ଆମାଜନ୍ ପ୍ରାଇମ୍ରେ ଆସିଲା ଡିମ୍ପଲ୍ କାପାଡିଆଙ୍କ ଡେବ୍ୟୁ ହଲିଉଡ୍ ଫିଲ୍ମ ‘ଟେନେଟ୍’
ନୂଆଦିଲ୍ଲୀ: କରୋନା ଭାଇରସ ମହାମାରୀ ମଧ୍ୟରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିବା ଖ୍ରୀଷ୍ଟୋଫର ନୋଲାନଙ୍କ ଫିଲ୍ମ ଟେନେଟ ଷ୍ଟ୍ରିମିଂ ପ୍ଲାଟଫର୍ମ ଆମାଜନ ପ୍ରାଇମ ଭିଡିଓ ଆସିଯାଇଛି। ଏହି ଚଳଚ୍ଚିତ୍ରର ବିଶେଷ କଥା ହେଉଛି ଏହା ହିନ୍ଦୀ ସିନେମାର ଭେଟେରାନ୍ ଅଭିନେତ୍ରୀ ଡିମ୍ପଲ୍ କାପାଡିଆଙ୍କ…