Latest Odisha News

BREAKING NEWS

ଗାଁ ଦାଣ୍ଡରେ ଘୋଷାଡି ଯୁବତୀଙ୍କୁ ମାଡ଼; ସୋସିଆଲ ମିଡିଆରେ ଭିଡ଼ିଓ ଭାଇରାଲ

ଯାଜପୁର: ଯାଜପୁର ଜିଲ୍ଲା ଯଖପୁରା ଅଞ୍ଚଳରେ ଅଭାବନିୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ରକରି ଜଣେ ଯୁବତୀଙ୍କୁ ଗାଁ ଦାଣ୍ଡରେ ଘୋଷାଡି ମାଡ଼ ମାରୁଛନ୍ତି ବାପ ପୁଅ। ଏହି ଘଟଣା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ସୂଚନା ମୁତାବକ ଗତକାଲି ଅପରାହ୍ନରେ କେଶବ ମଳିକ ଓ ତାଙ୍କ…

TRP ସ୍କାମ: ରିପବ୍ଳିକ ଟିଭିର ଆବେଦନ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଟିଆର୍‌ପି ଦୁର୍ନୀତିରେ ମୁମ୍ବାଇ ପୁଲିସ୍‌କୁ ଚ୍ୟାଲେଞ୍ଜ୍‌ କରି ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ରିପବ୍ଲିକ୍‌ ଟିଭି ଓ ତା’ର ସଂପାଦକ ଅର୍ଣ୍ଣବ ଗୌସ୍ୱାମୀ କରିଥିବା ଆବେଦନର ଶୁଣାଣି କରିବାକୁ ମନା କରି ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ପ୍ରଥମେ ବମ୍ବେ ହାଇକୋର୍ଟରେ…

ବ୍ରିଜ ଉପରେ ଗାଡି ରଖି ନଈକୁ ଡେଇଁ ପଡିଲେ ଦୁଇ ଯୁବତୀ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ତୁସରା ଅଞ୍ଚଳର ତେଲ ନଦୀ ବ୍ରିଜରୁ ଦୁଇଜଣ ଯୁବତୀ ଗୁରୁବାର ଦିନ ଡେଇଁ ଆତ୍ମହତ୍ୟା କରିଛନ୍ତି। ଯାହା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର କାରଣ ପାଲଟିଛି । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ମୁତାବକ, ଆଜି ସକାଳେ ଦୁଇଜଣ ଯୁବତୀ ସ୍କୁଟି ଯୋଗେ ବ୍ରିଜ ଉପରେ ପହଞ୍ଚିଥିଲେ।…

ନୀତିଶଙ୍କ ହେଲିକପ୍ଟର ଲ୍ୟାଣ୍ଡିଂ ବେଳେ ଉଡିଗଲା ମଞ୍ଚ

ନୂଆଦିଲ୍ଲୀ: ଆଉ ଦିନ କେଇଟା ପରେ ବିହାର ବିଧାନସଭା ନିର୍ବାଚନ । ଏଥିପାଇଁ ସବୁ ଦଳର ପ୍ରାର୍ଥୀ ଆରମ୍ଭ କରିଦେଲେଣି ଜୋରସୋର ପ୍ରଚାର। ନେତା ମନ୍ତ୍ରୀମାନେ ନିଜ ନିଜ ଆଶାୟୀ ପ୍ରାର୍ଥୀଙ୍କ ସମର୍ଥନରେ ଓହ୍ଲାଇ ପ୍ରଚାର କରୁଛନ୍ତି । ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ଜେଡିୟୁ ଆଶାୟୀଙ୍କ…

ଭୁବନେଶ୍ୱରରୁ ୨୪ ଘଣ୍ଟାରେ ୨୫୩ କରୋନା ଆକ୍ରାନ୍ତ, ୨୯୯ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୫୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

କରୋନା ଏକ ଅହେତୁକ ଭୟ !

“ତା’ହେଲେ, କ୍ଷୁଦ୍ର ସତାଗୁଡିକର ଯଦି ଏକ ଦଳ ରହିଛି, ତେବେ ସେମାନେ ନିଜ ନିଜ ଭିତରେ ବିରୋଧାଚରଣ କରିପାରନ୍ତି, କାରଣ ସେମାନଙ୍କ ପାରସ୍ପରିକ ଜୀବନ ଖୁବ୍‌ ଶାନ୍ତିପୂର୍ଣ୍ଣ ନୁହେଁ, ସେମାନେ ପରସ୍ପର ସହିତ ଦ୍ୱନ୍ଦ୍ୱ କରନ୍ତି, ଯୁଦ୍ଧ କରନ୍ତି, ପରସ୍ପରକୁ ନଷ୍ଟ କରନ୍ତି, ଧ୍ୱଂସ କରିଦିଅନ୍ତି ।…

ଟିଆର୍‌ପି ସ୍କାମ: ୩ ମାସ ପାଇଁ ଆସିବନି ଟିଆର୍‌ପି

ନୂଆଦିଲ୍ଲୀ: ଟିଭି ଚ୍ୟାନେଲଗୁଡିକର ଆଉ ଆସିବନି ଟିଆର୍‌ପି । ଆଗାମୀ ୧୨ ସପ୍ତାହ ପର୍ଯ୍ୟନ୍ତ ସପ୍ତାହିକ ଟେଲିଭିଜନ ରେଟିଂ ପଏଣ୍ଟ ବନ୍ଦ କରିଛି ବାର୍କ (ବ୍ରଡକାଷ୍ଟା ଅଡିଆନ୍ସ ରିସର୍ଚ୍ଚ କାଉନସିଲ) । ଟିଆର୍‌ପି ବିବାଦ ପରେ ବାର୍କ ପକ୍ଷରୁ ଏପରି ଘୋଷଣା କରାଯାଇଛି । ଟିଆର୍‌ପି ଡାଟା ଆକଳନ…

ଟ୍ଵିନ ସିଟି ସହ ଏହିସବୁ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ,ନୟାଗଡ଼, କେନ୍ଦ୍ରାପଡା, ଖୋର୍ଦ୍ଧା(ଭୁବନେଶ୍ୱର), କଟକ,…

ଅଭିନେତା ବିବେକ ଓବେରୟଙ୍କ ଘରେ ପୋଲିସ !

ମୁମ୍ବାଇ: ବଲିଉଡ ଅଭିନେତା ବିବେକ ଓବେରୟଙ୍କ ଘରେ ପୋଲିସ । ବିବେକଙ୍କ ଭିଣୋଇ ଆଦିତ୍ୟ ଆଲଭାଙ୍କ ଡ୍ରଗ୍ସ ଲିଙ୍କ ଦର୍ଶାଇ ଅଭିନେତା ବିବେକ ଓବେରୟଙ୍କ ଘରେ ପୋଲିସ ଯାଞ୍ଚ କରିଥିବା ନ୍ୟୁ ଇଣ୍ଡିଆନ ଏକ୍ସପ୍ରେସ (ଟିଏନଏ)ରେ ରିପୋର୍ଟ ପ୍ରକାଶ। କନ୍ନଡ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଡ୍ରଗ୍ସ୍…

ଦେଢବର୍ଷ ପରେ ଶୌଚାଳୟରୁ ଉଦ୍ଧାର ହେଲେ ମହିଳା !

ହରିୟାଣା: ଜଣେ ୩୫ ବର୍ଷୀୟା ମହିଳାଙ୍କୁ ଶୌଚାଳୟରେ ରହିବାକୁ ବାଧ୍ୟ କରାଯାଇଥିଲା । ଦିନେ କି ଦୁଇଦିନ ନୁହେଁ ବରଂ ଦୀର୍ଘ ଦେଢ ବର୍ଷ ଧରି ସେ ଶୌଚାଳୟରେ ବନ୍ଦ ଥିଲେ । ତେବେ ଏପରି ଅମାନବୀୟ ଘଟଣା ଅନ୍ୟ କେହି ନୁହେଁ ବରଂ ଖୋଦ ସେହି ମହିଳାଙ୍କ ସ୍ୱାମୀ ହିଁ ଘଟାଇଥିଲେ । ପାନିପତ ଜିଲ୍ଲାର…