ଭୁବନେଶ୍ୱରରେ ଏଟିଏମ୍ ଲୁଟିଲେ ଦୁର୍ବୃତ୍ତ
ଭୁବନେଶ୍ୱର: ଭୁବନେଶ୍ୱରର ଇନଫୋସିଟି ଥାନା ଅନ୍ତର୍ଗତ ପଟିଆ ରେଳ ଷ୍ଟେସନ୍ ନିକଟରେ ଥିବା ଏକ ଏଟିଏମକୁ କିଛି ଦୁର୍ବୃତ୍ତ ଲୁଟ୍ କରିଥିବା ଘଟଣା ନଜରକୁ ଆସିଛି ।
ମିଳିଥିବା ସୂଚନା ଅନୁଯାୟୀ କିଛି ଦୁର୍ବୃତ୍ତ ଗତକାଲି ବିଳମ୍ବିତ ରାତିରେ ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କ (ପିଏନବି) ଏଟିଏମ୍…