Latest Odisha News

BREAKING NEWS

ପରପାରିରେ କନ୍ନଡ ଚଳଚ୍ଚିତ୍ର ନିର୍ଦ୍ଦେଶକ ବିଜୟ ରେଡ୍ଡି

ବେଙ୍ଗାଲୁରୁ: ପରଲୋକରେ ପ୍ରସିଦ୍ଧ କନ୍ନଡ ଚଳଚ୍ଚିତ୍ର ନିର୍ଦ୍ଦେଶକ ବିଜୟ ରେଡ୍ଡି । ୮୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ବିଜୟ ରେଡ୍ଡିଙ୍କ ଦେହାନ୍ତରେ କନ୍ନଡ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳି ଯାଇଛି । ବିଜୟ ରେଡ୍ଡି ୫୦ରୁ ଅଧିକ ଚଳଚ୍ଚିତ୍ର କରିଛନ୍ତି । ସେଥିମଧ୍ୟରୁ…

ଆଜିଠୁ ତିନି ଦିନ ବନ୍ଦ ରହିବ ବୁର୍ଲା ଭିସୁଟ୍

ସମ୍ବଲପୁର: ଆଜିଠୁ ତିନି ଦିନ ବନ୍ଦ ରହିବ ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କ୍ୟାମ୍ପସ ପରିସରକୁ ସାନିଟାଇଜ୍ କରାଯିବ । ଏଥିପାଇଁ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି । ପୂର୍ବଭଳି ଶନିବାର ଓ ରବିବାର ଭିସୁଟ ବନ୍ଦ…

୭୦ ଲକ୍ଷ ଛୁଇଁବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆକ୍ଟିଭ୍ କେସ୍ ୯ ଲକ୍ଷରୁ କମ୍

ନୂଆଦିଲ୍ଲୀ: ଦେଶରେ ୭୦ ଲକ୍ଷ ପାଖାପାଖି ପହଞ୍ଚିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୭୩ ହଜାର ୨୭୨ ନୂଆ ସଂକ୍ରମିତ ବାହାରିଛନ୍ତି । ଏହାକୁ ମିଶାଇ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬୯ ଲକ୍ଷ ୭୯ ହଜାର ୪୨୪ କୁ ବୃଦ୍ଧି ପାଇଛି । ଗତ କିଛି ଦିନ ହେବ ଦୈନିକ…

ବିଦ୍ୟୁତ ଆଘାତରେ ଶ୍ୱଶୂର-ବୋହୂ ମୃତ

ରାୟଗଡ଼ା: ଅଶୁଭ ଶନିବାର । ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ଦୁଇ ଜଣଙ୍କର ଅକାଳ ବିୟୋଗ । ଶ୍ୱଶୂର ଓ ବୋହୂଙ୍କ ମୃତ୍ୟୁ ହୋଇଛି । ଏଭଳି ଦୁଃଖଦ ଘଟଣା ଘଟିଛି ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଠଙ୍ଗପଡ଼ା ଗାଁରେ । ମୃତକମାନେ ହେଲେ ଡାଉଣୀ ମଣ୍ଡିକା ଓ ତାଙ୍କ ବୋହୂ ସୁମିତ୍ରା…

ଜମ୍ମୁ କଶ୍ମୀରରେ ଏନକାଉଣ୍ଟର: ସୁରକ୍ଷାକର୍ମୀଙ୍କ ଗୁଳିଲେ ଟଳିଲେ ଦୁଇ ଆତଙ୍କୀ

କୁଲଗାମ୍: ଜମ୍ମୁ କଶ୍ମୀରରେ ପୁଣି ଆତଙ୍କୀ-ସୁରକ୍ଷାକର୍ମୀ ମୁହାଁମୁହିଁ । ଏନକାଉଣ୍ଟରରେ ଟଳିଲେ ଦୁଇ ଜଣ ଆତଙ୍କୀ । ଆଜି ଭୋରରୁ କୁଲଗାମ ଜିଲ୍ଲାର ଚିନିଗମ୍ ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛନ୍ତି । ପୋଲିସର ଜବାବୀ ହମଲାରେ ଦୁଇ ଆତଙ୍କବାଦୀ ନିହତ…

ରାଷ୍ଟୀୟ ମର୍ଯ୍ୟାଦା ସହ ଆଜି ସମ୍ପନ୍ନ ହେବ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶୱାନଙ୍କ ଅନ୍ତିମ ସଂସ୍କାର

ପାଟଣା: ରାଷ୍ଟୀୟ ମର୍ଯ୍ୟାଦା ସହ ଆଜି କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶୱାନଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହେବ । ଦିନ ପ୍ରାୟ ୧୦ ଟା ସମୟରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ । ଗତକାଲି ପାଟନାରେ ପାର୍ଥିବ ଶରୀର ପହଞ୍ଚିବା ପରେ ଲୋକ ଜନଶକ୍ତି ପାର୍ଟି ଅଫିସକୁ ନିଆଯାଇଥିଲା । ସେଠାରେ…

୨୪ ଘଣ୍ଟାରେ ଲଘୁଚାପ ନେବ ଡିପ୍ରେସନ୍ ରୂପ, କାଲିଠୁ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ଲଘୁଚାପ ଆଜି ଓ୍ୱେଲ ମାର୍କଡ ଲୋ ପ୍ରେସରର ରୂପ ନେଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଡିପ୍ରେସନ ବା ଅବପାତର ରୂପ ନେବ । ଏହି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଅବପାତରେ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ …

ରାଶି ଫଳ                                  ତା ୧୦-୧୦-୨୦୨୦ ଶନିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଅକ୍ଟୋବର ତା ୧୦ ରିଖ ଶନିବାର କନ୍ୟା ୨୫ ଦିନ ଆଶ୍ବିନ ମଳ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥି ପୁନର୍ବସୁ ନକ୍ଷତ୍ର ମିଥୁନ ଚନ୍ଦ୍ର ଘାତ ବାର-: ବୃଷ,ସିଂହ ଓ କନ୍ୟା…

ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟଙ୍କ ନାଁରେ ମାମଲା

କୋଭିଡ ସଂକ୍ରମିତ ଥାଇ ପ୍ରଦୀପ ମହାରଥୀଙ୍କ ଅନ୍ତେଷ୍ଟିରେ ଯୋଗ ଦେଇଥିବାରୁ ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟଙ୍କ ବିରୋଧରେ ରୁଜୁ ହୋଇଛି ମାମଲା । ଏପିଡେମିକ୍ ଆକ୍ଟରେ ଗତକାଲି ମାମଲା ରୁଜୁ କରିଛି ପୁରୀ ପୋଲିସ । ତାଙ୍କ ବିରୋଧରେ ଲାଗିଛି ଆଇପିସିର ଧାରା ୨୬୯ ଓ ୨୭୦ରେ ମାମଲା ରୁଜୁ ହୋଇଛି ।…

ଅସହାୟ ଶିଶୁକୁ ଥଇଥାନ ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

ଯାଜପୁର: ଯାଜପୁର ଜିଲ୍ଲା ଚଳ୍ରବର୍ତ୍ତୀ ସିଂ ରାଠୋରଙ୍କ ନିର୍ଦ୍ଦେଶ କ୍ରମେ ଏକ ଅସହାୟ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି। ଶୁକ୍ରବାର ସୁକିନ୍ଦା ବ୍ଳ୍‌କ କୁଆଁସ ପଞ୍ଚାୟତର ଚିରୁସାହିରେ ରହୁଥିବା ଏକ ଅସହାୟ ଶିଶୁ କନ୍ୟା ସଂପର୍କରେ ସାମାଜିକ ଗଣମାଧ୍ୟମରେ ସୂଚନା ପ୍ରକାଶ ପାଇବା ପରେ…