Latest Odisha News

BREAKING NEWS

ବାପାଙ୍କ ଜାଲ୍ ଦସ୍ତଖତ କରି ଆକାଉଣ୍ଟରୁ ଝିଅ ନେଇଗଲା ୪୦ ଲକ୍ଷ ଟଙ୍କା

ସୁନ୍ଦରଗଡ଼: ଜାଲ୍ ଦସ୍ତଖତରେ ୪୦ ଲକ୍ଷ ଚଳୁ । ବାପାଙ୍କ ଆକାଉଣ୍ଟରୁ ଟଙ୍କା ଚୋରି କରିନେଲା ଝିଅ । ଏମିତି ଅଭିଯୋଗ ଆସିଛି ସୁନ୍ଦରଗଡ଼ ଜିଲ୍ଲାରୁ । ଏନେଇ ବାପା ପୋଲିସରେ ଝିଅ ବିରୋଧରେ ଏତଲା ଦେଇଛନ୍ତି । ଏହାକୁ ନେଇ ସୁନ୍ଦରଗଡ଼ ଜିଲ୍ଲାରେ ଚର୍ଚ୍ଚା ଚାଲିଛି । ଥାନାରେ ହୋଇଥିବା ଅଭିଯୋଗ…

୪୪୨.୦୨ ପଏଣ୍ଟ ଅଭିବୃଦ୍ଧି ସହ ଖୋଲିଲା ସେନସେକ୍ସ: ସେୟାର ବଜାରରେ ଉତ୍ସାହ

ମୁମ୍ବାଇ: ଆଜି ସକାଳୁ ସେୟାର ବଜାର ଭଲ ଆରମ୍ଭ ହୋଇଛି । ୪୪୨.୦୨ ଅଙ୍କ ବୃଦ୍ଧି ପାଇ ସେୟାର ବଜାର ଖୋଲିଛି । ଏହାସହ ସେନସେକ୍ସ ୫୧,୭୨୧.୫୪ ପଏଣ୍ଟରେ ପହଞ୍ଚିଛି । ସେହିପରି ନିଫ୍ଟି ୧୨୪.୩୦ ପଏଣ୍ଟ ବୃଦ୍ଧି ପାଇ ଖୋଲି ୧୫୨୯୯ ଅଙ୍କ ଛୁଇଁଥିଲା । ଶୁକ୍ରବାର ସକାଳେ IDBI  ଓ IFCIର ସେୟାର…

ଅପରାଧିଙ୍କୁ ଧରିବାରେ ପୋଲିସକୁ ସହୟତା କରିବ ‘ଅତିଥି’

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଅପରାଧ ଘଟାଇ ଅପରାଧିମାନେ ବିଭିନ୍ନ ହୋଟେଲରେ ଆତ୍ମଗୋପନ କରୁଛନ୍ତି । ଏଣିକ ଅପରାଧିଙ୍କୁ ଧରିବ ‘ଅତିଥି’ । ପୋଲିସର ନୂଆ ଆପ୍ ‘ଅତିଥି’ । ଏହି ଜରିଆରେ ହୋଟେଲର ତଥ୍ୟ ସଂଗ୍ରହ କରିବ ପୋଲିସ । ସରାଇ ଆକ୍ଟ ଅନୁସାରେ ହୋଟେଲ ମାଲିକ ସବୁ ତଥ୍ୟ ପୋଲିସକୁ…

କରୋନା ଟିକା ନେଇ ୨ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ; ପଶ୍ଚିମବଙ୍ଗ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ କରୋନାଭାଇରସ୍ ଟିକା ଦିଆଯିବା ପରେ ଦୁଇ ବରିଷ୍ଠ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଏହାର ତଦନ୍ତ ଆରମ୍ଭ କରିବାକୁ କହିଛି ବୋଲି ଜଣେ ବରିଷ୍ଠ ଅଧିକାରୀ ଗୁରୁବାର କହିଛନ୍ତି। ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ଯେ ହୃଦ୍ ରୋଗ ହେତୁ…

ବୁର୍ଲା ଭୀମସାରରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ, ତଦନ୍ତ କରୁଛି ଆଣ୍ଟି ରାଗିଂ ସେଲ୍

ସମ୍ୱଲପୁର: ବୁର୍ଲା ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ଆଣ୍ଡ ରିସର୍ଚ୍ଚରେ (ଭୀମ୍‌ସାର) ଛାତ୍ରଙ୍କୁ ରାଗିଂ ଅଭିଯୋଗ । ଏମବିବିଏସ୍ ଦ୍ୱିତୀୟ ବର୍ଷ ଛାତ୍ରଙ୍କୁ ରାଗିଂ ହୋଇଥିବା ଅଭିଯୋଗ ହୋଇଛି । ଏହାପରେ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଭୀମ୍‌ସାର ଡିନ୍‌ । ଆଣ୍ଟି ରାଗିଂ…

ମୋମୋ ବିକ୍ରେତାଙ୍କୁ ଆକ୍ରମଣ ଘଟଣାରେ ଜଣେ ଗିରଫ

ଭୁବନେଶ୍ୱର: ଜଣେ ମୋମୋ ବିକ୍ରେତାଙ୍କ ଉପରେ ଗରମ ତେଲ ପଡ଼ିବା ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଘଟଣାଟି ଗତ ମାର୍ଚ୍ଚ ୪ ତାରିଖରେ ଘଟିଥିଲା। ସମ୍ପୃକ୍ତ ବ୍ୟକ୍ତି ଜଣକ ଅର୍ଡର ଦେଇଥିବା ବେଳେ ଦୋକାନୀ ମୋମୋ ଦେବାରେ ସାମାନ୍ୟ ବିଳମ୍ବ କରିଦେଇଥିଲେ। ଯାହା ଫଳରେ ବ୍ୟକ୍ତି ଜଣକ…

ଟିକାକରଣର ପାର୍ଶ୍ବ ପ୍ରତିକ୍ରିୟାର ମାତ୍ରା ପୁରୁଷଙ୍କ ଅପେକ୍ଷା ମହିଳାମାନଙ୍କଠାରେ ଅଧିକ ରହିଛି

ନୂଆଦିଲ୍ଲୀ: କୋଭିଡ୍-୧୯ ଟିକା ଦୁନିଆର ସମସ୍ତ ଲୋକଙ୍କ ପାଇଁ ଏକ ନୂତନ ଆଶାର କିରଣ ଆଣିଛି। ଭାରତରେ ଟିକା ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ଚାଲିଛି। ଏହି ଟିକା ନିଶ୍ଚିତ ଭାବରେ ଆପଣଙ୍କୁ କରୋନା ଭଳି ଭୟଙ୍କର ସଂକ୍ରମଣରୁ ରକ୍ଷା କରିବ। କିନ୍ତୁ ଏହାର କିଛି ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟ…

ଆରମ୍ଭରୁ ଧାନ ତାତି, ବିଧାନସଭା ସାଢ଼େ ୧୧ଟା ଯାଏ ମୁତଲବୀ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ୟ୍ୟାୟ । ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ମଣ୍ଡିରୁ ଧାନ ନ ଉଠିବା ପ୍ରସଙ୍ଗ ଉଠାଇଥିଲା । ବିଧାନସଭାରେ କଂଗ୍ରେସ ବିଧାୟକ ହୋହଲ୍ଲା ଆରମ୍ଭ କରିଥିଲେ । ବିଜେପି ବିଧାୟକ ବି ମଣ୍ଡିରୁ ଧାନ ନଉଠିବା ପ୍ରସଙ୍ଗକୁ ନେଇ…

ଲଢ଼େଇ ହେବ ଜୋରଦାର: ଆଜି ଭାରତ-ଇଂଲଣ୍ଡ ପ୍ରଥମ ଟି-ଟ୍ୱେଣ୍ଟି

ଅହମ୍ମଦାବାଦ: ଆଜିଠୁ ଆରମ୍ଭ ହେଉଛି ଭାରତ-ଇଂଲଣ୍ଡ ଟି-ଟ୍ୱେଣ୍ଟି ସିରିଜ । ସନ୍ଧ୍ୟା ୭ଟାରେ ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯିବ । ଟି-ଟ୍ୱେଣ୍ଟିର ଶ୍ରେଷ୍ଠ ଦୁଇଟି ଦଳ ମଧ୍ୟରେ ମୁକାବିଲା । ତେଣୁ ଲଢ଼େଇ ଜୋରଦାର ହେବା ଆଶା କରାଯାଉଛି । ଟେଷ୍ଟରେ ଇଂଲଣ୍ଡ ପରାସ୍ତ…

ନୂଆ ରୂପରେ ଫେରୁଛନ୍ତି ଗାୟକ ଅରିଜିତ ସିଂ

ନୂଆଦିଲ୍ଲୀ: 'କ୍ୟୁଁକି ତୁମ୍‌ ହି ହୋ' ଗୀତ ମାଧ୍ୟମରେ ଲକ୍ଷ ଲକ୍ଷ ଦର୍ଶକଙ୍କ ହୃଦୟ ଜିତିଥିବା ଅରିଜିତ ସିଂ ଏବେ ଏକ ନୂଆ ଢଙ୍ଗରେ ମ୍ୟୁଜିକ୍‌ ଇଣ୍ଡଷ୍ଟ୍ରିକୁ ଫେରୁଛନ୍ତି। ଅରିଜିତ ସିଂ ନେଟଫ୍ଲିକ୍ସ ଫିଲ୍ମ ପାଗ୍ଲାଇଟ୍ ମାଧ୍ୟମରେ ପ୍ରଥମଥର ପାଇଁ ସଙ୍ଗୀତ ରଚନା କରିବାକୁ ଯାଉଛନ୍ତି।…