ଜୁନ ୨୮ରେ ବିଧାନସଭାରେ ବାର୍ଷିକ ବଜେଟ ଉପସ୍ଥାପନ କରିବେ ସରକାର
ଭୁବନେଶ୍ୱର : ରାଜ୍ୟ ସରକାର ୨୦୧୯-୨୦୨୦ ଆର୍ଥିକ ବର୍ଷ ଲାଗି ଜୁନ୍ ୨୮ ତାରିଖରେ ବଜେଟ୍ ଉପସ୍ଥାପନ କରିବେ।
ଏନେଇ ସୋମବାର ଦିନ ରାଜ୍ୟ ବିଧାନସଭା ସେକ୍ରେଟାରୀଏଟ୍ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଜାରି ଅଧିସୂଚନାନୁଯାୟୀ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍ ଉପସ୍ଥାପନା କରିବେ…