ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ଯୁଗାନ୍ତକାରୀ ପଦକ୍ଷେପ, ସରକାରୀ ଚାକିରୀରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ
ଚଣ୍ଡୀଗଡ: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ବୁଧବାର ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି । ଏହି ପଦକ୍ଷେପ ଅନୁସାରେ ସରକାରୀ ଚାକିରୀରେ ଏଣିକି ମହିଳାମାନଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ମିଳିବ । ପଞ୍ଜାବର କଂଗ୍ରେସ ସରକାର ସିଭିଲ ସର୍ଭିସେସ ନିୟମ ୨୦୨୦କୁ ଅନୁମୋନ କରିଛି ।…