Latest Odisha News

BREAKING NEWS

କୋଭିଡ୍ ନେଗେଟିଭ୍ ରିପୋର୍ଟ ନଥିଲେ କପିଳାସରେ ଜାଗର ଦୀପ ଜାଳି ପାରିବେନି

ଢେଙ୍କାନାଳ : କପିଳାସ ପୀଠରେ ଜାଗର ଯାତ୍ରାକୁ ନେଇ ଜିଲ୍ଲା ପ୍ରଶାସନର ବଡ଼ ନିଷ୍ପତ୍ତି । କୋଭିଡ୍ ନେଗେଟିଭ୍ ରିପୋର୍ଟ ନଥିଲେ କପିଳାସ ମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ ଶ୍ରଦ୍ଧାଳୁ । ମନ୍ଦିର ମଧ୍ୟକୁ ପ୍ରବେଶ କରିବାକୁ ହେଲେ ଭକ୍ତଙ୍କୁ କୋଭିଡ୍ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ । ଏନେଇ…

ଅଗ୍ନିଶମ ଡିଜି ଦାୟିତ୍ୱ ନେଲେ ଏମ୍ ଅକ୍ଷୟ

ଭୁବନେଶ୍ୱର : ଏମ୍ ଅକ୍ଷୟ ଆଜି ଅଗ୍ନିଶମ ବିଭାଗ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୮୮ ବ୍ୟାଚର ଏହି ଆଇପିଏସ ଅଧିକାରୀଙ୍କୁ ଗତକାଲି ଗୃହ ବିଭାଗ ପକ୍ଷରୁ ଏହି ନିଯୁକ୍ତି ଦିଆଯାଇଥିଲା । ସତ୍ୟଜିତ ମହାନ୍ତିଙ୍କ ଅବସର ପରେ ଅକ୍ଷୟଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ପୂର୍ବରୁ…

ଆସନ୍ତାକାଲି ଭଞ୍ଜସେନା ପକ୍ଷରୁ ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା

ମୟୂରଭଞ୍ଜ (ମଳୟ ମହାପାତ୍ର): ଆସନ୍ତାକାଲି ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ । ଶିମିଳିପାଳ ଜାତୀୟ ଉଦ୍ୟାନରେ ନିଆଁ ଲିଭାଇବାରେ ବିଫଳତାକୁ ନେଇ ବନ୍ଦ ଡାକରା ଦେଇଛି ଅଣରାଜନୈତିକ ଯୁବ ଓ ଛାତ୍ର ସଙ୍ଗଠନ ଭଞ୍ଜସେନା । ଆସନ୍ତାକାଲି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ବଜାର ବନ୍ଦ ରହିବ ।…

ପାରାଦୀପରେ ପ୍ରତିଷ୍ଠା ହେବ ବିଶାଳ ପ୍ଲାଷ୍ଟିକ ପାର୍କ

ଭୁବନେଶ୍ବର : ପାରାଦୀପରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ ପ୍ଲାଷ୍ଟିକ୍ ପାର୍କ । ଏନେଇ ଆଜି ଇଣ୍ଡିଆନ ଅଏଲ୍ ଓ ଇଡକୋ ମଧ୍ୟରେ ଏମଓୟୁ ସ୍ୱାକ୍ଷର ହୋଇଛି । ଆୟୋଜିତ ଭର୍ଚୁଆଲ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ…

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ନୂଆପଡା ଗସ୍ତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ନୂଆପଡା ଗସ୍ତରେ ଯିବେ । ଏଥି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ଗସ୍ତ ସମୟରେ ସେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ ମିଳିଥିବା ସୂଚନା ଅନୁଯାୟୀ, ସକାଳ ୧୧ଟା ୧୦ ମିନିଟ୍‌ରେ…

ବିବିସି ଇଣ୍ଡିଆନ ସ୍ପୋର୍ଟ୍ସ ଓମ୍ୟାନ ପୁରସ୍କାର ଜିତିଲେ ହମ୍ପି

ନୂଆଦିଲ୍ଲୀ: ଭାରତର ଷ୍ଟାର ଚେସ୍ ଖେଳାଳି କୋନେରୁ ହମ୍ପି ବିବିସି ଇଣ୍ଡିଆନ ସ୍ପୋର୍ଟ୍ସ ଓମ୍ୟାନ ଅଫ ଦି ଇୟର ପୁରସ୍କାର ଜିତିଛନ୍ତି । ବିବିସି ମହାନିର୍ଦ୍ଦେଶକ ଟିମ୍ ଡେଭ୍ ଏଥିରେ ଅଧ୍ୟକ୍ଷତା କରିବା ସହ ଭର୍ଚୁଆଲ ଉତ୍ସବରେ ବିଜେତାଙ୍କ ନାମ ଘୋଷଣା କରିଥିଲେ । ର‌୍ୟାପିଡ ଚେସ ଫର୍ମାଟରେ ହମ୍ପି…

୩୭୦ ଧାରା ପ୍ରତ୍ୟାହାର ପରେ ଜମ୍ମୁ କାଶ୍ମୀରରେ ଆତଙ୍କୀ ହିଂସା ହ୍ରାସ ପାଇଛି

ନୂଆଦିଲ୍ଲୀ: ଅଗଷ୍ଟ ୨୦୧୯ରେ ଧାରା ୩୭୦ ପ୍ରତ୍ୟାହାର ହେବା ପରେ ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ହିଂସା ଯଥେଷ୍ଟ ହ୍ରାସ ପାଇଛି ବୋଲି କେନ୍ଦ୍ର ମଙ୍ଗଳବାର କହିଛି। ଲୋକସଭାରେ କେନ୍ଦ୍ର ଗୃହ ରାଜ୍ୟ ମନ୍ତ୍ରୀ କିଶାନ ରେଡ୍ଡୀ କହିଛନ୍ତି ଯେ ୨୦୧୯ ତୁଳନାରେ ୨୦୨୦ ରେ କେନ୍ଦ୍ର ଶାସିତ ଅଞ୍ଚଳରେ…

ଆସନ୍ତୁ ଜାଣିବା ଟି୨୦ର ଶ୍ରେଷ୍ଠ ଟିମ୍ ସମ୍ପର୍କରେ

ମୁମ୍ବାଇ: ଭାରତ ଓ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ମାର୍ଚ୍ଚ ୧୨ରୁ ଆରମ୍ଭ ହୋଇଯିବ । ଆଇସିସି ର‌୍ୟାଙ୍କିଙ୍ଗରେ ଶୀର୍ଷ ସ୍ଥାନ ହାସଲ କରିବାକୁ ହେଲେ ଟିମ୍ ଇଣ୍ଡିଆକୁ ୪-୧ରେ ସିରିଜ ଜିତିବାକୁ ପଡିବ । ଆଗକୁ ଟି୨୦ ବିଶ୍ୱକପ ହେବାକୁ ଯାଉଥିବାରୁ ଏହି ସିରିଜ ଗୁରୁତ୍ୱପୂର୍ଣ୍ଣ…

 ଆଜିଠୁ ଗୁରୁ ଦକ୍ଷିଣା ଉତ୍ସବ

ଭୁବନେଶ୍ୱର : କଳାଶ୍ରମ ନୃତ୍ୟ ଅନୁଷ୍ଠାନ ଆନୁକୂଲ୍ୟରେ ଆଜିଠାରୁ ଆରମ୍ଭ ହେବ ୧୫ତମ ଗୁରୁ ଦକ୍ଷିଣା ଉତ୍ସବ ୨୦୨୦-୨୧ । ୧୧ ତାରିଖ ଯାଏଁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଗୁରୁ ଶିଷ୍ୟର ଆଦର୍ଶ ପରମ୍ପରାକୁ ଆଗକୁ ବଢ଼ାଇବା ଲକ୍ଷ୍ୟ ରହିଛି ।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ତ୍ରିଭେନ୍ଦ୍ର ସିଂ ରାୱତ

ଉତ୍ତରାଖଣ୍ଡ: ସୂଚନା ଅନୁଯାୟୀ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନର ଠିକ୍ ଗୋଟିଏ ବର୍ଷ ପୂର୍ବରୁ ବିଜେପି ରାଜ୍ୟ ୟୁନିଟରେ ରାଜନୈତିକ ସଙ୍କଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାୱତ ମଙ୍ଗଳବାର ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ସିଏମ ତ୍ରିବେନ୍ଦ୍ର ରାୱତ ରାଜ୍ୟପାଳ ନିକଟରେ…