Latest Odisha News

BREAKING NEWS

ପୁଅ ସାଜିଲା ପିଶାଚ: ଟାଙ୍ଗିଆରେ ହାଣି ବାପାଙ୍କୁ ହତ୍ୟା କଲା, ମାଆ ଗୁରୁତର

ଅନୁଗୁଳ: ପୁଅ ନାଁରେ କଳଙ୍କ । ପିତୃ ହନ୍ତା । ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ । ଆକ୍ରମଣରେ ମାଆ ଗୁରୁତର ହୋଇଛନ୍ତି । ଅନୁଗୁଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ଦୁର୍ଗାପୁର ଗାଁରେ ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ ଦୁର୍ଗାପୁର କୁଡ଼ାସାହିର କୃଷ୍ଣଚନ୍ଦ୍ର ବେହେରା । ତାଙ୍କ…

‘ବିଶ୍ବ ଜଳ ଦିବସ’ ପାଳନର କ’ଣ ରହିଛି ବିଶେଷତ୍ଵ…

ଭୁବନେଶ୍ୱର: ପ୍ରତିବର୍ଷ ୨୨ ମାର୍ଚ୍ଚରେ ପାଳିତ ହୁଏ ବିଶ୍ୱ ଜଳ ଦିବସ । ଜଳ ହେଉଛି ସୃଷ୍ଟିର ଆଧାର। ସ୍ୱଚ୍ଛ ତଥା ସୁରକ୍ଷିତ ଜଳର ଆବଶ୍ୟକତା ବିଷୟରେ ଜନ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟରେ ଏହି ଦିନଟିକୁ ପାଳନ କରାଯାଇଥାଏ। 'ବିଶ୍ବ ଜଳ ଦିବସ'ର ଉଦ୍ଦେଶ୍ୟ- କଥାରେ ଅଛି ଜଳ ବିହୁନେ…

କଟକ ଏସସିବିରୁ ଡିସଚାର୍ଜ ହେବ ଜଗା

କଟକ: ଯୋଡ଼ାମୁଣ୍ଡ ଅଲଗା ହେବା ପରେ ଦିଲ୍ଲୀ ଏମସରୁ ଆସି କଟକ ଏସସିବିରେ ଚିକିତ୍ସିତ ହେଉଥିବା କନ୍ଧମାଳର ଶିଶୁ ଜଗା ଏଠାରୁ ଡିସଚାର୍ଜ ହେବ । କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତାର ଚିକିତ୍ସା କରାଯିବ । ଏଥିପାଇଁ କନ୍ଧମାଳରୁ ଏକ ଦୁଇ ଜଣିଆ ଡାକ୍ତରୀ ଟିମ୍ ଆଜି ଏସସିବି ଆସୁଛନ୍ତି ।…

ନୀଳକନ୍ଦରରେ ନୀଳମଣିଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

ପୁରୀ: ଓଡ଼ିଶାର ଗସ୍ତରେ ଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ତାଙ୍କ ସହ ପତ୍ନି ସବିତା କୋବିନ୍ଦ ବି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । କଡ଼ା ସୁରକ୍ଷା ଭିତରେ ଆଜି ସକାଳୁ ପୁରୀରେ ପହଞ୍ଚିଥିଲେ ରାଷ୍ଟ୍ରପତି ।…

ଜମ୍ମୁ କଶ୍ମୀର ସୋପିଆନରେ ଏନକାଉଣ୍ଟର, ଟଳିଲେ ୩ ଆତଙ୍କୀ

ଜମ୍ମୁ କଶ୍ମୀର: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ । ଜମ୍ମୁ କଶ୍ମୀର ସୋପିଆନ ଜିଲ୍ଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ରାତି ପ୍ରାୟ ୨ଟା ବେଳେ ସୋପିଆନର ମନିହାଲ ଅଞ୍ଚଳରେ ମୁହାଁମୁହିଁ ହୋଇଥିଲେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ । ସଂପୃକ୍ତ ଅଞ୍ଚଳରେ…

ହୃଦସ୍ପନ୍ଦନ ବନ୍ଦ କରୁଛି ‘ହୁକ୍କା’

ବଦଳୁଛି ଲାଇଫ ଷ୍ଟାଇଲ । ନୂଆ ନୂଆ ଏକ୍ସପେରିମେଣ୍ଟ କରିବା ପାଇଁ ଆଗଭର ହେଉଛନ୍ତି ଯୁବପୀଢି । ଆଉ ଏହି ସମୟରେ ନିଶାର ଜାଲରେ ଫସିଯାଉଛନ୍ତି ଯୁବାବର୍ଗ । ଯୁବାବର୍ଗଙ୍କୁ ଆକୃଷ୍ଟ କରିବା ପାଇଁ ଦ୍ବୈତନଗରୀରେ ଖୋଲିଚାଲିଛି ଶହ ଶହ ହୁକ୍କା ବାର । କାରଣ ଏହିକିଛି ବର୍ଷ ହେବ ବଦଳିଲାଣି ନିଶାର…

ଶ୍ରୀଜିଉଙ୍କୁ ୩୧ କିଲୋଗ୍ରାମର ରୂପା ଦାନ କଲେ ଶ୍ରଦ୍ଧାଳୁ

ପୁରୀ: ଜୈନକ ଭକ୍ତ ରବିବାର ଦିନ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରକୁ ୩୧ କିଲୋଗ୍ରାମ ରୂପା ଦାନ କରିଛନ୍ତି। ସମ୍ପୃକ୍ତ ଦାତା ଜଣକ ମୁଖ୍ୟ ପ୍ରଶାସକଙ୍କ ଉପସ୍ଥିତିରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ କାର୍ଯ୍ୟାଳୟରେ ରୂପା ହସ୍ତାନ୍ତର କରିଥିଲେ। ଏହି ରୂପା ଜଗନ୍ନାଥ ମନ୍ଦିର ପରିସରରେ…

ଆଜି ସାତକୋଶିଆରୁ ବାହୁଡ଼ିବ ବାଘୁଣୀ ‘ସୁନ୍ଦରୀ’

ଅନୁଗୋଳ: ସାତକୋଶିଆରୁ ଫେରିଯିବ ସୁନ୍ଦରୀ । ମଧ୍ୟପ୍ରଦେଶର କାହ୍ନା ଅଭୟାରଣ୍ୟର ଘୋରେଲାକୁ ବାହୁଡ଼ିବ । ସୁନ୍ଦରୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି । ସାତକୋଶିଆ ଅଭୟାରଣ୍ୟର ରାଇଗୁଡ଼ା ଜଙ୍ଗଲରେ ବନ୍ଦୀ ବାଘୁଣୀର ସ୍ଥିତି ଅନୁଧ୍ୟାନ କରିଛନ୍ତି ମଧ୍ୟପ୍ରଦେଶରୁ ଆସିଥିବା ୭ ଜଣିଆ…

ଆଜି ଶ୍ରୀମନ୍ଦିର ଓ କୋଣାର୍କ ମନ୍ଦିର ଆସୁଛନ୍ତି ରାଷ୍ଟ୍ରପତି

ପୁରୀ: ଆଜି ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭୁବନେଶ୍ୱରରୁ ବାହାରି ସକାଳ ୯ଟା ୫ମିନିଟରେ ଶ୍ରୀମନ୍ଦିରରେ ପହଞ୍ଚିବେ । ପାଖାପାଖି ୪୦ ମିନିଟ ମନ୍ଦିର ଭିତରେ ରହିବେ ରାଷ୍ଟ୍ରପତି । ଗର୍ଭଗୃହରେ ମହାପ୍ରଭୁଙ୍କ ଦର୍ଶନ ସହ ମା’ ବିମଳା ଓ ମହାଲକ୍ଷ୍ମୀ ମନ୍ଦିର ଯିବେ ।…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ମାର୍ଚ୍ଚ ୨୨ ତାରିଖ ସୋମବାର ମୀନ ୯ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ଅଷ୍ଟମୀ ଭୁକ୍ତ ନବମୀ ତିଥି ଆଦ୍ରା ନକ୍ଷତ୍ର ମିଥୁନ ଚନ୍ଦ୍ର ଆଜିର ଘାତ ବାର- ମିଥୁନ ରାଶିର ଆଜିର ଘାତ ଚନ୍ଦ୍ର- କନ୍ୟା…