Latest Odisha News

ଉତ୍ତରପ୍ରଦେଶ: ‘ଯମୁନା ଏକ୍ସପ୍ରେସ ୱେ’ ବ୍ରିଜ୍ ତଳକୁ ଖସିଲା ବସ୍, ୨୯ ଜଣଙ୍କ ଶୋଚନୀୟ ମୃତ୍ୟୁ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀ ନିକଟବର୍ତ୍ତୀ ନୋଇଡ଼ା-ଆଗ୍ରାକୁ ଯୋଗାଯୋଗ କରୁଥିବା ‘ଯମୁନା ଏକ୍ସପ୍ରେସ ୱେ’ରେ ବ୍ରିଜ୍ ତଳକୁ ଏକ ଯାତ୍ରୀବାହୀ ବସ୍ ଖସି ପଡ଼ିବା ଫଳରେ ୨୯ ଜଣ ଯାତ୍ରୀଙ୍କ ମର୍ମନ୍ତୁଦ ମୃତ୍ୟୁ ଘଟିଛି । ଏହି ଏକ୍ସପ୍ରେସ ୱେରେ ଥିବା ଏକ ପୋଲର ୫୦ ଫୁଟ ତଳକୁ ଦୁର୍ଘଟଣାଗ୍ରସ୍ତ ହୋଇ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶିଫଳ ତା ୦୮-୦୭ -୨୦୧୯ ସୋମବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୧୯ ମସିହା ଜୁଲାଇ ମାସ ତା ୮ ସୋମବାର ମିଥୁନ ୨୪ ଦିନ ଆଷାଢ ମାସ ଶୁକ୍ଳ ପକ୍ଷ ଷଷ୍ଠୀ ଭୁକ୍ତ ସପ୍ତମୀ ତିଥି ଉତ୍ତରା ଫାଲଗୁନୀ ନକ୍ଷତ୍ର କନ୍ୟା ଚନ୍ଦ୍ର ଘାତ ବାର:-ମିଥୁନ…

ପୁରୀ, ତାଳଚେର ଓ ସୁନ୍ଦରଗଡ଼ରେ ପ୍ରତିଷ୍ଠା ହେବ ନୂଆ ମେଡ଼ିକାଲ୍ କଲେଜ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଖୁବଶୀଘ୍ର ଆଉ ୩ଟି ମେଡିକାଲ୍ କଲେଜ ଓ ହସ୍ପିଟାଲ୍ ପ୍ରତିଷ୍ଠା ହେବ ବୋଲି ସମ୍ବଲପୁରଠାରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ସୂଚନା ଦେଇ କହିଛନ୍ତି । ଓଡ଼ିଶାର ପୁରୀ, ତାଳଚେର ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଏହି ତିନୋଟି ନୂଆ ମେଡିକାଲ୍ କଲେଜ ପ୍ରତିଷ୍ଠା ହେବ ବୋଲି…

ଧୋନୀ କିପରି ପାଳିଲେ ଜନ୍ମଦିନ, ଜାଣନ୍ତୁ

ଲଣ୍ଡନ: ଟିମ୍ ଇଣ୍ଡିଆର ପୂର୍ବତନ କପ୍ତାନ ଧୂରୀଣ ଧୁରନ୍ଧର୍ ମହେନ୍ଦ୍ର ସିଂହ ଧୋନୀ ଆଜି ପାଳିଛନ୍ତି ତାଙ୍କର ୩୮ତମ ଜନ୍ମଦିବସ । ଏବେ ଧୋନୀ ବିଶ୍ୱକପ ଖେଳୁଥିବା ବେଳେ ପତ୍ନୀ ସାକ୍ଷୀ ଓ ସାଥି ଖେଳାଳୀଙ୍କ ସହିତ ମିଶି ତାଙ୍କର ବାର୍ଥଡ଼େ ପାଳିଥିବା ସୂଚନା ମିଳିଛି । #TeamIndia's players…

ସଙ୍କଟରେ କର୍ଣ୍ଣାଟକ ରାଜନୀତି, ୟେଦିୟୁରାପ୍ପା ଗଢିବେ ସରକାର !

ବେଙ୍ଗାଲୁରୁ: କର୍ଣ୍ଣାଟକରେ ଶାସକ ଜେଡ଼ିଏସ-କଂଗ୍ରେସ ମେଣ୍ଟ ସରକାର ଏବେ ସଙ୍କଟରେ । ବର୍ତ୍ତମାନ କର୍ଣ୍ଣାଟକର ରାଜନୈତିକ ପରିସ୍ଥ୍ିତି କ’ଣ ହେବ ତାହା ବିଧାନସଭାର ବାଚସ୍ପତିଙ୍କ ଉପରେ ସମ୍ପୂର୍ଣ୍ଣ ନିର୍ଭର କରୁଛି । ଏପର୍ଯ୍ୟନ୍ତ ୧୩ ଜଣ ବିଧାୟକ ଇସ୍ତଫା ପ୍ରଦାନ କରିଛନ୍ତି, ବାଚସ୍ପତି…

କଂଗ୍ରେସ ସାଧାରଣ ସମ୍ପାଦକ ପଦ ଛାଡିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ

ନୂଆଦିଲ୍ଲୀ : କଂଗ୍ରେସର ସାଧାରଣ ସମ୍ପାଦକ ଭାବେ ରହିଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ ରବିବାର ଦିନ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଚଳିତ ଲୋକସଭା ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ଯୋଗୁଁ ସେ ନିଜ ପଦରୁ ଇସ୍ତଫା ଦେଇଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ।…

ଆସନ୍ତାକାଲିଠୁଁ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

କଟକ : ରାଜ୍ୟରେ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୮ ତାରିଖରୁ ଆରମ୍ଭ ହେବା ନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ଏନେଇ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ରାୟଗଡାରେ କୁଖ୍ୟାତ ମାଓବାଦୀ ଗିରଫ

ରାୟଗଡ଼ା : ରାୟଗଡ଼ାର ନିୟମଗିରି ପାହାଡରୁ ରବିବାର ଦିନ ଏକ ଦୁର୍ଦ୍ଦାନ୍ତ ମାଓବାଦୀକୁ ଗିରଫ କରିଛି ସ୍ଥାନୀୟ ପୋଲିସ । ଗିରଫ ମାଓବାଦୀ ଜଣକ ସିକୁନୁ ସିକ୍କା (୩୧) ଏବଂ ତାଙ୍କ ଘର ସ୍ଥାନୀୟ ମାୟାବାଲି ଗ୍ରାମ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ କଲ୍ୟାଣସିଂହ ପୋଲିସ ଉକ୍ତ…

ଆଗାମୀ ୩ ଦିନ ଯାଏଁ ସାରା ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେଧିରେ ଲୋ-ପ୍ରେସରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ଦିନ…

ଆଜି ଶ୍ରୀଜିଉଙ୍କ ‘ବନକଲାଗି’ ନୀତି, ବନ୍ଦ ରହିବ ଦର୍ଶନ

ପୁରୀ : ଶ୍ରୀଗୁଣ୍ଡିଚା ମନ୍ଦିରରେ ତିନି ଠାକୁର ଭକ୍ତମାନଙ୍କୁ ଦର୍ଶନ ଦେଉଥିବାବେଳେ ଶନିବାର ଦିନ ସେମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ମିଳିଥିବା ସୂଚନାନୁଯାୟୀ ଆଜି ମଧ୍ୟାହ୍ନ ଧୂପ ଓ ଭୋଗ ମଣ୍ଡପ ନୀତି ପରେ ଭଗବାନଙ୍କ ବନକଲାଗି ନୀତି ହେବ । ଏହି ଅବସରରେ ଶ୍ରୀଜିଉଙ୍କ ଦର୍ଶନ…