Latest Odisha News

BREAKING NEWS

ସୁଧାକର ନନ୍ଦଙ୍କ ଆତ୍ମଜୀବନୀ ପୁସ୍ତକ ଉନ୍ମୋଚିତ

ଭଦ୍ରକ : ବିଶିଷ୍ଟ ରାଜନେତା ତଥା ସାହିତ୍ୟିକ ସୁଧାକର ନନ୍ଦଙ୍କ ଆତ୍ମଜୀବନୀ ପୁସ୍ତକ 'ସମୟ କଷଟିରେ ମୋ ଜୀବନ ' ସ୍ଥାନୀୟ ସହୀଦ ସ୍ମୃତି ଭବନରେ ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରୀ…

ବିଏମସି ଅଞ୍ଚଳରେ ବଢ଼ୁଛି ସ୍ଥାନୀୟ ସଂକ୍ରମଣ, ଆଜି ଚଳିତବର୍ଷର ସର୍ବାଧିକ ଦୈନିକ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରେ କାୟା ମେଲାଉଛି କରୋନା । ବିଏମସି ଅଞ୍ଚଳରୁ ଗତ ୨୪ ଘଣ୍ଟାରେ ୭୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚଳିତବର୍ଷ ବିଏମସି ଅଞ୍ଚଳରୁ ଚିହ୍ନଟ ସଂକ୍ରମିତ ସଂଖ୍ୟାରେ ଏହା ସର୍ବାଧିକ । ନଭେମ୍ବର ୨୮ରେ ବିଏମସି ଅଞ୍ଚଳରୁ ସର୍ବାଧିକ ୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ…

କରୋନା ମୁକାବିଲା: ଆସନ୍ତା ୮ରେ ସମସ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ ୮ରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବୈଠକ କରିବେ। ଦେଶରେ କୋଭିଡ-୧୯ ମହାମାରୀର ସ୍ଥିତି ସମ୍ପର୍କରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଟିକାକରଣ ସହ ଜଡିତ ପ୍ରସଙ୍ଗ ଉପରେ ଆଲୋଚନା କରିବେ ବୋଲି ବିଶେଷ…

ରୋଗୀଙ୍କ ଜୀବନ ସହିତ ଖେଳ, କଟକ ଅନ୍ନପୂର୍ଣ୍ଣା ନର୍ସିଂହୋମ୍ ସିଲ୍, ରୋଗୀ ଚାଲାଣ ଅଭିଯୋଗ

କଟକ: ଦଲାଲଙ୍କ ରୋଗୀ ଚାଲାଣ ଅଭିଯୋଗରେ କଟକ ମଙ୍ଗଳାବାଗ ଥାନା ପୋଲିସର କଡା କାର୍ଯ୍ୟାନୁଷ୍ଠାନ । ରୋଗୀଙ୍କ ଜୀବନ ସହିତ ଖେଳ ଖେଳି ଦଲାଲଙ୍କ ଏଭଳି ଅମାନବୀୟ କାରନାମାର ପର୍ଦ୍ଦାଫାସ କରିଛି ପୋଲିସ । କଟକ ବଡ ମେଡିକାଲରୁ ରୋଗୀଙ୍କୁ ଦଲାଲ ମାଧ୍ୟମରେ କଟକ ଅନ୍ନପୂର୍ଣ୍ଣା ନର୍ସିଂହୋମ୍କୁ…

କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ଜାରି କଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହ ମଧ୍ୟରେ ବର୍ଷା । ୬ ତାରିଖ ସକାଳ ୮ଟା ୩୦ ଯାଏ ୬ ଜିଲ୍ଲାରେ କାଳବୈଶାଖୀ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି…

ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍କଳ ଦିବସ ପାଳିତ

ବାଙ୍ଗାଲୋର : ସର୍ବପୁରାତନ ଓଡ଼ିଆ ଅନୁଷ୍ଠାନ ଓଡ଼ିଶା ସାଂସ୍କୃତିକ ସଂଘ ( ଓସିଏ) ତରଫରୁ ଅନଲାଇନ ମାଧ୍ୟମରେ ହୋଇଯାଇଛି। ଏହି ଅବସରରେ ଭିଡ଼ିଓ କନଫରେନସିଂ ଜରିଆରେ ଓସିଏର ସଭାପତି ଡ. ସୌଦାମିନୀ ମହାପାତ୍ର ଙ୍କ ପୌରହିତ୍ୟରେ ଆୟୋଜିତ ଏହି ସଭାରେବାଙ୍ଗାଲୋରର ସାଂସଦ ପି. ସି. ମୋହନ ଓଡ଼ିଶାର…

ପୁଣି ଏକାଠି ଆସୁଛନ୍ତି ବିଗ୍‌ ବି ଏବଂ ଦୀପିକା

ନୂଆଦିଲ୍ଲୀ: ଫିଲ୍ମ 'ପିକୁ' ପରେ ପୁଣି ଥରେ ଦୀପିକା ପାଦୁକୋନ ଏବଂ ଅମିତାଭ ବଚ୍ଚନଙ୍କୁ ଏକାଠି ଦେଖିବାକୁ ମିଳିବ। ହଲିଉଡ ଚଳଚ୍ଚିତ୍ର ‘ଦି ଇଣ୍ଟର୍ନ’ର ରିମେକ୍‌ରେ ଏହି ଦୁଇ ପ୍ରସିଦ୍ଧି ବଲିଉଡ୍‌ ତାରକା ନଜର ଆସିବେ। ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେବେ ଅମିତ ରବିନ୍ଦ୍ରନାଥ ଶର୍ମା। ଏହି…

ଭାରତ ଆସୁଛନ୍ତି ରୁଷୀୟ ବୈଦେଶିକ ମନ୍ତ୍ରୀ ସର୍ଗେ ଲାଭ୍ରୋଭ୍‌

ନୂଆଦିଲ୍ଲୀ: ଭାରତ ଆସୁଛନ୍ତି ଋଷ ବୈଦେଶିକ ମନ୍ତ୍ରୀ । ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି ରୁଷୀୟ ବୈଦେଶିକ ମନ୍ତ୍ରୀ ସର୍ଗେ ଲାଭ୍ରୋଭ୍‌ । ଏହି ଅବସରରେ ଦୁଇ ଦେଶ ମଧ୍ୟରେ ଥିବା ବିଭିନ୍ନ ଦ୍ୱିପାକ୍ଷିକ ସମ୍ପର୍କ ସମ୍ବନ୍ଧୀୟ ଆଲୋଚନା ହୋଇପାରେ ।  ଏହାସହ ଚଳିତ ବର୍ଷ ଭାରତ-ରୁଷ୍‌ ବାର୍ଷିକ…

ଅଭିନେତା ଆର୍‌ ମାଧବନ୍‌ଙ୍କ ସହ ସ୍ୱତନ୍ତ୍ର ସାକ୍ଷାତ କଲେ ପିଏମ ମୋଦୀ

ନୂଆଦିଲ୍ଲୀ: ରକେଟ୍ରି: ଦି ନାମ୍ବି ଇଫେକ୍ଟର କ୍ଲିପ୍ ଦେଖିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମନ୍ତ୍ରଣ କରିଥିଲେ ଅଭିନେତା ଆର୍‌ ମାଧବନ୍‌। ଏହି ଚଳଚ୍ଚିତ୍ରଟି ଭାରତୀୟ ମହାକାଶ ଗବେଷଣା ସଂଗଠନ (ଆଇଏସଆରଓ) ର ପୂର୍ବତନ ଭାରତୀୟ ବୈଜ୍ଞାନିକ ତଥା ଏରୋସ୍ପେସ ଇଞ୍ଜିନିୟର ନାମ୍ବି…

ପଦରୁ ଇସ୍ତଫା ଦେଲେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖ 

ମୁମ୍ବାଇ:  ମହାରାଷ୍ଟ୍ର ଗୃହମନ୍ତ୍ରୀଙ୍କ ଇସ୍ତଫା । ସିବିଆଇ ଯାଂଚ ନିର୍ଦ୍ଦେଶ ପରେ ପଦରୁ ଇସ୍ତଫା ଦେଇଛନ୍ତି ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖ । ଆଜି ଅନୀଲଙ୍କ ନାମରେ ଥିବା ଅଭିଯୋଗର ଶୁଣାଣି କରି ବମ୍ବେ ହାଇକୋର୍ଟ ସିବିଆଇ ଯାଞ୍ଚ ନିର୍ଦ୍ଦେଶ ଦେଇଥିଲେ । ଏହାର କିଛି ସମୟ ମଧ୍ୟରେ…