ଗାଁରେ ଗୋଷ୍ଠୀ ସଂଘର୍ଷ,୧୦ ଗୁରୁତର
ଭୁବନ : ଗୋଷ୍ଠୀ ସଂଘର୍ଷ ଘଟି ଦୁଇ ପରିବାରର ୧୦ ଗୁରୁତର ଆହତ । ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଭୂଷଳ ଗାଁରେ ଗୋଷ୍ଠୀ ସଂଘର୍ଷ ଘଟି ଦୁଇଟି ପରିବାରର ୧୦ ଜଣ ସଦସ୍ୟ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ କାମାକ୍ଷାନଗର ମେଡ଼ିକାଲରେ ଚିକିତ୍ସା ପାଇଁ…