମେତ ପ୍ରାୟ ୧୯ ଜଣ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୨ଟି ଗେଟ୍

ସମ୍ବଲପୁର: ମହାନଦୀର ଉପରମୁଣ୍ଡରୁ ସ୍ୱଳ୍ପ ଜଳ ପ୍ରବାହିତ ହେଉଥିବା ଯୋଗୁଁ ଡ୍ୟାମ୍ କର୍ତ୍ତୃପକ୍ଷ ବୁଧବାର ଦିନ ହୀରାକୁଦ ଜଳଭଣ୍ଡାରର ୨ଟି ଗେଟକୁ ବନ୍ଦ କରିଦେଇଛନ୍ତି। ମିଳିଥିବା ସୂଚନାନୁଯାୟୀ ଜଳସ୍ତର କମୁଥିବାରୁ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ତେବେ ଆଜି ସକାଳ…

ଖୁବଶିଘ୍ର ଓଡ଼ିଶାକୁ ମିଳିବ ‘ଆଇକନିକ୍ ଐତିହ୍ୟ’ ମାନ୍ୟତା

ନୂଆଦିଲ୍ଲୀ: ଓଡ଼ିଶାକୁ ଖୁବଶିଘ୍ର ‘ଆଇକନିକ୍ ଐତିହ୍ୟ’ ମାନ୍ୟତା ମିଳିବାକୁ ଯାଉଛି ବୋଲି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ୍ ମଙ୍ଗଳବାର ଦିନ ସୂଚନା ପ୍ରଦାନ କରିଛନ୍ତି । ଏସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପଟେଲ୍ ରାଜ୍ୟ ପର୍ଯ୍ୟଟନ ସମ୍ମିଳନୀରେ ସୂଚନା ପ୍ରଦାନ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୧-୦୮-୨୦୧୯ ବୁଧବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଅଗଷ୍ଟ ୨୧ ରିଖ ବୁଧବାର ସିଂହ ୦୫ ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଷଷ୍ଠୀ ତିଥି ଅଶ୍ବିନୀ ନକ୍ଷତ୍ର ମେଷ ଚନ୍ଦ୍ର ଘାତ ବାର-: କର୍କଟ ରାଶିର ଘାତ ଚନ୍ଦ୍ର-: ମେଷ…

ସ୍ପେଶାଲ୍ ଟାସ୍କ ଫୋର୍ସ ଡ଼ିଆଇଜି ଭାବେ ନିଯୁକ୍ତ ହେଲେ ଜୟ ନାରାୟଣ ପଙ୍କଜ

ଭୁବନେଶ୍ୱର: ଓଡ଼ିଶା ସରକାର ମଙ୍ଗଳବାର ଦିନ କେନ୍ଦୁଝର ଡ଼ିଆଇଜି ଜୟ ନାରାୟଣ ପଙ୍କଜଙ୍କୁ ଡ଼ିଆଇଜି (ସ୍ପେଶାଲ୍ ଟାସ୍କ ଫୋର୍ସ) ଭୁବନେଶ୍ୱରର ଭାବେ ନିଯୁକ୍ତ କରିଛନ୍ତି । ତେବେ ଅନୁଗୁଳ ଜିଲ୍ଲା ଏସପି ମିତ୍ରଭାନୁ ମହାପାତ୍ରଙ୍କୁ କେନ୍ଦୁଝର ଏସପି ଭାବେ ଅବସ୍ଥାପିତ କରାଯାଇଛିି ।

ଗିରଫ ହେବାନେଇ ଅଡୁଆରେ ଚିଦାମ୍ବରମ୍, ଆଗୁଆ ଜାମିନ୍ ଆବେଦନ ଖାରଜ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମଙ୍କ ଅଡୁଆ ଏବେ ବଢିବାରେ ଲାଗିଛି । ଦେଶର ଚର୍ଚ୍ଚିତ ଆଇଏନଏକ୍ସ ଦୁର୍ନୀତି ମାମଲାରେ ଅଭିଯୁକ୍ତ ରହିଥିବା ଚିଦାମ୍ବରମଙ୍କୁ ଦିଲ୍ଲୀ ହାଇକୋର୍ଟ ତାଙ୍କର ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି ।…

ଫନି ପୁନରୁଦ୍ଧାର ଲାଗି ଓଡ଼ିଶାକୁ କେନ୍ଦ୍ରର ୩୩୩୮.୨୨ କୋଟି ଟଙ୍କାର ସହାୟତା

ଭୁବନେଶ୍ୱର: ପ୍ରଳୟଙ୍କରୀ ବାତ୍ୟା ଫନୀ ପୁନରୁଦ୍ଧ।।ର ଲାଗି ଓଡ଼ିଶାକୁ କେନ୍ଦ୍ର ସରକାର ୩୩୩୮.୨୨ କୋଟି ଟଙ୍କା ସହାୟତା ରାଶି ପ୍ରଦାନ କରିବା ଲାଗି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ନୂଆଦିଲ୍ଲୀଠାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ…