ଆଇପିଏଲରେ ସର୍ବାଧିକ ମ୍ୟାଚ ଖେଳିବାରେ ରେକର୍ଡ କଲେ କ୍ୟାପଟେନ କୁଲ୍
ଦୁବାଇ:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ କୀର୍ତିମାନ ସ୍ଥାପନ କରିଛନ୍ତି । ଧୋନୀ ଆଇପିଏଲରେ ସର୍ବାଧିକ ମ୍ୟାଚ ଖେଳିବା ଗୌରବ ଅର୍ଜନ କରିଛନ୍ତି । ସେ ୧୯୪ ମ୍ୟାଚ ଖେଳି ସୁରେଶ ରାଇନାଙ୍କୁ ଅତିକ୍ରମ କରିଛନ୍ତି ।…