Latest Odisha News

BREAKING NEWS

ବିହାର ନିର୍ବାଚନ: ୫୦-୫୦ ଫର୍ମୁଲାରେ ରାଜି ବିଜେପି-ଜେଡିୟୁ

ନୂଆଦିଲ୍ଲୀ: ବିହାର ବିଧାନସଭା ପାଇଁ ବାଜି ସାରିଛି ବିଗୁଲ । ସମସ୍ତ ରାଜନୈତିକ ଦଳ ଗୁଡିକ ଏଥିପାଇଁ ଆରମ୍ଭ କରିଦେଇଛନ୍ତି ଅଙ୍କକଷା । ନିର୍ବାଚନ ପାଇଁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ୫୦-୫୦ ଫର୍ମୁଲାରେ ରାଜି ହୋଇଛନ୍ତି । ଜେଡିୟୁ ଏବଂ ବିଜେପି ୫୦-୫୦ ଆସନ ବାଂଟିବା ଫର୍ମୁଲାକୁ…

ନେପାଳ ପ୍ରଧାନମନ୍ତ୍ରୀ କେ.ପି ଓଲି କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ନେପାଳ ପ୍ରଧାନମନ୍ତ୍ରୀ କେ.ପି ଓଲି ଏବଂ ତାଙ୍କର ବ୍ୟକ୍ତିଗତ ପରାମର୍ଶଦାତା କରୋନା ସଂକ୍ରମଣର ଶିକାର ହୋଇଛନ୍ତି। କେବଳ ସେତିକି ନୁହେଁ ନେପାଳ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଦାୟିତ୍ବରେ ଥିବା ୭୬ ଯବାନ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି। ସୂଚନା ମୁତାବକ…

ମହାରଥୀଙ୍କ ପାଇଁ ବିଧାନସଭାରେ ଶୋକପ୍ରସ୍ତାବ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ବିଧାନସଭାରେ ଆଗତ ହେଲା ଶୋକପ୍ରସ୍ତାବ । ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଶୋକପ୍ରସ୍ତାବ ଆଣିଛନ୍ତି । ଏହାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ସମର୍ଥନ କରିଛନ୍ତି । ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ…

ଦୀପିକା ପାଦୁକୋନଙ୍କୁ ଜେରା କରିଥିବା NCB ଅଫିସର କରୋନା ସଂକ୍ରମିତ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ଡ୍ରଗ୍ସ ଲିଙ୍କର ଖୋଳତାଡ କରୁଥିବା ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋର ଡେପୁଟୀ ଡାଇରେକ୍ଟରଙ୍କୁ କରୋନା । ଏନସିବି ଡେପୁଟୀ ଡାଇରେକ୍ଟର କେ.ପି.ଏସ୍ ମାଲହୋତ୍ରା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସବୁଠୁ ବଡ଼ କଥା ହେଲେ ସେ ଡ୍ରଗ୍ସ ଚାଟ୍…

ନିଜ ବୟସଠାରୁ କମ୍ ବର୍ଷର ଜୀବନସାଥୀ ବାଛିଥିବା ଅଭିନେତ୍ରୀ

ସୁସ୍ମିତା ଓ ରୋହମାନ୍‌ ବ୍ରହ୍ମାଣ୍ଡ ସୁନ୍ଦରୀ ସୁସ୍ମିତା ସେନ୍ ଏବଂ ରୋହମନ୍‌ଙ୍କ ପ୍ରେମ ସମ୍ପର୍କ କାହାଠାରୁ ଲୁଚି ନାହିଁ। ଏହି ଦୁଇ ଜଣଙ୍କ ପ୍ରେମକୁ ନେଇ ଖୁବ୍ ଚର୍ଚ୍ଚା ମଧ୍ୟ ହୋଇଛି। କାରଣ ସୁସ୍ମିତା ରୋହମନ୍‌ଙ୍କ ଠାରୁ ବୟସରେ ବଡ଼। ରୋହମନ୍‌ ଜଣେ ମଡେଲ୍ ଏବଂ ସୁସ୍ମିତା…

ରାଜ୍ୟରେ ୯୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା, ଆଖିବୁଜିଲେ ଆଉ ୧୫

ଭୁବନେଶ୍ୱର: ଦିନକୁ ଦିନ ବଢ଼ଚାଲିଛି କରୋନାର ପ୍ରକୋପ । ଜଣକ ପରେ ଜଣଙ୍କ ମୁଣ୍ଡ ନେଉଛି କିଲର ଭାଇରସ । ପ୍ରତିଦିନ ମହାମାରୀରେ ଆକ୍ରାନ୍ତ ହୋଇ ପ୍ରାଣ ହରାଉଛନ୍ତି ଲୋକେ । ରାଜ୍ୟରେ ଗତ ୨୪ ଘଂଟାରେ ଆଉ ୧୫ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୦୭ରେ…

ବିଦ୍ୟୁତ ବିଭ୍ରାଟରୁ ନାଲକୋରେ ଆଲୁମିନିୟମ ଉତ୍ପାଦନ ପ୍ରଭାବିତ

ଭୁବନେଶ୍ୱର: ବିଦ୍ୟୁତ ବିଭ୍ରାଟ କାରଣରୁ ସେପ୍ଟେମ୍ବର ୩୦ ତାରିଖ ରାତିରୁ ନବରତ୍ନ କମ୍ପାନୀ ନାଲକୋରେ ଆଲୁମିନିୟମ ଉତ୍ପାଦନ ପ୍ରଭାବିତ ହୋଇଛି । ମିଳିଥିବା ସୂଚନା ଅନୁସାରେ ଅନୁଗୋଳରେ ଥିବା କମ୍ପାନୀର ସ୍ମେଲଟରରେ ୮୦ଟି ପଟ୍ ଅଚଳ ହୋଇ ପଡ଼ିଛି । ବୈଷୟିକ ତ୍ରୁଟି ଯୋଗୁ କମ୍ପାନୀର କ୍ୟାପ୍ଟିଭ୍…

ଚିହ୍ନଟ ହେଲେ ଆଉ ୩,୩୨୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ପଜିଟିଭ

ଭୁବନେଶ୍ୱରେ: ରାଜ୍ୟରେ କରୋନାକୁ ଲାଗୁନି ଲଗାମ । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ୩ ହଜାର ୩୨୬ ନୂଆ କରୋନା ମାମଲା ସାମ୍ନାକୁ ଆସିଛି । ଏହାକୁ ମିଶାଇ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୭୧୩ରେ ପହଂଚିଛି । ଏନେଇ ରାଜ୍ୟ…

ହାଥରାସ ଘଟଣା: ଅଧରାତିରେ କାହାର ହୋଇଥିଲା ଶବସତ୍କାର? ଅସ୍ଥିର DNA ପରୀକ୍ଷା ପାଇଁ ଦାବି କଲା ପରିବାର

ଲକ୍ଷ୍ନୌ: ଉତ୍ତରପ୍ରଦେଶ ହାଥରାସ ଗଣଦୁଷ୍କର୍ମ ଘଟଣାରେ ଦିନକୁ ଦିନ ନୂଆ ମୋଡା ସାମ୍ନାକୁ ଆସୁଛି । ଏବେ ପୀଡିତାଙ୍କ ପରିବାର ଲୋକେ ପୋଲିସ ଅଧରାତିରେ ଶବସତ୍କାର କରିଥିବା ଅସ୍ଥିର ଡିଏନ୍‌ଏ ପରୀକ୍ଷା ପାଇଁ ଦାବି କରିଛନ୍ତି । ରାତିଅଧରେ ପୋଲିସ କାହାର ଅନ୍ତିମ ସଂସ୍କାର କରିଥିଲା । ସେ ମୋ…

ସାମସଙ୍ଗ୍‌ ଗାଲାକ୍ସି ଏ ସିରିଜ୍‌ ଉପରେ ଆକର୍ଷଣୀୟ ଅଫର୍; ଜାଣନ୍ତୁ କଣ ରହିଛି ଅଫର୍

ନୂଆଦିଲ୍ଲୀ: ସାମ୍‌ସଙ୍ଗ୍‌ ଭାରତରେ ଏହାର ଗାଲାକ୍ସି ଏ ସିରିଜ୍‌ ସ୍ମାର୍ଟଫୋନ ଉପରେ  ଆକର୍ଷଣୀୟ କ୍ୟାସ୍‌ବ୍ୟାକ୍‌ ଅଫର୍‌ ଘୋଷଣା କରିଛି। ଚାରୋଟି ଗାଲାକ୍ସି ଏ ସିରିଜ୍ ସ୍ମାଟ୍‌ଫୋନ୍‌ ଉପରେ କ୍ୟାସ୍‌ବ୍ୟାକ୍‌ ଅଫର୍‌ ମିଳିବ। ଗାଲାକ୍ସି ଏ ୭୧, ଗାଲାକ୍ସି ଏ ୫୧, ଗାଲାକ୍ସି ଏ ୩୧ ଏବଂ…