Latest Odisha News

BREAKING NEWS

ବଙ୍ଗୋପସାଗରରେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୧ ଜିଲ୍ଲାରେ ବର୍ଷା, ୨୬ ସକାଳେ ଛୁଇଁପାରେ ବାତ୍ୟା

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖ ସୁଦ୍ଧା ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେଇପାରେ । ଏହା ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର…

କରୋନା ରୋଗୀଙ୍କ ସହାୟତା ଲାଗି ‘କୋଭିଡ୍‌-୧୯ ପରାମର୍ଶ’ ହେଲ୍ପଲାଇନ୍‌ ଆରମ୍ଭ କଲା ଆୟୁଷ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: କରୋନା ରେଗୀଙ୍କ ଲାଗି ସମସ୍ୟାର ସମାଧାନ ପ୍ରଦାନ କରିବାକୁ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଏକ ସହାୟତା ହେଲ୍ପଲାଇନ ଆରମ୍ଭ ହୋଇଛି। ଟୋଲ ଫ୍ରି ହେଲ୍ପଲାଇନ ନମ୍ବର ୧୪୪୪୩ ବୋଲି ମନ୍ତ୍ରଣାଳୟ ଶୁକ୍ରବାର ଦିନ କହିଛି। ଏହି ହେଲ୍ପଲାଇନ ସପ୍ତାହର ସମସ୍ତ ଦିନରେ ସକାଳ ୬ ଟାରୁ…

କରୋନା ସଚେତନତା ରଥର ଲୋକାର୍ପଣ

ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସହଯୋଗରେ ପ୍ରୋଜେକ୍ଟ ହୋପ ଓ ମାଇଁ ହାର୍ଟ ତରଫରୁ କରୋନା ମହାମାରୀ ବିଷୟରେ , ସୂଚନା ଓ ପ୍ରାସାରଣ ଉଦ୍ଦେଶ୍ୟରେ ସଚେତନତା ରଥ ଯୋଜନାର ଶୁଭାରମ୍ଭ…

ଫଟୋସୁଟ୍‌ ପାଇଁ ୧୮ ମିନିଟ ମହୁମାଛିଙ୍କ ମେଳରେ ବସିଲେ ହଲିଉଡ୍‌ ଅଭିନେତ୍ରୀ ଆଞ୍ଜେଲିନା ଜୋଲି

ନୂଆଦିଲ୍ଲୀ: ହଲିଉଡ୍‌ ଅଭିନେତ୍ରୀ ଆଞ୍ଜେଲିନା ଜୋଲି ନିକଟରେ ଏକ ମାଗାଜିନ କଭର ପାଇଁ ସୁଟିଂ କରିଥିଲେ। ସେଥିପାଇଁ ତାଙ୍କୁ ପ୍ରାୟ ୧୮ ମିନିଟ ଧରି ଦେହରେ ମହୁମାଛି ଘୋଡାଇ ବସିବାକୁ ପଡ଼ିଥିଲା। ବିଶ୍ୱ ମହୁମାଛି ଦିବସରେ ମହୁମାଛି ସଂରକ୍ଷଣର ପଦକ୍ଷେପକୁ ପ୍ରୋତ୍ସାହିତ କରିବା ପାଇଁ ସେ…

ରାଜ୍ୟର ୨୫ରୁ ଅଧିକ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ବର: ଗଞ୍ଜାମ, ଗଜପତି, ନୟାଗଡ଼, ଢେଙ୍କାନାଳ, କନ୍ଧମାଳ, କଟକ, ଖୋର୍ଦ୍ଧା, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ, କୋରାପୁଟ, ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ସୁନ୍ଦରଗଡ, ଝାରସୁଗୁଡା ଏବଂ ବରଗଡରେ ମଧ୍ୟମ ବଜ୍ରପାତ ଏବଂ…

ଇସ୍ତଫା ଦେଲେ ଟିଏମ୍‌ସି ବିଧାୟକ ସୋଭନଦେବ ଚଟ୍ଟୋପାଧ୍ୟାୟ

ପଶ୍ଚିମବଙ୍ଗ: ଟିଏମସି ନେତା ସୋଭନଦେବ ଚଟ୍ଟୋପାଧ୍ୟାୟ ଆଜି ଭବାନୀପୁର ନିର୍ବାଚନମଣ୍ଡଳୀରୁ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ଠିକ୍ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭବାନୀପୁରରୁ ସୋଭନଦେବ ବିଜେତା ପ୍ରତିଦ୍ୱନ୍ଦ୍ୱୀ ରୁଦ୍ରନିଲ ଘୋଷଙ୍କୁ ପ୍ରାୟ ୨୮,୦୦୦ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି।…

ବିବାଦୀୟ ପ୍ରିନ୍ସ ହ୍ୟାରୀ

ଭୁବନେଶ୍ୱର:ବିବାଦୀୟ ପ୍ରିନ୍ସ ହ୍ୟାରୀ ଓରଫ ହେନେରୀ ଚାର୍ଲ୍‌ସ ଆଲବର୍ଟ ଡେଭିଡ । ରାଜକୀୟ ପରିବାରରେ ଜୀବନ ହେଉଛି ବନ୍ଦୀ ଜୀବନ । ଏଥିରୁ ବାହାରି ମୁକ୍ତ ଜୀବନ ଜୀଇଁବାକୁ ୨୦୧୫ ରେ ସେ ରାଜପରିବାରଠାରୁ ଦୁରେଇଯାଇଥିଲେ । ତା ସହିତ ଅଭିନେତ୍ରୀ ମେଗନ ମାର୍କେଲଙ୍କୁ ବିବାହ କରି ଆହୁରି…

ଆଉ ୧୦ ମହାରଣା ସେବାୟତ କରୋନା ପଜିଟିଭ

ପୁରୀ: ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଆଉ ୧୦ ଜଣ ସେବାୟତ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲ୍ଲା କଲେକ୍ଟର ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଏହାକୁ ମିଶାଇ ମୋଟ ୧୮ ଜଣ ସେବାୟତଙ୍କ ସମେତ ୧୨ ଜଣ ମହାରାଣା ସେବାୟତ ଏବଂ ୬ ଜଣ ଭୋଇ କରୋନା ସଂକ୍ରମିତ ହୋଇଛନ୍ତି…

କରୋନାରେ ପ୍ରାଣ ହରାଇଥିବା ଲୋକଙ୍କୁ ମନେ ପକାଇ ଭାବପ୍ରବଣ ହୋଇପଡ଼ିଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ କୋଭିଡ-୧୯ ରେ ମୃତ୍ୟୁବରଣ କରିଥିବା ଲୋକଙ୍କୁ ମନେ ପକାଇ ଭାବପ୍ରବଣ ହୋଇଯାଇଥିଲେ। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, "ଏହି ଭାଇରସ ଏତେ ସଂଖ୍ୟକ ଲୋକଙ୍କୁ ନେଇଗଲା ଯେଉଁମାନେ ଆମ ନିକଟତର ଥିଲେ। ସେମାନଙ୍କ ପରିବାର ପ୍ରତି ମୋର…

କରୋନାର ମୂଳପୋଛ ପାଇଁ ମାରାଙ୍ଗ ବୁରୁଙ୍କ ନିକଟରେ ମାନସିକ

ବାରିପଦା: କରୋନାରୁ ମୁକ୍ତି ପାଇଁ ଠାକୁରଙ୍କ ପାଖେ ମାନସିକ । ଯେଉଁଠି ସାରା ବିଶ୍ୱ କରୋନା ସଂକ୍ରମଣର ମୂଳପୋଛ ପାଇଁ ଭାକ୍ସିନଠାରୁ ଆରମ୍ଭ କରି ନାନା ବୈଜ୍ଞାନିକ କୌଶଳ ଆପଣାଇଛି, ସେଠି କରୋନା ଦାଉରୁ ରକ୍ଷା ପାଇବା ପାଇଁ ଲୋକେ ଠାକୁରଙ୍କ ପାଖରେ ପୂଜାର୍ଚ୍ଚନା କରିବା ଭଳି ଖବର ପ୍ରତିଦିନ…