Latest Odisha News

BREAKING NEWS

ଭୁଶୁଡିଲା ନିର୍ମାଣଧୀନ ପାଚେରି, ଶିଶୁ ସମେତ ୯ ମୃତ

ହାଇଦ୍ରାବାଦ: ପାଚେରି ଭୁଶୁଡି ୯ ଜଣଙ୍କ ମୃତ୍ୟୁ । ତେଲେଙ୍ଗାନା ହାଇଦ୍ରାବାଦ ବାନ୍ଦଲାଗୁଡା ଅଂଚଳରେ ଘଟିଛି ଏଭଳି ଅଘଟଣ । ପ୍ରବଳ ବର୍ଷା ଯୋଗୁଁ ଏକ ନିର୍ମାଣଧୀନ ପାଚେରି ଭୁଶୁଡି ପଡିବା ଫଳରେ ୯ ଜଣଙ୍କ ମୃତ୍ୟୁ ହୋଇଛି । ୯ ମୃତକଙ୍କ ମଧ୍ୟରେ ଜଣେ ଦୁଇ ମାସର ଶିଶୁ ମଧ୍ୟ ରହିଛି । ଏଥିସହ ଏହି…

ବନ୍ଦ ଘରେ ନାବାଳିକାଙ୍କୁ ୨୨ଦିନ ଧରି ଗଣଦୁଷ୍କର୍ମ ଅଭିଯୋଗ

କଟକ: ପୁଣି ଲଜ୍ଜା । ବନ୍ଦ କୋଠରୀରେ ରଖି ଜଣେ ନାବାଳିକାକୁ ୨୨ ଦିନ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ । କଟକ ସହରର ଗତିରାଉତ ପାଟଣାରୁ ଏହି ଅଭିଯୋଗ ଆସିଛି । ଚାଇଲ୍ଡ ଲାଇନ ପକ୍ଷରୁ ଚାଉଳିଆଗଞ୍ଜ ଥାନାରେ ଏତଲା ଦିଆଯାଇଛି । ତନାଘନା ତଦନ୍ତ ଚଳାଇଛି ପୋଲିସ । ପୀଡ଼ିତାଙ୍କ ବୟାନ ରେକର୍ଡ…

ବଜ୍ରପାତରେ ଗଲା ୨ ଜୀବନ

ନୟାଗଡ: ନୟାଗଡ ଜିଲ୍ଲା ଦଶପଲ୍ଲା ଡିହଗାଁରେ ଅଭାବନୀୟ ଘଟଣା । ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଆଜି ସକାଳେ ବଜ୍ରପାତରେ ଗାଁର ଜଣେ ମହିଳା ଓ ପୁରୁଷ ଗୁରୁତର ଆହତ ହୋଇଥିଲେ । ଚିକିତ୍ସା ପାଇଁ ସେମାନଙ୍କୁ ଦଶପଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ଡାକ୍ତର…

କୋଇଲା ଦୁର୍ନୀତି: ଆଜି ଦିଲ୍ଲୀପ ରାୟଙ୍କ ବିରୋଧରେ ଦଣ୍ଡ ବିଧାନ

ନୂଆଦିଲ୍ଲୀ: କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି ମାମଲାରେ ଆଜି ଆସିବ ସଜା । ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ବିରୋଧରେ ଦଣ୍ଡାଦେଶ ଶୁଣାଇବେ ସ୍ୱତନ୍ତ୍ର ସିବିଆଇ କୋର୍ଟ । ତାଙ୍କ ସହ ଅନ୍ୟ ୪ ଜଣଙ୍କ ବିରୋଧରେ ବି ଦଣ୍ଡବିଧାନ ହେବ । ସେମାନଙ୍କ ବିରୋଧରେ କି ସଜା…

ଓଲଟିଲା ଯାତ୍ରୀବାହୀ ବସ୍‌, ୫ ଆହତ

ବାଲେଶ୍ୱର: ଓଲଟିଲା ଯାତ୍ରୀବାହୀ ବସ୍ । ଭାରସାମ୍ୟ ହରାଇ ଧାନ ବିଲକୁ ଯାତ୍ରୀବାହୀ ବସ୍ ଓଲଟି ପଡିଛି । ଫଳରେ ଏହି ଦୁର୍ଘଟଣାରେ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ଡିଗିରିବାହୀ ଛକ ନିକଟରେ ଆଜି ସକାଳୁ ଏହି ଦୁର୍ଘଟଣା ଘଟିଛି । ଆହତ ୫ ଯାତ୍ରୀଙ୍କୁ ମେଡିକାଲ‌ରେ ଭର୍ତ୍ତି…

ଖୋଲା ବଜାରରୁ ଋଣ ସଂଗ୍ରହ ପାଇଁ ୨୦ ରାଜ୍ୟକୁ ଅନୁମତି, ଓଡ଼ିଶା ଭାଗରେ ୨୮୫୮ କୋଟି

ନୂଆଦିଲ୍ଲୀ: ୬୮ ହଜାର ୮୨୫ କୋଟି ଟଙ୍କା ଖୋଲା ବଜାରରୁ ଋଣ କରିପାରିବେ ୨୦ଟି ରାଜ୍ୟ । ଏନେଇ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି । ଜିଏସ୍‌ଟି ରେଭିନ୍ୟୁ ସର୍ଟଫଲ୍ ମେଣ୍ଟାଇବା ପାଇଁ ଋଣ କରିବାକୁ ଅନୁମତି ଦେଇଛି କେନ୍ଦ୍ର । ଏହି ୨୦ଟି ରାଜ୍ୟ ଭିତରେ ଓଡ଼ିଶା ବି ରହିଛି । ଜିଏସଟି…

୨୦୨୧ରେ ବାଉନ୍‌ସ ବ୍ୟାକ୍‌ କରିବ ଭାରତର ଜିଡିପି, ଚୀନକୁ ଟପିଯିବ

ନୂଆଦିଲ୍ଲୀ: ଯେମିତି ତଳକୁ ଖସିବ, ସେମିତି ଉପରକୁ ଉଠିବ । ୨୦୨୦-୨୧ରେ ଭାରତର ମୋଟ୍ ଘରୋଇ ଉତ୍ପାଦ (ଜିଡିପି) ୧୦.୩ ପ୍ରତିଶତ ତଳକୁ ଖସିବ । କିନ୍ତୁ ୨୦୨୧ରେ ବାଉନ୍‌ସ ବ୍ୟାକ୍‌ କରିବ ଦେଶର ଅର୍ଥନୀତି । ଦେଶର ଜିଡିପି ଅଭିବୃଦ୍ଧି ୮.୮ ପ୍ରତିଶତ ରହିବା ସମ୍ଭାବନା ରହିଛି । ଏଭଳି ଆକଳନ କରିବ…

IPL ମହାସମର: ହାଇଦ୍ରାବାଦକୁ ୨୦ ରନରେ ହରାଇଲା ଚେନ୍ନାଇ

ଦୁବାଇ: ସନ୍ ରାଇଜର୍ସ ହାଇଦ୍ରାବାଦାଠାରୁ ପ୍ରଥମ ମ୍ୟାଚ୍ ପରଜାୟର ବଦଲା ନେଲା ଚେନ୍ନାଇ ସୁପରକିଙ୍ଗ । ଆଇପିଏଲରେ ଖେଳାଯାଇଥବା ୨୯ତମ ମୁକାବିଲାରେ ହାଇଦ୍ରାବାଦକୁ ୨୦ ରନରେ ପରାସ୍ତ କରିଛି ଧୋନିଙ୍କ ଚେନ୍ନାଇ । ୧୬୮ ରନ୍ ବିଜୟ ଲକ୍ଷ୍ୟର ପିଛା କରି ଡେଭିଡ୍ ଓ୍ୱାର୍ଣ୍ଣରଙ୍କ ଟିମ୍ ନିର୍ଦ୍ଧାରିତ…

[ଭାଇରାଲ୍ ଭିଡିଓ] ମାଟି କାମୁଡିଲେ ବାବା ରାମଦେବ !

ଉତ୍ତରପ୍ରଦେଶ: ଉପରୋକ୍ତ ହେଡ୍ ଲାଇନ୍ସଟି ପଢିଲେ ଅଡୁଆ ଲାଗୁଥିବ ନିଶ୍ଚୟ । ହେଲେ ଏହି ଘଟଣାଟି ସତରେ ଘଟିଛି । ବେଶି ପୁରୁଣା ନୁହେଁ ବରଂ ଆଜି ହିଁ ଯୋଗ କରୁଥିବା ଅବସ୍ଥାରେ ଗଳିପଡିଥିଲେ ଯୋଗ ଗୁରୁ ବାବା ରାମଦେବ । ତେବେ ଜଣେ ମହାନ ଯୋଗ ଗୁରୁର ଆଖ୍ୟା ଅର୍ଜନ କରିଥିବା ବାବା ରାମଦେବ…

ମୁକ୍ତ ହେଲେ ପିଡିପି ମୁଖ୍ୟ ତଥା ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି

ଶ୍ରୀନଗର : ଗତ ବର୍ଷ ଅଗଷ୍ଟ ମାସରେ ଜମ୍ମୁ ଓ କଶ୍ମୀର ଉପରୁ ଧାରା ୩୭୦ ଉଠିବା ପରଠାରୁ ନଜରବନ୍ଦୀ ଥିବା ପିଡିପି ମୁଖ୍ୟ ତଥା ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତିଙ୍କୁ ଆଜି ମୁକ୍ତ କରାଯାଇଛି । ସେହିପରି ଜମ୍ମୁ ଓ କଶ୍ମୀର ପ୍ରଶାସନର ମୁଖପାତ୍ର ରୋହିତ କନସଲ ମଧ୍ୟ ଏ…