Latest Odisha News

BREAKING NEWS

କଲରାପତରିଆ ଚମଡା ଜବତ, ଜଣେ ଗିରଫ

ଭୁବନେଶ୍ୱର: କ୍ରାଇମବ୍ରାଂଚ ଏସ୍‌ଟିଏଫ୍ କବଜାରେ କଲରାପତରିଆ ସ୍ମଗଲର । ବିକ୍ରି ଯୋଜନା ବେଳେ ଗୋଟିଏ କଳରାପତରିଆ ବାଘ ଚମଡା ଜବତ କରିଛି ଏସ୍‌ଟିଏଫ୍ । ଏଥିସହ ଏହି ସ୍ମଗଲିଂରେ ସମ୍ପୃକ୍ତ ଥିବା ଜଣକୁ ଏସ୍‌ଟିଏଫ୍ ଗିରଫ ମଧ୍ୟ କରିଛି । ସମ୍ବଲପୁର-ସୋନପୁର ସୀମା ଅଚଂଳରୁ ଏହି ବାଘ ଚମଡା ଜବତ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା୧୩-୧୦-୨୦୨୦ ମଙ୍ଗଳବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ଅକ୍ଟୋବର ତା୧୩ ରିଖ ମଙ୍ଗଳବାର କନ୍ୟା ୨୮ ଦିନ ଆଶ୍ବିନ ମଳ ମାସ କୃଷ୍ଣ ପକ୍ଷ ଏକାଦଶୀ ତିଥି ମଘା ନକ୍ଷତ୍ର ସିଂହ ଚନ୍ଦ୍ର ।  ଘାତ ବାର-: ମକର ରାଶିର    ଘାତ ଚନ୍ଦ୍ର-: କର୍କଟ ଓ ମକର ରାଶି…

କୋଲକାତାକୁ ୮୨ ରନରେ ହରାଇଲା ବାଙ୍ଗାଲୋର

ଶାରଜା: ଆଇପିଏଲର ସୋମବାର ଖେଳାଯାଇଥିବା ମ୍ୟାଚରେ କୋଲକାତା ନାଇଟ ରାଇଡର୍ସକୁ ୮୨ ରନରେ ପରାସ୍ତ କର ବିଜୟୀ ହୋଇଛି ରୟାଲ ଚ୍ୟାଲେଂଜର୍ସ ବାଙ୍ଗାଲୋର । ଏଥି ସହ ରୟାଲ ଚ୍ୟାଲେଂଜର୍ସ ତାର ପଞ୍ଚମ ବିଜୟ ହାସଲ କରିଛି । ପ୍ରଥମେ ବ୍ୟାଟିଂ କରି ବାଙ୍ଗାଲୋର ଦୁଇ ଓିକେଟ ହରାଇ ୧୯୪ କନ କରାଥିଲା ଦଳ…

ଡକାୟତି ଯୋଜନା ପଣ୍ଡ କଲା ପୋଲିସ

ଯାଜପୁର: ଡକାୟତି ଯୋଜନା ପଣ୍ଡ କଲା ପୋଲିସ। ଯାଜପୁର ଜିଲ୍ଲା ବ୍ୟାସନଗର ସହରରେ ଗତ ବିଳମ୍ବିତ ରାତିରେ ଡକାୟତି କରିବାକୁ ଯୋଜନା କରୁଥିବା ସମୟରେ ଯାଜପୁର ରୋଡ଼ ପୋଲିସ ୫ ଜଣ ଡକାୟତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ପୋଲିସ ସେମାନଙ୍କ ନିକଟରୁ ୨ ଟି ଜିଅନ୍ତା ବୋମା, ମାରଣାସ୍ତ୍ର,…

ଯାଜପୁରରେ ୩ ସାମ୍ବାଦିକଙ୍କ ବିୟୋଗରେ ଶୋକ ସଭା ଅନୁଷ୍ଠିତ

ଯାଜପୁର: ଯାଜପୁର ଜିଲ୍ଲା ଜଗନ୍ନାଥ ମନ୍ଦିର ପରିସରରେ ଜିଲ୍ଲାର ଉଦୟମାନ ତିନିଜଣ ସାମ୍ବାଦିକଙ୍କ ଅକାଳ ବିୟୋଗରେ ପ୍ରେସ୍‌କ୍ଲବ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରେସ୍ କ୍ଲବର ସଭାପତି ରାଜୀବ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ପୁର୍ବତନ…

କୋଭିଡ ନିୟମ ଭାଙ୍ଗିଥିବା ଅଭିଯୋଗରେ ବିଜେଡି ନେତା ଅରୂପ ପଟ୍ଟନାୟକଙ୍କ ନାଁରେ ଏତଲା

ଭୁବନେଶ୍ୱର: ଭୁବନେଶ୍ୱର:ବିଜେଡି ନେତା ଅରୂପ ପଟ୍ଟନାୟକଙ୍କ ନାଁରେ ଏତଲା । କୋଭିଡ ଗାଇଡଲାଇନ ଉଲ୍ଲଂଘନ କରିଥିବା ଅଭିଯୋଗରେ ତାଙ୍କ ନାଁରେ ଇନ୍ଦ୍ରମଣି ରଣସିଂ ନାମକ ଜଣେ ବ୍ୟକ୍ତି ବେଗୁନିଆ ଥାନାରେ ଅଭିଯୋଗ କରିଛନ୍ତି । ସୂଚନା ଅନୁଯାୟୀ, ଅରୂପ ପଟ୍ଟନାୟକ ଗଡମାଣିତ୍ରୀ ଗାଁକୁ ଯାଇଥିବା…

ପେଟ୍ରୋଲ ପମ୍ପ ବିସ୍ପୋରଣ ଘଟଣା: ସରକାର ଗ୍ରହଣ କରିଥିବା ପଦକ୍ଷେପର ରିପୋର୍ଟ ମାଗିଲେ ଜାତୀୟ ମାନବାଧିକାର କମିଶନ

ନୂଆଦିଲ୍ଲୀ: ଗତ ୭ତାରିଖ ଅପରାହ୍ନରେ ଭୁବନେଶ୍ୱର ରାଜଭବନ ନିକଟରେ ଥିବା ପେଟ୍ରୋଲ ପମ୍ପ ବିସ୍ପୋରଣ ଘଟଣାରେ ଗ୍ରହଣ କରାଯାଇଥିବା ପଦକ୍ଷେପ ବିଷୟରେ ଜାତୀୟ ମାନବାଧିକାର କମିଶନ ଭାରତ ସରକାରଙ୍କ ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରାଳୟର ସଚିବ ଏବଂ ରାଜ୍ୟ ସରକାର ମୂଖ୍ୟ ଶାସନ ସଚିବଙ୍କୁ…

ଚିଲିକା ନିକଟରୁ ଉଦ୍ଧାର ହେଲା ଡଲଫିନର ମୃତ ଦେହ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଚିଲିକା କୂଳରେ ଥିବା ଏକ ରିସର୍ଟ ନିକଟରୁ ଏକ ଡଲଫିନ୍‌ର ଶବ ଉଦ୍ଧାର ହୋଇଛି । ସୂଚନାନୁସାରେ, କିଛି ସ୍ଥାନୀୟ ଲୋକ ୫ ଫୁଟ ଲମ୍ବ ବିଶିଷ୍ଟ ଏହି ଡଲଫିନ ଟି ପାଣିରେ ଭାସୁଥିବାର ଦେଖିବାକୁ ପାଇଥିଲେ। ସୂଚନା ପାଇବା ପରେ ଜଙ୍ଗଲ ବିଭାଗର ଅଧିକାରୀମାନେ ଡଲଫିନ…

ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ: କଂଗ୍ରେସ ଘୋଷଣା କଲା ପ୍ରାର୍ଥୀଙ୍କ ନାମ

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି । ବାଲେଶ୍ୱର ସଦର ପାଇଁ ଦଳ ମମତା କୁଣ୍ଡୁଙ୍କୁ ଓ ତିର୍ତ୍ତୋଲ ପାଇଁ ବିଂମାଶୁ ଭୂଷଣ ମଲ୍ଲିକଙ୍କୁ ଟିକେଟ୍ ମିଳିଛି । ଦଳର ନୂଆ ମୁହଁ ଭାବେ ନିର୍ବାଚନକୁ ଓହ୍ଲାଇଥିବା…

ମାଡ଼ିଗଲା ଆମ୍ବୁଲାନ୍ସ; ଜଣେ ମୃତ

ବାଲିଅନ୍ତା: ରାଜଧାନୀ ଉପକଣ୍ଠସ୍ଥ ବାଲିଅନ୍ତାର ଭାର୍ଗଭି ବ୍ରିଜ ଉପରେ ଜଣେ ବ୍ୟକ୍ତିଙ୍କ ଉପରେ ଚଢି ଯିବାରୁ ଘଟଣାସ୍ଥଳରେ ଉକ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ନାମ ନରେନ୍ଦ୍ର ସାହୁ (୬୬) ବୋଲି ଜଣାପଡିଛି। ସୂଚନାନୁସାରେ, ବ୍ରିଜ ପାର ହେଉଥିବା ବେଳେ ଆମ୍ବୁଲାନ୍ସ…