Latest Odisha News

BREAKING NEWS

ଆମର ଗପ ବିଷୟରେ କିଛି ଛୋଟ ଛୋଟ କଥା

ଆମର ଗପ ବିଷୟରେ କିଛି ଛୋଟ ଛୋଟ କଥା କେଦାର ମିଶ୍ର ଗପ ହେଉଛି ସେଇଟା ଯାହା କେବେ ସରେ ନାହିଁ । ଭାରତୀୟ ଜୀବନରେ ଗପର ଅବଧାରଣାଟିଏ ଏମିତି । ଗପ ହୁଏତ ଆରମ୍ଭ ହୋଇପାରେ । ହେଲେ ଏହାର ସମାପ୍ତି ବା ପରିଣତି ନାହିଁ । ଗପଟି ଯୋଉଠି ସରିଗଲା ପରି ଲାଗେ, ଠିକ୍ ସେଇଠୁ ନୂଆ ଗପଟିଏ ଆରମ୍ଭ ହୁଏ…

ବର୍ଣ୍ଣବୋଧ ପୋଡ଼ି ଘଟଣା: ଅଭିଯୁକ୍ତ ସାକେତ୍‍ ଶ୍ରୀଭୂଷଣ ସାହୁ ଗିରଫ୍‍

ଭୁବନେଶ୍ୱର: ରାଜ୍ୟବ୍ୟାପି ବିରୋଧ ଓ ପ୍ରତିକ୍ରିୟା ପରେ ଶେଷରେ ‘ଛବିଳ ମଧୁ ବର୍ଣ୍ଣବୋଧ ପୋଡ଼ି’ ଘଟଣାରେ ସାକେତ୍‍ ଶ୍ରୀଭୂଷଣ ସାହୁଙ୍କୁ ଗିରଫ କରିଛି ମେଲ୍‍ଛାମୁଣ୍ଡା ପୋଲିସ୍‍ । ଲୋକକବି ହଳଧର ନାଗଙ୍କୁ ଏହି ବିବାଦରେ ଛନ୍ଦି ଦିଆଯାଇ ଥିବାରୁ ସେ ଗତକାଲି ରାତିରେ ମେଲଛାମୁଣ୍ଡା ଥାନାରେ…

ଘଡଘଡି ସହ ବର୍ଷା ଆଶଙ୍କା: ୧୫ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ରାତି ୭ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି…

କିଏ ହେବେ ଟିମ୍ ଇଣ୍ଡିଆ କୋଚ୍ ! ଆଜି ହେବ ଘୋଷଣା

ମୁମ୍ବାଇ: ଟିମ୍ ଇଣ୍ଡିଆର ନୂଆ କୋଚ୍ ଚୟନ ଶୁକ୍ରବାର ଦିନ ସନ୍ଧ୍ୟାରେ ଅନୁଷ୍ଠିତ ହେଉଛି । ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ବିସିସିଆଇ ଚୟନ କରିବେ ଭାରତୀୟ କ୍ରିକେଟ ଦଳର ଗୁରୁ । ଏହାବ୍ୟତୀତ କ୍ରିକେଟ ଦଳର ଅନ୍ୟ କିଛି କର୍ମକର୍ତ୍ତାଙ୍କ ନାମ ମଧ୍ୟ ଘୋଷଣା କରିବ ବିସିସିଆଇ ।…

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକରେ ହେବ ୮ଟି ପ୍ରସ୍ତାବ ଉପରେ ଆଲୋଚନା

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ଏକ ବୈଠକରେ ପ୍ରାୟ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି । ଏହି ବୈଠକଟି ରାଜ୍ୟ ସଚିବାଳୟ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟା ୫ଟା…

ନୀତି ଆୟୋଗ ବୈଠକରେ ଯୋଗଦେବେ ନାହିଁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆଦିଲ୍ଲୀଠାରେ ଶୁକ୍ରବାର ଦିନ ଅନୁଷ୍ଠିତ ହେବାକୁ ଥିବା ନୀତି ଆୟୋଗର ଉଚ୍ଚସ୍ତରୀୟ ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେନାହିଁ । ମୁଖ୍ୟମନ୍ତ୍ରୀଙ୍କ ଅନୁପସ୍ଥିତିରେ ରାଜ୍ୟ କୃଷି ମନ୍ତ୍ରୀ ଅରୁଣ ସାହୁ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେବାର…

ଇସ୍ତଫା ଦେଲେ ବରିଷ୍ଠ ଆଇଏଏସ୍ ଅଫିସର ଗଗନ ଧଳ

ଭୁବନେଶ୍ୱର: ୧୯୮୫ ବ୍ୟାଚ ଓଡିଶା କ୍ୟାଡରର ବରିଷ୍ଠ ଆଇଏଏସ୍ ଅଫିସର ଗଗନ ଧଳ ଶୁକ୍ରବାର ଦିନ ନିଜ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଶ୍ରୀ ଧଳ ଜାନୁୟାରୀ ୨୦୨୦ ମସିହାରେ ଅବସର ନେବାକୁ ଯାଉଛନ୍ତି । ତେଣୁ ସରକାରଙ୍କୁ ତାଙ୍କର ଇସ୍ତଫା ଦେବାନେଇ ଜଣାଇଥିବା ବେଳେ…

ଆରପାରିରେ ପୂର୍ବତନ ବିଧାୟକ ସାହୁରା ମଲ୍ଲିକ

କନ୍ଧମାଳ: କଂଗ୍ରେସ ନେତା ତଥା ପୂର୍ବତନ କନ୍ଧମାଳ ବିଧାୟକ ସାହୁରା ମଲ୍ଲିକଙ୍କ ଚିକିତ୍ସାଧିନ ଅବସ୍ଥାରେ ଶୁକ୍ରବାର ଦିନ ବାଲିଗୁଡା ସ୍ଥିତ ଏକ ସରକାରୀ ହସ୍ପିଟାଲରେ ଦେହାନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ପ୍ରାପ୍ତ ସୂଚନାନୁଯାୟୀ ସେ ବାଲିଗୁଡାର ତିନି ଥର…

ଆଜିଠୁ +୩ ଲାଗି ସ୍ପଟ୍ ଆଡମିଶନ୍ ଆରମ୍ଭ

ଭୁବନେଶ୍ୱର : ରାଜ୍ୟରେ ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ଯୁକ୍ତ ୩ରେ ନାମଲେଖା ଲାଗି ସ୍ପଟ୍ ଆଡମିଶନ୍ ପ୍ରକ୍ରିୟା ଶୁକ୍ରବାର ଦିନ ଠାରୁ ଆରମ୍ଭ ହୋଇଛି । ଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଛାତ୍ରଛାତ୍ରୀମାନେ ଆଡମିସନ୍ ଲାଗି ଅଗଷ୍ଟ ୧୬ରୁ ୧୮ ମଧ୍ୟରେ ନିଜ ନାମ ରେଜିଷ୍ଟର…

ସ୍ୱର୍ଗତଃ ବାଜପେୟୀଙ୍କ ଆଜି ଶ୍ରାଦ୍ଧ ବାର୍ଷିକୀ: ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦି ଓ କୋବିନ୍ଦ

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ଆଜି ହେଉଛି ପ୍ରଥମ ଶ୍ରାଦ୍ଧ ବାର୍ଷିକୀ । ଦେଶର ଏହି ମହାନ ଜନନାୟକଙ୍କୁ ଆଜି ବି ମନେପକାଉଛନ୍ତି ଦେଶବାସୀ। ୨୦୧୮ ମସିହା ଆଜିର ଦିନରେ ଦେଶର ମହାନାୟକ ଭାବେ ପରିଚିତ ଅଟଳ ବିହାରୀ ବାଜପେୟୀଙ୍କ…