କରୋନା ନେଲା ଆଉ ୧୫ ଜୀବନ, କଟକରୁ ସର୍ବାଧିକ ୩ ମୃତ
ଭୁବନେଶ୍ୱର: ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୦୭୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।
ଆଜି କରୋନାରେ ୧୫ ଜଣ ମୃତକଙ୍କ ମଧ୍ୟରୁ କଟର ଜିଲାରୁ ସର୍ବାଧିକ ୩…