ରାଜସ୍ଥାନ ଆଗରେ ୧୮୫ ରନର ବିଜୟ ଲକ୍ଷ୍ୟ
ସାରଜା: ଆଇପିଏଲର ଶୁକ୍ରବାର ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ନିର୍ଦ୍ଧାରିତ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୮୪ ରନ କରିଛି । ଫଳରେ ରାଜସ୍ଥାନ ଆଗରେ ୧୮୫ ରନର ବିଜୟ ଲକ୍ଷ୍ୟ ଧାର୍ୟ୍ୟ କରିଛି ଦିଲ୍ଲୀ । ରାଜସ୍ଥାନର ଅଧିନାୟକ ଷ୍ଟିଭେନ ସ୍ମିଥ ଟସ ଜିଣି ଦିଲ୍ଲୀକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ…