Latest Odisha News

BREAKING NEWS

Breastfeeding Home: ଶ୍ରୀମନ୍ଦିର ପରିସରରେ ପ୍ରଶାସନର ଶାଖା କାର୍ଯ୍ୟାଳୟ ନିକଟରେ ହେବ ସ୍ତନ୍ୟପାନ ଗୃହ

ପୁରୀ: ଶ୍ରୀମନ୍ଦିର ପରିସରରେ ଖୋଲିବ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଜନା ହୋଇଛି । କାରଣ ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମା' ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି । ବିଶେଷ କରି ସ୍ତନ୍ୟପାନ ଉପରେ…

WhatsApp Ask Meta AI: ହ୍ୱାଟସଆପରେ ଆସିଲା ନୂତନ ଆସ୍କ ମେଟା ଏଆଇ ଫିଚର, ଜାଣନ୍ତୁ ଏହାର ବ୍ୟବହାର

ନୂଆଦିଲ୍ଲୀ: ହ୍ୱାଟସଆପ୍ ଏହାର ବ୍ୟବହାରକାରୀଙ୍କ ସୁବିଧା ପାଇଁ ନିରନ୍ତର ନୂତନ ଫିଚର ଆଣିଥାଏ। ଏଥର ମେଟା ଏପରି ଏକ AI ଫିଚର ଆଣିଛି, ଯାହା ସାହାଯ୍ୟରେ ଆପଣ ଯେକୌଣସି ମେସେଜ୍ ବିଷୟରେ ତୁରନ୍ତ ସୂଚନା ପାଇପାରିବେ। ଏହି ଫିଚରର ନାମ ହେଉଛି Ask Meta AI। ଏହି ଫିଚର କିପରି କାମ କରିବ ଏବଂ ଏହା…

ଗୋବିନ୍ଦା ଏବଂ ସୁନୀତାଙ୍କ ମଧ୍ୟରେ ଛାଡ଼ପତ୍ର ଚର୍ଚ୍ଚା…

ମୁମ୍ବାଇ: ନିକଟରେ ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନୀତା ଆହୁଜାଙ୍କ ମଧ୍ୟରେ ଛାଡ଼ପତ୍ର ହେବା ନେଇ ଚର୍ଚ୍ଚା ହୋଇଥିଲା। ଏହି ସମସ୍ତ ଚର୍ଚ୍ଚା ମଧ୍ୟରେ ସୁନୀତା ଏକ ଭାବପ୍ରବଣ ପୋଷ୍ଟ ମଧ୍ୟ କରିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ସୁନୀତା ଗୋବିନ୍ଦାଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ମୁହଁ…

Odisha rain: ସୀତା ନଦୀ ପୋଲ ଉପରେ ବର୍ଷା ଜଳ ପ୍ରବାହିତ; ଅନେକ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର:ଗତକାଲିଠାରୁ ପ୍ରବଳ ବର୍ଷା ଫଳରେ ଫୁଲୁଛି ନଦୀ ନାଳ। କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଫଳରେ ପାଟଣା ବ୍ଲକ ନୂଆପଡ଼ା ସୀତା ନଦୀର ପୋଲ ଉପରେ ୩ ଫୁଟ ଉଚ୍ଚର ବର୍ଷା ଜଳ ପ୍ରବାହିତ ହେଉଛି । ଯାହାଦ୍ବାରା ପାଟଣା ବ୍ଲକ ଚୀନା ମାଳି…

ହସ୍ପିଟାଲରୁ ଡିସଚାର୍ଜ ହେଲେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ପ୍ରିୟଙ୍କା ମାରାଣ୍ଡି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଧର୍ମପତ୍ନୀ ପ୍ରିୟଙ୍କା ମାରାଣ୍ଡିଙ୍କର ଏସସିବି ମେଡିକାଲରେ ସଫଳ ଅସ୍ତ୍ରୋପଚାର ହୋଇଥିଲା। ଯାହା ପରେ ଆଜି ମେଡିକାଲରୁ ତାଙ୍କୁ ଡିସଚାର୍ଜ କରାଯାଇଛି। ଅଧିକ ପଢନ୍ତୁ- ମୁଖ୍ୟମନ୍ତ୍ରୀଙ୍କ ଧର୍ମପତ୍ନୀଙ୍କର ହେଲା ସଫଳ ଅସ୍ତ୍ରୋପଚାର, ସ୍ଥିର ରହିଛି…

Mohan Meets Naveen: କାହିଁକି ନବୀନଙ୍କୁ ଭେଟିଲେ ମୋହନ?

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ 10ରୁ 15ମିନିଟ ରହିଥିଲେ। ନିକଟରେ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହୋଇ ଫେରିଛନ୍ତି ନବୀନ। ପୂର୍ବରୁ ମୁମ୍ବାଇରେ ଚିକିତ୍ସିତ ହୋଇ ଫେରିଥିଲେ। ତାଙ୍କୁ ଭେଟି…

OpenAI First Office India: ଭାରତ ଆୟୋଜନ କରିବ AI Impact Summit, ଦେଶରେ ଖୋଲିବ OpenAIର ପ୍ରଥମ କାର୍ଯ୍ୟାଳୟ

ନୂଆଦିଲ୍ଲୀ: ଭାରତ ଦ୍ରୁତ ଗତିରେ AI କ୍ଷେତ୍ରରେ ନୂତନ ଉଚ୍ଚତା ଆରୋହଣ କରୁଛି। ସରକାରଙ୍କ IndiaAI ମିଶନ ପଦକ୍ଷେପ ଏବଂ ବିଶ୍ୱସ୍ତରୀୟ ଟେକ୍ କମ୍ପାନୀଗୁଡ଼ିକର ଆଗ୍ରହ ଦେଶକୁ AI ବିପ୍ଳବର କେନ୍ଦ୍ରକୁ ଆଣିଛି। ଏହି ସମୟରେ OpenAI ଭାରତରେ ଏହାର ପ୍ରଥମ କାର୍ଯ୍ୟାଳୟ ଖୋଲିବା ନେଇ ଘୋଷଣା…

Marijuana Seized: ପୁଣି ଭୁବନେଶ୍ବର ବିମାନ ବନ୍ଦରରୁ ୪ କୋଟିର ମାରିଜୁଆନା ଜବତ

ଭୁବନେଶ୍ୱର: ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ପୁଣି ୪ କୋଟି ଟଙ୍କାର ମାରିଜୁଆନା ଜବତ ହୋଇଛି । ଜବତ କଲା ଡିଆରଆଇ । ବ୍ୟାଙ୍କକରୁ ଭୁବନେଶ୍ୱର ଆଣିବା ବେଳେ ଧରିଲା କଷ୍ଟମ୍ ବିଭାଗ । ମାମଲାରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କୁ ଅଟକ ରଖି ପଚରାଉଚରା କରୁଛି କଷ୍ଟମ୍ ବିଭାଗ ।  ଏହି ୨ ଜଣ…

Money Stuck In Online Gaming: ଅନଲାଇନ୍ ଗେମିଂ ଆପ୍‌ରେ ଫସିଯାଇଛି କି ଆପଣଙ୍କ ଟଙ୍କା! ଫେରି ପାଇବେ କିପରି?

ନୂଆଦିଲ୍ଲୀ: ଆଇନ୍‌ରେ ପରିଣତ ହେଲା ଅନ୍‌ଲାଇନ୍ ଗେମିଂ ବିଲ୍‌-୨୦୨୫। ସଂସଦରେ ପାରିତ ପରେ ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ। ଅନ୍‌ଲାଇନ୍‌ ମନି ଗେମ୍‌କୁ କରାଯାଇଛି ନିଷିଦ୍ଧ। ଦୋଷୀ ସାବସ୍ତ୍ୟ ହେଲେ ଯିବେ ୫ ବର୍ଷ ଜେଲ୍‌। ୨ କୋଟି ପର୍ଯ୍ୟନ୍ତ ଜରିମାନା ପ୍ରାବଧାନ ମଧ୍ୟ ରହିଛି। ଟଙ୍କାରେ…

ଡିଗ୍ରୀ ଦେବାରେ ବିଫଳ କଲେଜ, ୨୯ ଛାତ୍ରଛାତ୍ରୀଙ୍କୁ ୧ ଲକ୍ଷ ଲେଖାଏଁ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଏକ ଘରୋଇ କଲେଜ ୨୯ ଜଣ ଇଞ୍ଜିନିୟରିଂ ସ୍ନାତକଙ୍କୁ ଗ୍ରେଡ୍ ସିଟ୍ ଏବଂ ଡିଗ୍ରୀ ପ୍ରମାଣପତ୍ର ଦେବାରେ ବିଫଳ ହୋଇଥିବାରୁ ଛାତ୍ରଛାତ୍ରୀଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେବାକୁ ଓଡ଼ିଶା ମାନବାଧିକାର କମିଶନ (ଓଏଚଆରସି) ତରଫରୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଭୁଲ୍ ଦ୍ଵାରା…