ଜୁଲାଇ ୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଭୁବନେଶ୍ୱର: ଜୁଲାଇ ୭ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଜୁନ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ରହିଛି।…