Latest Odisha News

BREAKING NEWS

ନଖରେ ବିଚିତ୍ର କଳାକୃତି କରୁଛନ୍ତି ମହିଳା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ: ନେଲ୍‌ ପେଣ୍ଟ୍‌ ଏକ ସୃଜନଶୀଳତା ସହିତ ଜଡିତ। ବର୍ତ୍ତମାନ ସମୟରେ ମହିଳାମାନେ ବିଭିନ୍ନ ପ୍ରକାରର ନେଲ୍‌ ପେଣ୍ଟ୍‌ କରୁଥିବାର ଦେଖିବ‌ାକୁ ମିଳୁଛି। ତେବେ ସେମିତି ଜଣେ ମହିଳା ତାଙ୍କ ନଖରେ ନିଆରା କଳାକୃତି କରୁଥିବା ଭିଡିଓ ଏବେ ଇଣ୍ଟରନେଟ୍‌ ସେନ୍ସେସନ ପାଲଟିଛି। ଏହି ମହିଳା ଜଣକ…

ଚଳିତ ବର୍ଷ ପ୍ରଥମ ଥର ଭର୍ଚୁଆଲ ପ୍ଲାଟଫର୍ମରେ ହେବ ଅନ୍ତର୍ଜାତୀୟ ଓଡିଶା ପର୍ବ-୨୦୨୧

ନୂଆଦିଲ୍ଲୀ: ଆସନ୍ତା ୨୭ ଓ ୨୮ ତାରିଖରେ ଆୟୋଜିତ ହେବ ଅନ୍ତର୍ଜାତୀୟ ଓଡିଶା ପର୍ବ-୨୦୨୧ । କୋଭିଡ୍ ୧୯ କଟକଣାକୁ ଦୃଷ୍ଟିରେ ରଖି, ଓଡିଶା ପର୍ବ ପ୍ରଥମ ଥର ପାଇଁ ଭର୍ଚୁଆଲ ପ୍ଲାଟଫର୍ମରେ ଆୟୋଜିତ ହେବାକୁ ଯାଉଛି । ନୂଆଦିଲ୍ଲୀର ଓଡିଆ ସମାଜ ପକ୍ଷରୁ ଆୟୋଜିତ ଏହି ସାଂସ୍କୃତିକ ମହାକୁମ୍ଭରେ…

ମାଡୁଛି ମହାମାରୀ: ଦେଶରୁ ଦିନକରେ ୪୭ହଜାର କରୋନା ପଜିଟିଭ୍, ୨୭୫ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କାୟା ବିସ୍ତାର କରୁଛି କରୋନା । ଦୈନିକ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୭ହଜାର ୨୬୨ ନୂଆ ଆକ୍ରାନ୍ତ । ଏହି ସମୟରେ ମହାମାରୀ ନେଇଛି ଆଉ ୨୭୫ ସଂକ୍ରମିତଙ୍କ ଜୀବନ । ମହାରାଷ୍ଟ୍ର, କେରଳ, ପଞ୍ଜାବ,…

ପୁଣେ ଦିନିକିଆରେ ବିରାଟ ସେନାର ବିଜୟ ହିରୋ ନବାଗତ କ୍ରୁନାଲ୍-ପ୍ରସିଦ୍ଧି

ପୁନେ: ଉଭୟ ବ୍ୟାଟିଂ ଓ ବୋଲିଂରେ କମାଲ କଲେ ଭାରତୀୟ ଖେଳାଳି । ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଦମଦାର ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ । ଅଭିଜ୍ଞ ଓ ନବାଗତଙ୍କୁ ନେଇ ବିରାଟ ସେନା ବିଜୟରୁ ଅଭିଯାନ ଆରମ୍ଭ କରିଛି । ଟସ୍ ହାରିଥିବା ଭାରତ ପ୍ରଥମେ ବ୍ୟାଟିଂ କରି ୫ ଓ୍ୱିକେଟରେ ୩୧୭ରନ୍…

କନ୍ଦରପୁରରେ ମା ଧବଳେଶ୍ଵରୀ ବିଶ୍ଵ ଶାନ୍ତି ଯଜ୍ଞ ଅନୁଷ୍ଠିତ

କନ୍ଦରପୁର : କନ୍ଦରପୁର ନିକଟସ୍ଥ ପାରାବିଲ ଗ୍ରାମରେ ମା ଧବଳେଶ୍ଵରୀ ବିଶ୍ଵ ଶାନ୍ତି ଯଜ୍ଞ ଅବସରରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରଚାର ଓ ପ୍ରସାର ନିମନ୍ତେ, ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ ଓଡ଼ିଶା ଭୁବନେଶ୍ୱର ପକ୍ଷରୁ ମହାପ୍ରଭୁଙ୍କ ଜାମାଲାଗି ବେଶ କରାଯିବା ସହିତ, ଭଜନ ଜଣାଣ ଓ ପ୍ରବଚନ…

ବେଆଇନ୍ ଗୋ-ଚାଲାଣକୁ ନେଇ ଗୋଷ୍ଠୀ ସଂଘର୍ଷ, ୩ ଜଣ ଗୁରୁତର

ଭଦ୍ରକ: ବେଆଇନ୍ ଗୋ-ଚାଲାଣକୁ ନେଇ ଗୋଷ୍ଠୀ ସଂଘର୍ଷ । ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି । ଏସ୍କର୍ଟ ପାର୍ଟିର ଆକ୍ରମଣର ୩ ଜଣ ଗୋ ସୁରକ୍ଷା ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ରାଣୀତାଲ ନିକଟରେ ଏହି ଘଟଣା ଘଟିଛି । ବେଆଇନ୍ ଗୋ ଚାଲାଣ ହେଉଥିବା ଖବର…

ସମ୍ବଲପୁରରେ ଗଜରାଜଙ୍କ ଉତ୍ପାତ, ୨ ଶ୍ରମିକ ମୃତ

ସମ୍ବଲପୁର: ସଦର ଫରେଷ୍ଟ ରେଞ୍ଜ କୁଡେରନିଶା ଗାଁରେ ଅଘଟଣ । ଏକ ଅସ୍ଥାୟୀ ଘରେ ଦୁଇ ଶ୍ରମିକ ଶୋଇଥିବା ବେଳେ ଦନ୍ତାହାତୀ ଦଳି ଦେବାରୁ ଘଟଣା ସ୍ଥଳରେ ସେମାନଙ୍କର ମୃତ୍ୟୁ ହୋଇଛି । ମୃତକମାନଙ୍କ ଘର ବରଗଡ ଅଂଚଳରେ ବୋଲି ଜଣାପଡିଛି । ପୋଲିସ ଓ ବନ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଚଦନ୍ତ…

ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତିରେ ଚିତ୍ରଶିଳ୍ପୀ ଶିବିର

ଭୁବନେଶ୍ୱର : ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆସିବାର ୧୦୦ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଲଳିତ କଳା ଏକାଡେମୀ ଦ୍ୱାରା ଏକ ଚିତ୍ରଶିଳ୍ପୀ ଶିବିର ପାନ୍ଥ ନିବାସରେ ଉଦଘାଟିତ ହୋଇଯାଇଛି। ଏହି ଶିବିରରେ ୪୦ ଜଣ ଚିତ୍ରଶିଳ୍ପୀ ଅଂଶଗ୍ରହଣ…

ମାଓବାଦୀଙ୍କ ବିସ୍ଫୋରଣରେ ଥରିଲା ନାରାୟଣପୁର

ମାଲକାନଗିରି: ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ । ଛତିଶଗଡ ନାରାୟଣପର ଜିଲ୍ଲାରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ । ଶକ୍ତିଶାଳୀ ବିସ୍ଫୋରଣରେ ଉଡିଲା ଡିଆରଜି ଯବାନଙ୍କ ବସ୍ । ଗୁରୁତରଙ୍କ ସଂଖ୍ୟା ୧୦ ଟପିଥିଲାବେଳେ ସହିଦ ହୋଇଛନ୍ତି ୫ ଯବାନ ।

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ମାର୍ଚ୍ଚ ୨୪ ତାରିଖ ବୁଧବାର ମୀନ ୧୧ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ଦଶମୀ ତିଥି ପୂଷ୍ଯା ନକ୍ଷତ୍ର କର୍କଟ ଚନ୍ଦ୍ର ଆଜିର ଘାତ ବାର- କର୍କଟ ରାଶିର ଆଜିର ନିଷେଧ ଖାଦ୍ୟ-*କଳମ୍ଵି ଶାଗ *…