ପ୍ରଫେସର ଶିବବ୍ରତ ଦାସ ବିଶ୍ୱଭାରତୀ ସଂସଦର ସଦସ୍ୟ ମନୋନୀତ
କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟ ଭୂଗୋଳ ବିଭାଗର ପ୍ରଫେସର ତଥା ମୁଖ୍ୟ ଡକ୍ଟର ଶିବବ୍ରତ ଦାସ ବିଶ୍ୱଭାରତୀ ସଂସଦ (କୋର୍ଟ)ର ସଦସ୍ୟ ରୂପେ ମନୋନୀତ ହୋଇଛନ୍ତି।
ବିଶ୍ୱଭାରତୀର ପରିଦର୍ଶକ (ଭିଜିଟର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିବର୍ଷ ପାଇଁ ପ୍ରଫେସର ଦାସଙ୍କୁ ମନୋନୀତ…