Latest Odisha News

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୨ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି…

‘ରଜୋ’ ନୁହେଁ ‘ରଜ’, ଗଛ ନାହିଁ ଦୋଳି ଖେଳିବା କେମିତି!

ଭୁବନେଶ୍ୱର : ରଜ ଅବସରରେ ଗାଁ ଠାରୁ ଆରମ୍ଭ କରି ସହର ଯାଏଁ ସବୁଠୁ ଉତ୍ସବର ମାହୋଲ ଲାଗି ରହିଛି । ସୋସିଆଲ ମିଡିଆରେ ମଧ୍ୟ ଶୁଭେଚ୍ଛାର ସୁଅ ଛୁଟୁଛି । ଏହି ‘ରଜ’ ଶବ୍ଦକୁ କେହିକେହି ଅଣ ଓଡିଆମାନେ ଅପଭ୍ରଂଶ କରି ‘ରଜୋ’ ବୋଲି ଉଚ୍ଚାରଣ ମଧ୍ୟ କରିଥାନ୍ତି । ଯାହାକୁ ନେଇ ଅନେକ ସମୟରେ…

ଗୁଡ଼ି

ଗୁଡ଼ି ବିଭୂତି ଭୂଷଣ ଖୁଣ୍ଟିଆ ଗୁଡ଼ିର ନା ଥାଏ ପକ୍ଷୀ ନା ଡେଣା ଥାଏ ଖାଲି ଉଡ଼ିବାର ସମ୍ଭାବନା ହେଲେ, ଏକା ଏକା କେବେ ସିଏ ଉଡ଼ିପାରେନା । ତା’ ସହ ଅଭ୍ୟସ୍ତ ନ ହେଲେ ସିଏ ମୁହଁ ମାଡ଼ି ଶୋଇପଡେ଼ କାହାରି କଥା ରଖେନା । ସେ ପସନ୍ଦ କରେନା କୌଣସି ସଂକୀର୍ଣ୍ଣ ଗଳି କି…

ଶିଶିର ବେହେରାଙ୍କୁ ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର

ଭୁବନେଶ୍ୱର / ନୂଆଦିଲ୍ଲୀ: ଚଳିତ ବର୍ଷ ପାଇଁ ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ଘୋଷିତ ହୋଇଛି । ପ୍ରଥମ ଥର ପାଇଁ ଏଥର ଏକ ଗଦ୍ୟ ରଚନା ପୁସ୍ତକକୁ ଏଥିପାଇଁ ମନୋନୀତ କରାଯାଇଛି । ଯୁବଲେଖକ ଶିଶିର ବେହେରାଙ୍କ ସାହିତ୍ୟ ଆଲୋଚନା ପୁସ୍ତକ "ବିମୁଗ୍ଧ ଉଚ୍ଚାରଣ" ଏହି ସମ୍ମାନଜନକ ପୁରସ୍କାର ପାଇଁ…

ରାଜ୍ୟବାସୀଙ୍କୁ ‘ରଜ’ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର : ଓଡିଶା ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ‘ରଜ’ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି । https://twitter.com/Naveen_Odisha/status/1139371688078954496 ସୂଚନାଯୋଗ୍ୟ,…

ଛତିଶଗଡରେ ଏନକାଉଣ୍ଟର, ୨ ନକ୍ସଲ ନିହତ

ରାୟପୁର: ଛତିଶଗଡ଼ ଜିଲ୍ଲାର କାଙ୍କେର ସ୍ଥିତ ତାଡକୋଇ ଅଞ୍ଚଳରେ ସୁରକ୍ଷାବଳ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହେବାଫଳରେ ୨ ଜଣ ନକ୍ସଲ ନିହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଆଜି କାଙ୍କେର ସ୍ଥିତ ତାଡକୋଇ ଅଞ୍ଚଳରେ ସୁରକ୍ଷାବଳ ଏବଂ ନକ୍ସଲଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ…

ରାଜଧାନୀ ରଜ

 ରଜ ସ୍ୱତନ୍ତ୍ର  ରାଜଧାନୀ ରଜ ସରୋଜ ବଳ ପିଇ ଭିଟାମିନ୍‍ ପେଜ ଚିଡ଼ିଆଖାନାରେ ଡାକିଲା ଗଜ ଡାକିଲା ଗଜ ଲୋ ଆସି ପହଂଚିଲା ରଜ କାଗଜ ଖାଇଲା ଛେଳି ସପିଙ୍ଗ ମଲରେ ଭାରି ଗହଳି ଭାରି ଗହଳି ଲୋ ପଅର୍ସ ଯାଏ ତରଳି ବାଉଁଶ ପତର ନେଳି ଟିଭି ଷ୍ଟୁଡିଓରେ ଲାଗିଛି ଦୋଳି ଲାଗିଛି…

ଆଜି ପହିଲି ରଜ, ପିଠା-ମିଠାରେ ସାରା ଓଡ଼ିଶା ସଜବାଜ…

ଭୁବନେଶ୍ୱର: ସଂସ୍କୃତି ଓ ପରମ୍ପରାର ରାଜ୍ୟ ଉତ୍କଳରେ ବାର ମାସରେ ତେର ପରବ ପାଳନ କରାଯାଏ । ସାମାଜିକ ଜୀବନକୁ ସରସ ସୁନ୍ଦର କରିବା ପାଇଁ ସାଧାରଣତଃ ପର୍ବଗୁଡିକର ସୃଷ୍ଟି । କୌଣସି ରାଜ୍ୟର ପର୍ବପର୍ବାଣି ସେଠାକାର ଲୋକଙ୍କର ପରମ୍ପରା ଓ ଇତିହାସକୁ ଦର୍ଶାଇ ଥାଏ । ପୌରାଣିକ କଥା ଅନୁସାରେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ଆଜିର ରାଶି ଫଳ ତା ୧୪-୦୬-୨୦୧୯ ଶୁକ୍ରବାର ଜ୍ୟୋତିର୍ବିଦ୍ ଡଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଜୁନ ତା ୧୪ ରିଖ ଶୁକ୍ରବାର ବୃଷ ୩୧ ଦିନ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ଦ୍ବାଦଶୀ ତିଥି ସ୍ବାତୀ ନକ୍ଷତ୍ର ତୁଳା ଚନ୍ଦ୍ର ବିଛା ଧନୁ ମୀନ ରାଶିର ଘାତ ବାର…

ବର୍ଷା ଧୋଇନେଲା ଖେଳ, ବାତିଲ୍ ହେଲା ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍

ଲଣ୍ଡନ: ବିଶ୍ୱକପରେ ଆଜି ଖେଳାଯିବାକୁ ଥିବା ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ ବେଶ୍ ଉତ୍କଣ୍ଠାପୂର୍ଣ୍ଣ ହେବାର ଆଶା ରଖିଥିବା ଦର୍ଶକମାନଙ୍କୁ ନିରାଶ କରିଛି ବର୍ଷା । ଟେଣ୍ଟବ୍ରିଜର ଏହି ଷ୍ଟାଡ଼ିୟମରେ ଆଜି ଦିନ ସାରା ବର୍ଷା ଲାଗିରହିଥିବା ଯୋଗୁଁ ଷ୍ଟାଡ଼ିୟମର ସାରା ଜଳମଗ୍ନ ହୋଇପଡ଼ିଥିଲା । ସୁପର୍ ଶକର…