ଆସନ୍ତାକାଲି ମଧ୍ୟରାତ୍ରଯାଏଁ ଲିଙ୍ଗରାଜ ମନ୍ଦିରରୁ ବରମୁଣ୍ଡା ଯାଏଁ ସ୍ୱତନ୍ତ୍ର ବସ୍
ଭୁବନେଶ୍ୱର: ଆସନ୍ତାକାଲି ମହାଶିବରାତ୍ରୀ ପାଇଁ କ୍ରୁଟ୍ ପକ୍ଷରୁ ସ୍ୱତନ୍ତ୍ର ବସର ବ୍ୟବସ୍ଥା କରାଯାଇଛି । ବରମୁଣ୍ଡା ବସଷ୍ଟାଣ୍ଡରୁ ଲିଙ୍ଗରାଜ ମନ୍ଦିର ଯାଏଁ ରୁଟ୍ ନମ୍ବର ୩୨ରେ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ମୋ ବସ୍ ଚାଲିବ କ୍ରୁଟ୍ ପକ୍ଷରୁ ସୂଚନା ଦିଆଯାଇଛି ।
? Notice
On the…