ହସ୍ପିଟାଲ୍ରେ ଭର୍ତ୍ତି ହେଲେ ଟେଲି ଆକ୍ଟର ରାଜୀବ ପଲ୍
ନୂଆଦିଲ୍ଲୀ: ଗତ ସପ୍ତାହରେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଟେଲି ଆକ୍ଟର ରାଜୀବ ପଲ୍ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ନଆସିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।
୫୦ ବର୍ଷୀୟ ଅଭିନେତା ରାଜୀବ ମେ ୭ରେ…