ଭିଜିଲାନ୍ସ ଜାଲରେ ରାୟଗଡ଼ା ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ
ରାୟଗଡ଼ା: ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ରାୟଗଡ଼ା ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ବୀରେନ୍ଦ୍ର ଖରାଙ୍କ ଘର ସମେତ ୬ଟି ସ୍ଥାନରେ ଏହି ଭିଜିଲାନ୍ସ ଚଢଉ ଚାଲିଛି ।
ରାୟଗଡ଼ା ଭିଜିଲାନ୍ସ ଡିଏସପି ଅନନ୍ତ ପ୍ରସାଦ ମଲ୍ଲିକଙ୍କ ନେତୃତ୍ୱରେ ୪ ଜଣିଆ ଟିମ ଏହି ଚଝଉ…