Latest Odisha News

BREAKING NEWS

ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍. ଡି. ଦେବେଗୌଡ଼ା ଓ ତାଙ୍କ ପତ୍ନୀଙ୍କୁ କରୋନା

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜେଡିଏସ୍ ନେତା ଏଚ୍. ଡି. ଦେବେଗୌଡ଼ା କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କ ପତ୍ନୀ ଚେନ୍ନାମା ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ଏଚ୍. ଡି. ଦେବେଗୌଡ଼ା । ଏବେ ସେ ଓ ତାଙ୍କ ପରିବାର ସମସ୍ତେ…

ରାତିରେ ଟ୍ରେନ୍ ଯାତ୍ରା କରୁଛନ୍ତି କି ?

ନୂଆଦିଲ୍ଲୀ: ଅଧିକାଂଶ ଲୋକ ଟ୍ରେନରେ ଦୂରକୁ ଯାତ୍ରା କରିଥାନ୍ତି । କାରଣ ଟ୍ରେନ୍ ଯାତ୍ରା ବସ୍ ଓ ବିମାନ ଭଡ଼ା ଠାରୁ ଢେର୍ କମ୍ । ପ୍ରାୟ ସମସ୍ତେ ଯାତ୍ରା ସମୟରେ ଟ୍ରେନରେ ମୋବାଇଲ୍ ଚାର୍ଜରେ ବସାଇଥାନ୍ତି । ସେଥିରୁ କେତେକ ରାତିସାରା ବି ମୋବାଇଲକୁ ଚାର୍ଜରେ ବସାଇ ଶୋଇ ପଡ଼ିଥାନ୍ତି ।…

ବିଜେଡିର ୪ ବରିଷ୍ଠ ନେତାଙ୍କ ହାତରେ ପିପିଲି ଉପନିର୍ବାଚନ ପରିଚାଳନା ଦାୟିତ୍ୱ

ଭୁବନେଶ୍ୱର: ଉପନିର୍ବାଚନ ପାଇଁ ପିପିଲି ବିଧାନସଭା କ୍ଷେତ୍ର ଉଷ୍ଣ ହେଲାଣି । ୪ ବରିଷ୍ଠ ନେତାଙ୍କୁ ଉପନିର୍ବାଚନ ପରିଚାଳନା ଦାୟିତ୍ୱ ଦେଇଛି ବିଜେଡି । ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଦେବ, ମହେଶ୍ୱର ମହାନ୍ତି ଓ ସଞ୍ଜୟ ଦାସବର୍ମାଙ୍କୁ ଦାୟିତ୍ୱ ଦେଇଛି ଦଳ । ପିପିଲିରେ ରହି ନିର୍ବାଚନ…

ଭାରତରେ ‘ସ୍ପୁଟନିକ୍ ଭି’ର ଜରୁରୀକାଳୀନ ବ୍ୟବହାରକୁ ନେଇ ଆଜି ଆସିପାରେ ନିଷ୍ପତ୍ତି

ନୂଆଦିଲ୍ଲୀ: (SEC) ସୋମବାର ଦିନ ଡକ୍ଟର ରେଡ୍ଡୀଙ୍କ ଲାବୋରେଟୋରୀଗୁଡିକର ଜରୁରୀକାଳୀନ ବ୍ୟବହାର ପ୍ରାଧିକରଣ (EUA) ରୁଷିଆର ଆଣ୍ଟି-କରୋନାଭାଇରସ୍ ଟିକା ସ୍ପୁଟନିକ୍ ଭିର ଆବେଦନ ପାଇଁ ବୈଠକ କରିବାର ସମ୍ଭାବନା ରହିଛି। କୋଭିଡ-୧୯ ସମ୍ବନ୍ଧୀୟ ଅନୁମୋଦନ ଅନୁରୋଧର ବିଶ୍ଳେଷଣକୁ ତ୍ୱରାନ୍ୱିତ…

ରାଜ୍ୟର ୨୪ ଜିଲ୍ଲାରୁ ୨୯୭ କରୋନା ପଜିଟିଭ୍ ଚିହ୍ନଟ, କଳାହାଣ୍ଡିରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ୩୦୦ ମୁହାଁ ଦୈନିକ ସଂକ୍ରମଣ କରୋନା । ମାର୍ଚ୍ଚ ୨୭ ପରେ ପୁଣି ଥରେ ୨୯୦ ଉପରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟର ୨୪ ଜିଲ୍ଲାରୁ ୨୯୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୭୪ଟି ମାମଲା ଆସିଥିବା ବେଳେ ୧୨୩ଟି…

ଲୁଗା ଦୋକାନରେ ଲାଗିଥିବା ନିଆଁ ଆୟତ୍ତ, ୧୬ ଘଣ୍ଟାର ପରିଶ୍ରମ ପରେ ଲିଭିଲା ନିଆଁ 

ନବରଙ୍ଗପୁର: ଦୀର୍ଘ ୧୬ ଘଣ୍ଟାର ପରିଶ୍ରମ ପରେ ଆୟତ୍ତ ହେଇଛି ଲୁଗା ଦୋକାନରେ ଲାଗିଥିବା ନିଆଁ । ୬ଟି ଅଗ୍ନିଶମ ବାହିନୀର ଗାଡି ଓ କର୍ମଚାରୀ ନିଆଁକୁ ଆୟତ୍ତ କରିବାକୁ କସରତରେ ଲାଗିଯାଇଥିଲେ । ଗତକାଲି ଅପରାହ୍ନରେ ନବରଙ୍ଗପୁର ମଧ୍ୟଭାଗରେ ଥିବା ପପୁ ନାମକ ଏକ ଲୁଗା ଦୋକାନର ତୃତୀୟ ମହଲାରେ…

ରାଜଧାନୀରେ ପୁଣି ସେକ୍ସ ରାକେଟ୍‌: ୨ ଗରାଖ ଗିରଫ, ୨ ଯୁବତୀ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀରେ ସେକ୍ସ ରାକେଟର ପର୍ଦ୍ଦାଫାସ । ଲକ୍ଷ୍ମୀସାଗର ଅଞ୍ଚଳରୁ ଠାବ କଲା ପୋଲିସ । ଭଡ଼ା ଘରେ ଚାଲିଥିଲା ଦେହ ବ୍ୟବସାୟ । ଅଚାନକ ଚଢଞାଉ କରି ସେଠାରୁ ଗ୍ରାହକଙ୍କୁ ପୋଲିସ ଗିରଫ କରିଛନ୍ତି । ଦୁଇ ଜଣ ଦେହଜୀବୀଙ୍କୁ ବି ଉଦ୍ଧାର କରାଯାଇଛି । ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଏକ…

ବିମାନବନ୍ଦରରେ ପାଳନ ହେଉନାହିଁ କୋଭିଡ୍ ନିୟମ, ଜରିମାନା ଆଦାୟ ପାଇଁ DGCAର ନିର୍ଦ୍ଦେଶ

ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣ ମଧ୍ୟରେ ଜାରି ରହିଛି ବିମାନ ସେବା । ବିମାନବନ୍ଦରରେ ପହଞ୍ଚିବା ଠାରୁ ପ୍ରସ୍ଥାନ ଯାଏ ସବୁଠି କୋଭିଡ୍ ନିୟମ ପାଳନ ନେଇ ନିର୍ଦ୍ଦେଶ ରହିଛି । ତେବେ ଦେଶର ଅଧିକାଂଶ ବିମାନବନ୍ଦରରେ କୋଭିଡ୍ ନିୟମକୁ ପାଳନ କରାଯାଉନାହିଁ । ପର୍ଯ୍ୟବେକ୍ଷଣ ବେଳେ…

ଆଜିଠାରୁ ମହାରାଷ୍ଟ୍ରର ନନ୍ଦୁରବାରରେ ଲକ୍‌ଡାଉନ

ନୂଆଦିଲ୍ଲୀ: କରୋନା ସଂକ୍ରମଣର ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ସରକାର ବର୍ତ୍ତମାନ କଡା ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି। ମାର୍ଚ୍ଚ ୩୧ ର ମଧ୍ୟରାତ୍ରରୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ମହାରାଷ୍ଟ୍ରର ନନ୍ଦୁରବରରେ ଲକଡାଉନ୍ ଘୋଷଣା କରାଯାଇଛି। ଏଥି ସହିତ ପଞ୍ଜାବ, ଛତିଶଗଡ ଏବଂ…

ସ୍କୁଲରେ ଛୁରାମାଡ଼: ଜଣେ ଛାତ୍ରର ଆକ୍ରମଣରେ ଆଉ ଜଣେ ଆହତ

ପୁରୀ: ସଗଣ୍ଡଗୋଳକୁ କେନ୍ଦ୍ର କରି ସ୍କୁଲରେ ଛୁରାମାଡ଼ । ଜଣେ ଛାତ୍ରର ଛୁରାମାଡ଼ରେ ଆଉ ଜଣେ ଛାତ୍ର ଆହତ । ପୁରୀ ଭୋଳାନାଥ ସ୍କୁଲରେ ଏହି ଘଟଣା ଘଟିଛି । ଆକ୍ରମଣରେ ଜଣେ ନବମ ଶ୍ରେଣୀ ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଛୁରା ମାଡ଼…