Latest Odisha News

BREAKING NEWS

ଆମେରିକାର ସୁପରମାର୍କେଟରେ ଗୁଳିକାଣ୍ଡ, ପୋଲିସ ସହ ୬ ମୃତ

ଓ୍ୱାଶିଂଟନ: ଆମେରିକାର କଲୋରଡୋ ଅନ୍ତର୍ଗତ ବୋଲଡରର ଏକ ସୁପରମାର୍କେଟରେ ହୋଇଥିବା ଗୁଳିକାଣ୍ଡରେ ଜଣେ ପୋଲିସ କର୍ମଚାରୀଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି। ୱାଲ୍ ଷ୍ଟ୍ରିଟ୍ ଜର୍ଣ୍ଣାଲ୍ ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ ପୋଲିସ ଅଧିକାରୀ ଯାଞ୍ଚ ଆରମ୍ଭ କରିଥିବା ବେଳେ ମୃତ୍ୟୁ…

ସହିଦ ଦିବସରେ ସ୍ୱାଧୀନତା ସଂଗ୍ରାମୀଙ୍କ ବଳିଦାନକୁ ମନେ ପକାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବ୍ରିଟିଶ ଶାସନରୁ ମୁକ୍ତ କରି ୧୯୪୭ ମସିହାରେ ଭାରତକୁ ସ୍ୱାଧୀନ କରିବା ଏତେ ସହଜ ନଥିଲା । ସ୍ୱାଧୀନତା ପାଇଁ ଅନେକ ଯୋଦ୍ଧା ବଳିଦାନ ଦେଇଛନ୍ତି । ସେହି ଯୋଦ୍ଧାମାନଙ୍କୁ ସମ୍ମାନ ଜଣାଇ ସେମାନଙ୍କ ବୀରତ୍ୱର ଗାଥାକୁ ମନେ ପକାଇ ଭାରତ ପାଳନ କରୁଛି ସହିଦ ଦିବସ । ସ୍ୱାଧୀନତା…

ବୁର୍ଲା ଭୀମସାରରେ ରାଗିଂ ଘଟଣାରେ ୧୮ ଛାତ୍ରଙ୍କୁ ୫୪ ହଜାର ଟଙ୍କା ଜରିମାନା

ସମ୍ବଲପୁର: ବୁର୍ଲା ଭୀମସାରରେ ଦ୍ୱିତୀୟ ବର୍ଷ ଡାକ୍ତରୀ ଛାତ୍ରଙ୍କୁ ରାଗିଂ ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ । ୧୮ ସିନିୟର ଛାତ୍ରଙ୍କୁ ୫୪ ହଜାର ଟଙ୍କା ଜରିମାନା ହୋଇଛି । ଆଣ୍ଟିଂ ରାଗିଂ କମିଟିର ତଦନ୍ତ ଓ ସୁପାରିଶ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଭୀମସାର କର୍ତ୍ତୃପକ୍ଷ । ଏହାସହ…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ପରେ ପୋଲ ତଳେ ଫିଙ୍ଗିଦେଲେ

ସୋର: ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ୍‌ କଲ୍ୟାଣୀ ହାଟୁଆଣୀ ଛକରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । ୪ରୁ ୫ଜଣ ଦୁର୍ବୃତ୍ତ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିବା ପରେ ଯୁବକଙ୍କୁ ପୋଲ ତଳେ ଫିଙ୍ଗି ଦେଇଥିଲେ । ଗୁରୁତର ଯୁବକଙ୍କୁ ପୋଲିସ ଉଦ୍ଧାର କରି ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି…

ଭିଜିଲାନ୍ସ ଜାଲରେ ପଞ୍ଚାୟତ ଜିଆରଏସ୍, ୪ଟି ସ୍ଥାନରେ ରେଡ୍

କେନ୍ଦୁଝର: ଭିଜିଲାନ୍ସ ଜାଲରେ ପଞ୍ଚାୟତ ଗ୍ରାମ୍ୟ ରୋଜଗାର ସେବକ(ଜିଆରଏସ୍)। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ଘଟଗାଁ ପଞ୍ଚାୟତ ଜିଆରଏସଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ତାଙ୍କ ନାଁ ସୌଭାଗ୍ୟଲକ୍ଷ୍ମୀ ତ୍ରିପାଠୀ । ଏକକାଳୀନ ଚାରିଟି…

ଫେରିଛି ମହାମାରୀ ଭୟ: ଆଜି ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁଣି ଥରେ କଡ଼ ଲେଉଟାଇଛି କରୋନା । ଦୈନିକ ସଂକ୍ରମଣ ବଢୁଛି । ଗତ କିଛି ଦିନ ହେବ ରାଜ୍ୟରେ ଶହେ ଉପରେ ରହୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥିତି ଉପରେ ନଜର ରଖିଛନ୍ତି ସରକାର । ଆଜି ରାଜ୍ୟରେ କୋଭିଡ୍ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶହେ ବର୍ଷ ପୂର୍ତ୍ତି, ଆଜି ବିଧାନସଭାରେ ସ୍ୱତନ୍ତ୍ର ଆଲୋଚନା

ଭୁବନେଶ୍ୱର: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନକୁ ପୂରଣ ହୋଇଛି ବର୍ଷ । ପ୍ରଥମଥର ଲାଗି ବାପୁ ୧୯୨୧ ମସିହା ଆଜିର ଦିନରେ କଟକ ଆସିଥିଲେ । କାଠଯୋଡ଼ି ପଠାରେ ସଭା କରିଥିଲେ । ଗାନ୍ଧୀଜୀଙ୍କ ଓଡ଼ିଶା ଗସ୍ତର ୧୦୦ ବର୍ଷ ପୂର୍ତ୍ତି ପାଳନ କରାଯିବ । ଏଥିପାଇଁ ବିଧାନସଭାର…

ନିର୍ବାଚନ ରାଜନୀତି ହିନ୍ଦୁତ୍ୱରେ ପରିଣତ

ପାଞ୍ଚଟି ରାଜ୍ୟରେ ନିର୍ବାଚନ ପ୍ରଚାର ଏବେ ସରଗରମ ହେବାରେ ଲାଗିଛି । ପ୍ରଚାରରୁ ସ୍ପଷ୍ଟ ହେଉଛି ଯେ ଏବେ ଭାରତୀୟ ରାଜନୀତିରେ ଧ୍ରୁବୀକରଣ ହେଉଥିବା ହିନ୍ଦୁ ମତଦାତାମାନଙ୍କୁ ନିଜ ଆଡ଼କୁ ଟାଣି କ୍ଷମତା ହାସଲ ପାଇଁ ବିଭିନ୍ନ ରାଜନୈତିକ ଦଳ ପ୍ରୟାସ ଚଳାଇଛନ୍ତି । ହିନ୍ଦୁ ଧର୍ମର ଦେବତାଙ୍କୁ ପୂଜା…

ଗଳ୍ପ : କୁନ୍ତୀ

ମଞ୍ଜୁବାଳା ପଣ୍ଡା  ସକାଳୁ ସକାଳୁ ବିକ୍ରମର ଫୋନ୍। : ସର ଖୁଡୀ ଚାଲିଗଲେରେ ଜିତୁ। : ଏଁ? କ'ଣ କହୁଛୁ ବିକି? : ହଁ ରେ ଭାଇ। ବିକ୍ରମର ଗଳା ଭାରି ଶୁଭିଲା। : କିନ୍ତୁ କେମିତି? ମୁଁ ତ ଏଇ ଦି' ମାସ ତଳେ ଗାଁ'କୁ ଗଲାବେଳେ ଦେଖିଛି ତାଙ୍କୁ। ସମ୍ପୂର୍ଣ୍ଣ ସୁସ୍ଥ ଥିଲେ। : ଅକାଳ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ମାର୍ଚ୍ଚ ୨୩ ତାରିଖ ମଙ୍ଗଳବାର ମୀନ ୧୦ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ନବମୀ ଭୁକ୍ତ ଦଶମୀ ତିଥି ପୁନର୍ବସୁ ନକ୍ଷତ୍ର ମିଥୁନ ଚନ୍ଦ୍ର ଆଜିର ଘାତ ବାର- ମକର ରାଶିର ଆଜିର ଘାତ ଚନ୍ଦ୍ର- କନ୍ୟା…