ବିଜେଡି ଅଫିସ କେବେ ସିଲ୍: ଅପରାଜିତା ଷଡଙ୍ଗୀ
ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଶନିବାର ଦିନ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଅଫିସକୁ ସିଲ୍ କରି ଦେଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ଯାହା ପରେ ବିଜେଡି ଅଫିସ୍ କେବେ ସିଲ୍ ହେବ ବୋଲି ପ୍ରଶ୍ନ କରିଛନ୍ତି ଅପରାଜିତା ।
ଏହି ପରିପ୍ରେକ୍ଷୀରେ ଅଫିସ୍…